ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ବହୁ ପ୍ରତୀକ୍ଷିତ ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଏହି ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏଥିସହ ନୂଆ ଜାମ୍ମୁ ରେଲୱେ ଡିଭିଜନ … Read More

ବିଜେଡିକୁ ଝଟ୍‌କା; ପୌରାଧ୍ୟକ୍ଷାଙ୍କ ବିରୋଧରେ ନିଜ ଦଳ ଆଣିଲା ଅନାସ୍ଥା

ଝାରସୁଗୁଡା : ବ୍ରଜରାଜନଗର ବିଜେଡିରେ ଗୋଷ୍ଠୀ କନ୍ଦଳ। ପୌରାଧ୍ୟକ୍ଷଙ୍କ ବିରୋଧରେ ନିଜ ଦଳର କାଉନ୍‌ସିଲ ଆଣିଲେ ଅନାସ୍ଥା। ଆଉ ତାଙ୍କୁ ସମର୍ଥନ ଦେଲେ ବିଜେପି ଓ ବିଏସ୍‌ପି କାଉନ୍‌ସିଲର। ଆଜି ସମସ୍ତ କାଉନ୍‌ସିଲ ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ଭେଟି ଅନାସ୍ଥା ନେଇ ଦାବିପତ୍ର … Read More

ଭୁବନେଶ୍ବର ବିମାନବନ୍ଦରରେ ୨ ମହିଳାଙ୍କଠୁ ସାଢେ ୯ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର : ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୀମା ଶୁଳ୍କ ଅଧିକାରୀ ୪ ତାରିଖରେ କ୍ବାଲାଲାମପୁରରୁ ଆସୁଥିବା ୨ ଭାରତୀୟ ମହିଳାଙ୍କଠୁ ୧୯ ପ୍ୟାକେଟ୍ ଗଞ୍ଜେଇ ଜବତ କରିଛନ୍ତି । ଏହି ହାଇଡ୍ରୋପୋନିକ୍ ଗଞ୍ଜେଇ(ଏକ ସ୍ବତନ୍ତ୍ର ଧରଣର ଗଞ୍ଜେଇ)ର ପରିମାଣ ୯.୫ କିଲୋଗ୍ରାମ … Read More

ରାଜ୍ୟ ପୁଲିସର ସ୍ୱତନ୍ତ୍ର ଅଭିଯାନ-୧ କୋଟି ୭୭ ଲକ୍ଷ ଗଞ୍ଜେଇ ଗଛ ସମ୍ପୂର୍ଣ୍ଣ ଭାବେ ନଷ୍ଟ

ଭୁବନେଶ୍ୱର : ରାଜ୍ୟରେ ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୁଲିସର ସ୍ୱତନ୍ତ୍ର ଅଭିଯାନ ଜାରି ରହିଛି।ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରାଯାଉଛି। ଏହି ପରିପ୍ରେକ୍ଷୀରେ ୨୦୨୪-୨୫ ମସିହାରେ ଡ଼ିସେମ୍ବର … Read More

ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି

ଭୁବନେଶ୍ବର : ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ଭୁବନେଶ୍ୱର ଲୋୟର ପିଏମଜିରେ ବିକ୍ଷୋଭ କରିଛି ବିଜେଡି। ଦରଦାମ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ଦଳ। ବିଜେଡି କହିଛି ଅର୍ଥନୀତି ପରିଚାଳନାରେ ସରକାର ଫେଲ୍। ମୁଦ୍ରାସ୍ଫିତି ରେକର୍ଡ ସ୍ତରରେ … Read More

୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍‌ପି

ସମ୍ବଲପୁର : ଗତ ଶନିବାର ବିଳମ୍ବିତ ରାତିରେ ସମ୍ବଲପୁରରେ ଏକ ହାଇୱା ଧକ୍କାରେ ଦୁଇ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିଲା। ତେବେ ତାହା ଦୁର୍ଘଟଣା ନୁହେଁ, ସୁଚିନ୍ତିତ ହତ୍ୟାକାଣ୍ଡ ଥିଲା ବୋଲି ସ୍ପଷ୍ଟ କରିଛନ୍ତି ସମ୍ବଲପୁର ଏସପି। ହାଇୱା ଡ୍ରାଇଭର ଜାଣିଶୁଣି … Read More

ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଧାୟକ ଇରାଶିଷ ଆଚାର୍ଯ୍ୟ

ଭୁବନେଶ୍ବର : ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ। ବୁଲୁ ଓରଫ ନାରାୟଣ ସତନାମୀଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିଲେ ଇରାଶିଷ। ୨୦୧୮ ମସିହାରେ ସଂଗଠିତ ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡରେ ଇରଶିଷଙ୍କ ସମେତ ଅନ୍ୟ ୩ … Read More

‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ଅନୁଷ୍ଠିତ

ଭୁବନେଶ୍ୱର : ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ ପକ୍ଷରୁ ‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ ମରାଠୀ ସାହିତ୍ୟିକ ଡ. ଜ୍ଞାନେଶ୍ୱର ମୁଳେଙ୍କୁ ଚଳିତବର୍ଷର ସମ୍ମାନଜନକ ‘ନୀଳିମାରାଣୀ ସାହିତ୍ୟ ସମ୍ମାନ-୨୦୨୫’ ପ୍ରଦାନ … Read More

ଆଦିବାସୀ ମେଳା ଉଦଘାଟିତ

ଭୁବନେଶ୍ଵର: ଉଦଘାଟନ ହେଲା ଭୁବନେଶ୍ୱର ଆଦିବାସୀ ମେଳା । ଭୁବନେଶ୍ବରର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଆଦିବାସୀ ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଆଦିବାସୀ ମେଳା । ମେଳାକୁ … Read More

ପଣ୍ଡା ଅଳଙ୍କାର ଲୁଟ ଓ ଗୁଳିକାଣ୍ଡ ଘଟଣା, ଦୁଇ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷ ଲେଖାଏଁ ସହାୟତା ରାଶି

ଯାଜପୁର : ଯାଜପୁର ରୋଡ଼ ପାଣିକୋଇଲି ସୁନା ଦୋକାନରୁ ଲୁଟ୍ ଘଟଣା । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ STF ଟିମ୍ । ଗିରଫ ଦୁଇ ଲୁଟେରାଙ୍କ ମୋବାଇଲ ଯାଞ୍ଚ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଘଟଣାରେ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ … Read More