ଅନ୍ତର୍ଜାତୀୟ ଯୋଗଦିବସର ୭୫ ଦିନିଆ ଅବଗଣନା, ଶୁଭାରମ୍ଭ ହେଲା ‘ହରିତ ଯୋଗ’

ଭୁବନେଶ୍ୱର: ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ସାଧାରଣ ଯୋଗ ଅଭ୍ୟାସ । ପ୍ରାୟ ୬,୦୦୦ରୁ ଅଧିକ ଯୋଗପ୍ରେମୀ ଏଥିରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ କେନ୍ଦ୍ର ଆୟୁଷ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରତାପରାଓ ଯାଧବ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିଙ୍କ … Read More

ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲା, ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଲେ ହାଇକୋର୍ଟ

କଟକ : ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲାରେ ବରିଷ୍ଠ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ଆସନ୍ତା ମେ ୫ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ବିଷ୍ଣୁପଦ ସେଠୀଙ୍କ ସମେତ ତାଙ୍କ ପତ୍ନୀ ଓ ଝିଅଙ୍କ … Read More

ରାଜ୍ୟରେ ହେବ ୩୨ ବୃହତ୍‌ ଶସ୍ୟ ଭଣ୍ଡାର

ଭୁବନେଶ୍ୱର: ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର। ଫଳରେ ଧାନ ସଂଗ୍ରହ ପରେ ଦୀର୍ଘ ଦିନ ଧରି ଏହାକୁ ମହଜୁଦ ରଖିବା ବାବଦରେ ସରକାରଙ୍କୁ ଆଉ ଭଡ଼ା ଦେବାକୁ ପଡ଼ିବନି। ରାଜ୍ୟ ରାଜକୋଷରୁ ଅଯଥା ଖର୍ଚ୍ଚରୁ ମୁକ୍ତି ମିଳିବ। … Read More

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର :  ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୋଇଡାରେ HCL ଟେକ୍ନୋଲୋଜି ଲିମିଟେଡ୍ ପରିଦର୍ଶନ କଲେ । ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସମେତ ଅନ୍ୟ ଅଂଶୀଦାରଙ୍କ ସହ ଆଲୋଚନା କରିବେ। ନିବେଶ ପାଇଁ ରାଜ୍ୟସରକାର ଗ୍ରହଣ କରିଥିବା ବିଭିନ୍ନ … Read More

ଦେବାଶିଷଙ୍କୁ ସୋଫିଆଙ୍କ ଟାର୍ଗେଟ, କହିଲେ, ‘ଓ୍ବାକଆଉଟ ମାନେ ସମର୍ଥନ’

ଭୁବନେଶ୍ବର: ବଢୁଛି ବିଜେଡିର ଅଡୁଆ । ଦଳ ଭିତରେ ବାହାରେ ସବୁଠି ବିରୋଧ । ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ୍ ପାତ୍ର ଓ୍ବାକଫ୍ ବିଲକୁ ସମର୍ଥନ ଦେବାକୁ ନେଇ ଏବେ ତେଜିଛି ରାଜ୍ୟରାଜନୀତି । ବିରୋଧୀ ତ ବିରୋଧୀ ଦଳୀୟ ବରିଷ୍ଠ … Read More

ପାଣ୍ଡିଆନ୍ ‌ଗୋ ବ୍ୟାକ୍! ୱାକଫ୍ ବିଲ୍ ଭୋଟ୍ ବିବାଦ ନେଇ ନବୀନ ନିବାସରେ ପ୍ରତିବାଦ

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସରେ ସୋମବାର ପୂର୍ବାହ୍ନରେ ବିଜେଡି ସାଂସଦ ମୁନ୍ନା ଖାଁଙ୍କ ନେତୃତ୍ୱରେ ମୁସଲିମ୍ ପ୍ରତିନିଧିମାନଙ୍କର ଏକ ଗୋଷ୍ଠୀ ପ୍ରତିବାଦ କରିବାରୁ ଉତ୍ତେଜନା ପ୍ରକାଶ … Read More

ସୃଷ୍ଟି ହେଲା ଲଘୁଚାପ: ୧୧ ତାରିଖ ଯାଏଁ ବର୍ଷିବ

ଭୁବନେଶ୍ବର: ତାତିରୁ ମିଳିବ ଆଶ୍ବସ୍ତି । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଜରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବବା ବେଳେ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭାରତୀୟ … Read More

ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ମାମଲା, ତଦନ୍ତ ରିପୋର୍ଟ କ୍ୟାବିନେଟରେ ହେବ ଉପସ୍ଥାପିତ

କଟକ : ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ମାମଲା । ଚାବି ହଜିବା ତଦନ୍ତ ରିପୋର୍ଟ କ୍ୟାବିନେଟରେ ହେବ ଉପସ୍ଥାପିତ। କ୍ୟାବିନେଟର ଉପସ୍ଥାପିତ ହେବା ନେଇ ରାଜ୍ୟ ସରକାର ନେଇଛନ୍ତି ନିଷ୍ପତ୍ତି। ଏ ନେଇ ହାଇକୋର୍ଟଙ୍କୁ ଅବଗତ କଲେ ଆଡଭୋକେଟ ଜେନେରାଲ ପିତାମ୍ବର … Read More

ମାଓ ଆଡ୍ଡାସ୍ଥଳୀରେ ଚଢାଉ, ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଓବାଦୀଙ୍କ ଆଡ୍ଡାସ୍ଥଳୀ ଉପରେ ଏସ୍‌ଟିଏଫ ଓ ସିଆରପିଏଫର ମିଳିତ ଚଢାଉ ଚଢାଉ । ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲର ପଶ୍ଚିମ ସିଂହଭୂମ ଅଞ୍ଚଳରେ ଚଢାଉ କରିଛି ଏସ୍‌ଟିଏଫ ଓ ସିଆରପିଏଫ । ଚଢ଼ାଉରେ ୫ କେଜି ବିଶିଷ୍ଟ ୫ଟି ଆଇଡି, … Read More

ଦିଲ୍ଲୀରୁ ଫେରି ନବୀନଙ୍କୁ ଭେଟିଲେ ସାଂସଦ ମୁନ୍ନା ଖାଁ, କହିଲେ ଶୀଘ୍ର ତଦନ୍ତ କରି ନିଷ୍ପତ୍ତି ନେବେ ସଭାପତି

ଭୁବନେଶ୍ୱର : ସଂଖ୍ୟାଲଘୁଙ୍କ ସ୍ବାର୍ଥ ରକ୍ଷା ବିଜେଡିର ପ୍ରାଥମିକତା । ରାଜ୍ୟସଭାରେ ଯାହା ଘଟିଛି ଅନୁଧ୍ୟାନ କରିବି । ଯାହା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା କଥା କରିବି । ଏହା କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେଡି ଏକ ଧର୍ମନିରପେକ୍ଷ … Read More