କେନ୍ଦୁଝର ଜିଲ୍ଲାରେ ଆସନ୍ତାକାଲି ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ, ପ୍ରବଳ ବର୍ଷା ନେଇ ସତର୍କ ସୂଚନା
କେନ୍ଦୁଝର : କେନ୍ଦୁଝର ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ନେଇ ଘୋଷଣା କରାଯାଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିବା ପରେ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି … Read More
