ଓ୍ବାକଫ୍ ନିଷ୍ପତ୍ତି; ‘ନବୀନ ସବୁ ଜାଣନ୍ତି’ : ପ୍ରଫୁଲ୍ଲ ଘଡେଇ

ଭୁବନେଶ୍ବର: ଓ୍ବାକଫ୍ ନେଇ ଏବେ ବଢିଛି ବିଜେଡି ଦଳରେ ତାତି । କାହିଁକି ଦଳୀୟ ନିଷ୍ପତ୍ତି ବାହାରକୁ ଯାଇ ଏମିତି କଲେ ସସ୍ମିତ୍ ପାତ୍ର?, ତାକୁ ନେଇ ଦଳର ବିଭିନ୍ନ ନେତା ଉତ୍ତର ମାଗୁଛନ୍ତି । ଦଳୀୟ କାମରେ ଟିକିଏ ଖଇଚା … Read More

ଆଜିଠୁ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପ, ଉଦଘାଟନ କଲେ ପୋଲିସ ଡିଜି ୱାଇବି ଖୁରାନିଆ

ଭୁବନେଶ୍ୱର :  ଆଜିଠୁ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପ୍ ।  ୭୩ ତମ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପକୁ ଉଦଘାଟିତ କଲେ ପୋଲିସ ଡିଜି ୱାଇବି ଖୁରାନିଆ ।  ଏପ୍ରିଲ ୧୫ ଯାଏଁ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ୍ । … Read More

ପୁନର୍ଗଠନ ହେବ ଏସଏଚଜି, ରାଜ୍ୟ ସ୍ତରରେ ଦିଆଯିବ ନୂଆ ନିଯୁକ୍ତି

ଭୁବନେଶ୍ୱର: ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀକୁ ପୁନର୍ଗଠନ ହେବ। GPLF, ଓ CPL, BLFଙ୍କୁ ଜିଲ୍ଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପ୍ରତି ପରିବାରକୁ ସ୍ୱୟଂ ସହାୟକ ଗୋଷ୍ଠୀ … Read More

ଖୋର୍ଦ୍ଧା ସଢେଇଗଡ଼ ଗାଁରେ ବୋମା ବିସ୍ଫୋରଣ, ୧ ମୃତ ୧ ଗୁରୁତର

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲାର ଏକ ଗାଁରେ ଗତକାଲି ରାତିରେ ବୋମା ବିସ୍ଫୋରଣ ହୋଇଛି ।  ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇପଡ଼ିଛନ୍ତି ।  ଆହତ ବ୍ୟକ୍ତି ଜଣକ ଡାକ୍ତରଖାନାରେ ଜୀବନ ସହିତ ସଂଘର୍ଷ କରୁଛନ୍ତି … Read More

ବାଦ୍ ପଡିଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପୁଣି ମିଳିବ ସୁଭଦ୍ରା ଟଙ୍କା। ଯେଉଁମାନେ ଏ ପର୍ଯ୍ୟନ୍ତ ସୁଭଦ୍ରାର କୌଣସି ବି କିସ୍ତି ପାଇନାହାନ୍ତି, ସେମାନେ ଏହି ଦିନ ସୁଭଦ୍ରା ଟଙ୍କା ପାଇବେ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ … Read More

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଖପୁରିଆରେ ରଥକାଠ ଚିରଟ ଆରମ୍ଭ

କଟକ : ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଚିରଟ ଅନୁକୂଳ । ପବିତ୍ର ରାମ ନବମୀରେ ରଥ କାଠ ଚିରଟ କାମ ଆରମ୍ଭ ହୋଇଛି। କଟକ ଖପୁରିଆ ସ୍ଥିତ ବନ ବିଭାଗ କରତ କଳରେ କାଠ ଚିରା କାମର ଅନୁକୂଳ … Read More

ରାମନବମୀ ଶୋଭାଯାତ୍ରା: ବାଇକ୍‌ରେ ଆସି ଯୁବକଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ

ବାଲେଶ୍ବର: ଆଜି ପବିତ୍ର ରାମନବମୀ ଉପଲକ୍ଷେ ଉତ୍ସବମୁଖର ହୋଇଛି ଦେଶ ଠୁ ଆରମ୍ଭ କରି ସମଗ୍ର ରାଜ୍ୟ । ସକାଳୁ ସକାଳୁ ମଠ ଓ ମନ୍ଦିର ମାନଙ୍କରେ ଭକ୍ତଙ୍କ ପ୍ରବଳ ଭିଡ ପରିଲିକ୍ଷିତ ହୋଇଛି । ଅନେକ ସ୍ଥାନରେ ରାମନବମୀ ଅବସରରେ … Read More

ପୁଅର ଶାବଳ ମାଡ଼ରେ ବାପା ମୃତ, ମାଆ ଗୁରୁତର

ସମ୍ବଲପୁର: ପୁଅର ଶାବଳ ମାଡ଼ରେ ବାପା ମୃତ, ମାଆ ଗୁରୁତର । ଗୁରୁତର ଅବସ୍ଥାରେ ମାଆ ସଦର ହସ୍ପିଟାଲରେ ଭର୍ତ୍ତି । ଯୁଯୁମରା ଥାନା ଝାଙ୍କରପାଲି ତୁରୀପଡ଼ାରେ ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ତେବେ ଅଭିଯୁକ୍ତ ପୁଅ ମାନଷିକ … Read More

ନାଗରିକଙ୍କ ସେବା କରିବା ଆମ ସମସ୍ତଙ୍କର ସଂକଳ୍ପ ହେଉ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାରର ଜନକଲ୍ୟାଣକାରୀ କାର୍ଯ୍ୟକୁ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ସହ ସରକାରୀ ସୁବିଧା ସମାଜର ଅନ୍ତିମ ଶ୍ରେଣୀର ଲୋକଙ୍କ ପାଖରେ ଉପଲବ୍ଧ କରାଇବା ପାଇଁ ଆମେ କାର୍ଯ୍ୟକର୍ତ୍ତାମାନେ ଆହୁରି ପରିଶ୍ରମ କରିବା। ବିଜେପିର ପ୍ରତିଷ୍ଠା ଦିବସରେ ସମ୍ବଲପୁର … Read More

ପୁଣି ୨୭୦୦ କମିଲା ସୁନା ଦର, ଖୁବ୍ ଶୀଘ୍ର ଛୁଇଁବ ୫୫ ହଜାର

ଭୁବନେଶ୍ଵର: ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ବିଗତ କିଛି … Read More