‘ବିଜେଡି ଏବେ ଅସ୍ତଗାମୀ ସୂର୍ଯ୍ୟ, ଆଉ ନବୀନ ଗୃହବନ୍ଦୀ’
ଭୁବନେଶ୍ବର: ଓ୍ବାକଫ୍ ବିଲ ନେଇ ବିଜେଡିର ମତ, ବଢାଇଛି ରାଜନୀତି ତାତି । ବିଜେଡିକୁ ନେଇ ଏବେ ଚାରିଆଡେ ଆଲୋଚନା । ଚାଲିଛି କ’ଣ ଦଳରେ? କାହିଁକି ମୁହଁ ଖୋଲୁନାହାନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ? ମନଇଚ୍ଛା କାମ କରୁଛନ୍ତି ଦଳୀୟ କର୍ମଚାରୀ … Read More
