୫ ଲକ୍ଷ ୮୦ ହଜାର ଟଙ୍କା ଘୋଟାଲା, ସମବାୟ ସମିତି ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର : ଟଙ୍କା ହଡ଼ପ ଅଭିଯୋଗରେ ସମବାୟ ସମିତି ସମ୍ପାଦକ ଗିରଫ । ବାଲେଶ୍ବର ଦୁର୍ଗାଦେବୀ ସମବାୟ ସମିତି ସମ୍ପାଦକ ଗିରୀଶ ଚନ୍ଦ୍ର ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ ।  ୫ ଲକ୍ଷ ୮୦ ହଜାର ଟଙ୍କା ଘୋଟାଲା କରିଥିବା ଅଭିଯୋଗ ହୋଇଛି … Read More

୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର, ଏଫସିଆଇ ନେବ ୪୬ ଲକ୍ଷ

ଭୁବନେଶ୍ବର: ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର । ରାଜ୍ୟରେ ଧାନ କିଣା ନେଇ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଗତ ବର୍ଷ ଅପେକ୍ଷା ୨୬ ଲକ୍ଷ … Read More

ଅଧିକ କୀଟନାଶକ ବ୍ୟବହାର ଯୋଗୁଁଁ ବଢୁଛି କ୍ୟାନସର୍‌‌: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର : ଚାଷରେ ଅଧିକ କୀଟନାଶକ ଏବଂ ସାରର ବ୍ୟବହାର କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ାଉଛି ବୋଲି ଗୃହରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଅର୍ଗାନିକ୍ … Read More

ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ

ବଲାଙ୍ଗିର: ପାରିବାରିକ କଳହର କରୁଣ ପରିଣତି। ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ। ଏଠାରେ ସ୍ୱାମୀ ସାଜିଲା ସଇତାନ। ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟାକାରୀ ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି ଦେଓଗାଁ ପୋଲିସ। … Read More

ପାତ୍ର ପଡ଼ାରେ ବୁଲିଲା ଖଣ୍ଡା, ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର : ପୁଣି ରାଜଧାନୀରେ ବୁଲିଲା ଖଣ୍ଡା ।  ପାତ୍ରପଡ଼ାରେ ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ।  ଚାରି ଛକ ନିକଟରେ ୨ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ।  ଗୁରୁତର ଦୁଇ ଯୁବକ ଏମ୍ସରେ ଭର୍ତ୍ତି ହୋଇଛନ୍ତି ।  ପୂର୍ବ ଶତ୍ରୁତାରୁ ହଣାକଟା … Read More

ଶ୍ରୀମନ୍ଦିର ପାଇଁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି, ୫ଟି ପର୍ଯ୍ୟାୟରେ ହେବ ଚୟନ ପ୍ରକ୍ରିୟା

ପୁରୀ: ଶ୍ରୀମନ୍ଦିର ପାଇଁ ଆଜି ଠାରୁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି ଆରମ୍ଭ ହୋଇଛି। ୫ଟି ପର୍ଯ୍ୟାୟରେ ୧୭୨ ଅଫିସର ଓ ୧୪୯୯ ସିପାହୀ ଚୟନ ହେବେ। ଆଜି ୩୨୯ ଜଣ ପୋଲିସ କର୍ମଚାରୀ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀମନ୍ଦିରର … Read More

ଯୁବକଙ୍କୁ ପିଟିପିଟି ହତ୍ୟା ,ପରେ ଘର ଆଗରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ବ୍ରହ୍ମଗିରି : ଯୁବକଙ୍କୁ ପିଟିପିଟି ହତ୍ୟା । ହତ୍ୟା ପରେ ଘର ଆଗରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ତିଆରପାରି ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତ ଯୁବକ ହେଲେ ନକୁଳ ସାମଲ । ନକୁଳଙ୍କର ସେହି ଗାଁର … Read More

ଏପ୍ରିଲରେ ନିଆଁ ବର୍ଷିବ, ଜୁନ ଯାଏ ଦେଶ ବ୍ୟାପୀ ପ୍ରଚଣ୍ଡ ଗ୍ରୀଷ୍ମତାପ

ଭୁବନେଶ୍ବର : ଏପ୍ରିଲରେ ନିଆଁ ବର୍ଷିବ। ଅସହ୍ୟ ତାତି ଅନୁଭୂତ ହେବ। ରାଜ୍ୟରେ ଗ୍ରୀଷ୍ମଲହରୀ ସ୍ବାଭାବିକରୁ ଅଧିକ ଦିନ ରହିବ; ପ୍ରଚଣ୍ଡ ଖରା ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଅଧିକ ରହିବ। ଉପକୂଳବର୍ତ୍ତୀ ଜିଲାରେ ତାତି ସାମାନ୍ୟ କମ୍ ରହିପାରେ। … Read More

ରାଉରକେଲା ପ୍ରଶାସନ ପକ୍ଷରୁ ଉତ୍ସାହ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳିତ

ରାଉରକେଲା: ରାଉରକେଲା ପ୍ରଶାସନ ପକ୍ଷରୁ ଉତ୍ସାହ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହିଅବସରରେ ସହରରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା। ସକାଳେ ଏକ ଶୋଭାଯାତ୍ରା ଆମ୍ବେଦକର ଛକରୁ ବାହାରି ମଧୁସୂଦନ ମାର୍ଗଠାରେ ଥିବା … Read More

୩୦ ଜଣ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପାହ୍ୟାକୁ ପଦୋନ୍ନତି

ଡେସ୍କ: ୩୦ ଜଣ ଓଡିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ଭାରତୀୟ ପ୍ରଶାସନିକ ସେବାକୁ ପଦୋନ୍ନତି ମିଳିଛି। ପ୍ରଶାସନିକ ସେବା (ନିଯୁକ୍ତି) ନିୟମ, ୧୯୫୪ ଅନୁଯାୟୀ ଜାରି କରାଯାଇଥିବା ଏହି ପଦୋନ୍ନତି ୨୦୨୩ ଏବଂ ୨୦୨୪ର ଚୟନିତ ତାଲିକା ପାଇଁ ଉପଲବ୍ଧ ଖାଲି … Read More