ଆଜି ପବିତ୍ର ‘ଇଦ୍-ଉଲ୍-ଫିତର’
ଭୁବନେଶ୍ୱର: ମୁସଲମାନ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍-ଉଲ୍-ଫିତର। ଦୀର୍ଘ ୧ମାସ ଧରି ରୋଜା ଅର୍ଥାତ ଉପବାସ ରଖିଥିବା ମୁସଲମାନ ସମ୍ପ୍ରଦାୟର ଭାଇ ଭଉଣୀମାନ ଉପବାସ ଭଙ୍ଗକରି ନିରାଡମ୍ବର ଭାବେ ଏହି ପର୍ବକୁ ପାଳନ କରୁଛନ୍ତି। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଇଛନ୍ତି। ଖୁସିରେ … Read More
