ନିର୍ଗୁଣ୍ଡିରେ ଟ୍ରେନ୍ ଲାଇନଚ୍ୟୁତ: ହେଲ୍ପଲାଇନ ନମ୍ବର ଜାରି
କଟକ: କଟକ ନିର୍ଗୁଣ୍ଡିରେ ଲାଇନଚ୍ୟୁତ ହୋଇଛି କାମାକ୍ଷା ଏକ୍ସପ୍ରେସ୍ । ଏଥିରେ ୭ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ଏସସିବି ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି । ଆହତମାନଙ୍କୁ ଅନ୍ୟ ଟ୍ରେନ ମାଧ୍ୟମରେ … Read More
