ନାବାଳିକାକୁ ଦୁଷ୍କର୍ମ ମାମଲାରେ ଫରେଷ୍ଟର ଗିରଫ

ଗୁଣପୁର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଫରେଷ୍ଟର ଗିରଫ । ଗିରଫ ଫରେଷ୍ଟର ହେଲେ ନରସିଂହ ଶତପଥୀ । ରାୟଗଡ଼ା ଜିଲ୍ଲା ଗୁଣପୁର ପଦ୍ମପୁର ଅଞ୍ଚଳରେ ଘଟିଛି ଏପରି ଅମାନବୀୟ ଘଟଣା । ନରସିଂହ ଶତପଥୀ ଗୁଡ଼ାରି ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନର ଫରେଷ୍ଟର … Read More

ଓରେରା ଅଧ୍ୟକ୍ଷ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ

ଭୁବନେଶ୍ଵର: ଗୋପାଳ ଚନ୍ଦ୍ର ପଟ୍ଟନାୟକ ହେଲେ ଓରେରା ଅଧ୍ୟକ୍ଷ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୂର୍ବରୁ ଗୋପାଳ ଚନ୍ଦ୍ର ପଟ୍ଟନାୟକ ଓରେରା ସଦସ୍ୟ ଥିଲେ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ … Read More

ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍, କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଲା ଅନୁମତି

ଭୁବନେଶ୍ୱର : ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍ । ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ ।  କେନ୍ଦ୍ର ସରକାର ଭିଆରଏସକୁ … Read More

ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର । ବିଜ୍ଞାନର ଉପଯୋଗ ସାଧାରଣ ଜନତାଙ୍କ ସୁବିଧା ସୁଯୋଗକୁ ଆଖି ଆଗରେ ରଖି ସ୍ଥାୟୀ ପରିବର୍ତ୍ତନ ଆଣିବାରେ ନିୟୋଜିତ ହେବା ଉଚିତ । ଏଥିପାଇଁ ତୃଣମୂଳ ସ୍ତରରେ ଗବେଷଣା ହେବା … Read More

ମିଆଁମାର ଓ ଥାଇଲାଣ୍ଡରେ ହୋଇଥିବା ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ବର: ମିଆଁମାର ଓ ଥାଇଲାଣ୍ଡରେ ଆଜି ହୋଇଥିବା ବଡ଼ଧରଣର ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ମାଝୀ କହିଛନ୍ତି, ଭୂମିକମ୍ପରେ ପ୍ରଭାବିତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି। ଏଭଳି ଦୁଃଖର … Read More

ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

ଭୁବନେଶ୍ଵର: ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରୀ କମିଶନ-ଓଇଆରସି ଚେୟାରମ୍ୟାନ ଭାବେ ପ୍ରଦୀପ ଜେନାଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଯୁକ୍ତି ଦିଆଯାଇଥିବା ଜଣାପଡ଼ିଛି । ପୂର୍ବତନ ମୁଖ୍ୟ ଶାସନ ସଚିବ … Read More

କିଟ୍‌ ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: କୌଣସି ଜାଗାରେ ଆଇନର ଗଳା ବାଟ ରହିବ ନାହିଁ

ଭୁବନେଶ୍ବର: କିଟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜାତୀୟ ମାନବାଧିକାର ଆୟୋଗ ଦାୟୀ କରିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏହା ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା। ଜାତୀୟ ମାନବାଧିକାର … Read More

ରାଜ୍ୟରେ ପୁଣି ଖୋଲିବ ବନ୍ଦ ସ୍କୁଲ୍

ଭୁବନେଶ୍ୱର: ପୂର୍ବ ଶାସନର ମିଶ୍ରଣ ନୀତିର ଅଂଶ ସ୍ୱରୂପ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକୁ ପୁନର୍ବାର ଖୋଲିବା ନେଇ ଶୁକ୍ରବାର ଦିନ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ପ୍ରଶ୍ନର ଉତ୍ତର ଦେଇ ବିଧାନସଭାରେ ବିଦ୍ୟାଳୟ ଏବଂ … Read More

ଯାଜପୁରରେ ସର୍ବାଧିକ ୨୬୯ ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ବିଧାନସଭାରେ କହିଛନ୍ତି, ଗତ ୨୦୨୪ ଜୁନ୍‌ରୁ ୨୦୨୫ ଫେବ୍ରୁଆରି ଶେଷ ସୁଦ୍ଧା ସର୍ବମୋଟ ୨୪୮୩ଟି ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା ରାଜ୍ୟର ବିଭିନ୍ନ ଥାନାରେ … Read More

ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଶାସକ ଓ ବିରୋଧୀ ବିଧାୟକଙ୍କ ଦାବି

ଭୁବନେଶ୍ୱର : ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ୍ ବୃଦ୍ଧି ଦାବି କଲେ ବିଧାୟକ । ଉଭୟ ଶାସକ ଓ ବିରୋଧୀ ବିଧାୟକ ଦରମା ବୃଦ୍ଧି ଦାବି କରିଛନ୍ତି । ବିଧାୟକଙ୍କ … Read More