ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ପ୍ରଥମେ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ପ୍ରଥମେ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଆସନ୍ତା ଏପ୍ରିଲ ୨ ତାରିଖରେ ରାଜ୍ୟ ତମାମ ଖଡି ଛୁଆଁ କାର୍ଯ୍ୟକ୍ରମ ଆରମ୍ଭ ହେବ। ପ୍ରଥମ କରି ନାମ ଲେଖାଉଥିବା … Read More
