‘ଆୟଠୁ ବଢ଼ିଯାଉଛି ବ୍ୟୟ, କ୍ଷତିରେ ଚାଲୁଛି ଓଏସ୍‌ଆର୍‌ଟିସି

ଭୁବନେଶ୍ୱର : ଆୟଠୁ ବ୍ୟୟ ବଢ଼ି ଯାଉଛି, କ୍ଷତିରେ ଚାଲୁଛି OSRTC । ଦୁଇ ବର୍ଷରେ OSRTC କ୍ଷତି କଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା । ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । … Read More

ଆହତ କଂଗ୍ରେସ କର୍ମୀଙ୍କୁ ହସ୍ପିଟାଲରେ ଭେଟିଲେ ବିଧାୟକ ତାରାପ୍ରସାଦ

ଭୁବନେଶ୍ବର : ବିଧାନସଭା ଘେରାଓ ସମୟରେ ଆଜି ପୁଲିସର ଲାଠିଚାର୍ଜରେ ଆହତ ହୋଇଥିବା କଂଗ୍ରେସ କର୍ମୀମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଆହତ କର୍ମୀମାନଙ୍କୁ ହସ୍ପିଟାଲରେ ଭେଟି ସେମାନଙ୍କ ଚିକିତ୍ସା ସମ୍ପର୍କରେ ପଚାରି … Read More

ମଧ୍ୟାହ୍ନ ଭୋଜନରେ ସାମିଲ ହେଲା ପୁଷ୍ଟିକର ଲଡୁ : ଅଣ୍ଡା ୩ ଦିନ, ଲଡୁ ୩ଦିନ ମିଳିବ

ଭୁବନେଶ୍ବର : ଆସନ୍ତା ଏପ୍ରିଲ ୧ ତାରିଖରୁ ବଦଳିବାକୁ ଯାଉଛି ମଧ୍ୟାହ୍ନ ଭୋଜନର ରୂପରେଖ। ମଧ୍ୟାହ୍ନ ଭୋଜନରେ ଏଣିକି ପିଲାଙ୍କୁ ମିଳିବ ଲଡୁ । ଅଣ୍ଡା ସହ ପୁଷ୍ଟିକର ଲଡୁ ମଧ୍ୟାହ୍ନ ଭୋଜନରେ ଦିଆଯିବ । ସପ୍ତାହକୁ ୩ ଦିନ ମିଳିବ … Read More

ଟ୍ରାଏଲ ରନ୍‌ ପରେ ମିଳିଲା ସବୁଜ ସଙ୍କେତ: ବୌଦ୍ଧ -ପୁରୁଣା କଟକକୁ ଗଡିବ ରେଳ

ବୌଦ୍ଧ : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି ।  ବୌଦ୍ଧରୁ ପୁରୁଣା କଟକ ପର୍ଯ୍ୟନ୍ତ ନବନିର୍ମିତ ୨୭କିମି ଦୂରତା ସମ୍ପନ୍ନ ରେଳଧାରଣାର ଦୁଇଦିନିଆ (ସି.ଆର.ଏସ) କମିଶନର ଅଫ୍ ରେଳ ସେଫଟି କାର୍ଯ୍ୟ ସମାପନ ହୋଇଛି । ସି.ଆର.ଏସ ଟିମ୍ ହରଭଙ୍ଗା ବ୍ଲକର … Read More

ଦେବଗଡ଼ରେ ମୃତ ହୋମଗାର୍ଡ ପ୍ରାର୍ଥୀଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେବଗଡ଼ ଜିଲ୍ଲାରେ ହୋମଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ସମୟରେ ପ୍ରାଣ ହରାଇଥିବା ସାହେବା ଦେହୁରୀ (୧୯)ଙ୍କ ପରିବାରଙ୍କ ପାଇଁ ଗୁରୁବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। … Read More

ଦିନ ୧୧ଟାରୁ ଅପରାହ୍ନ ୪ଟା ଯାଏଁ ବନ୍ଦ ରହିବ ରାସନ ସାମଗ୍ରୀ ବିତରଣ

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ … Read More

ଅଙ୍ଗନବାଡ଼ି କର୍ମଚାରୀଙ୍କ ଠାରୁ ୫୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ସୁପରଭାଇଜର

କୋରାପୁଟ: ନୂଆ କରି ଅଙ୍ଗନବାଡ଼ିରେ ଯୋଗ ଦେଇଥିବା ଜଣେ କର୍ମଚାରୀଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଇ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ଆଙ୍ଗନବାଡ଼ି ସୁପରଭାଇଜର ରେଣୁକା ପଟ୍ଟନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୋରାପୁଟ ଭିଜିଲାନ୍ସ ବିଭାଗ ପକ୍ଷରୁ କୁହାଯାଇଛି … Read More

କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାର ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ସାତଟି କଲ୍ୟାଣକାରୀ ସୁବିଧା ପ୍ରଦାନ କରିଛନ୍ତି। ଯେଉଁଥିରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ପରିବାରକୁ ୪ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଅନ୍ତର୍ଭୁକ୍ତ, ଗୁରୁବାର ଦିନ ରାଜ୍ୟ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ … Read More

ବିଧାନସଭାରେ ଗଙ୍ଗାଜଳ ଛିଞ୍ଚିଲା ବିଜେଡି

ଭୁବନେଶ୍ଵର: ବିଧାନସଭାରେ ଗଙ୍ଗାଜଳ ଛିଞ୍ଚିଲା ବିଜେଡି। ବିଧାନସଭାର ପବିତ୍ର ଗୃହକୁ ବିଜେପି ଅପବିତ୍ର କରିଥିବା ଅଭିଯୋଗ କରି ଗଙ୍ଗା ଜଳ ସିଞ୍ଚନ କରି ଅଭିନବ ପ୍ରତିବାଦ କରିଛି ବିଜୁ ଜନତା ଦଳ। ବିଧାନସଭାକୁ ପୁଲିସ ପଶିବା ଘଟଣାର ଏଭଳି ଅଭିନବ ଢଙ୍ଗରେ … Read More

ଆଗାମୀ ୩ ଦିନ ତାତି, ଏପ୍ରିଲ ୨ରୁ ବର୍ଷା

ଭୁବନେଶ୍ବର: କାଳବୈଶାଖୀ ବର୍ଷା ଯୋଗୁଁ ମାର୍ଚ୍ଚ ମାସରେ ଏଯାଏଁ ତାପମାତ୍ରା ଏକପ୍ରକାର ସାଧାରଣ ଥିବା ବେଳେ ରାଜ୍ୟରେ ପୁଣି ଥରେ ଗରମ ବଢ଼ିଛି। ଆଗାମୀ ୩ ଦିନରେ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିବ। ଏନେଇ ସତର୍କ ସୂଚନା ଜାରି ହୋଇଛି। ଆଞ୍ଚଳିକ … Read More