ଲୋୟର ପିଏମ୍‌ଜି ପାଲଟିଲା ରଣକ୍ଷେତ୍ର: ୧୨ ପୋଲିସ ଆହତ

ଭୁବନେଶ୍ୱର,୨୭ା୩ :  ରାଜଧାନୀ ରାଜରାସ୍ତାରେ ଉଗ୍ର ରୂପ ଧାରଣ କରିଛି କଂଗ୍ରେସ। ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ହଜାର ହଜାର କଂଗ୍ରେସ ନେତା ଓ କର୍ମୀ ବିଧାନସଭା ଘେରାଉ ପାଇଁ ପଦଯାତ୍ରା କରିଛନ୍ତି। କଂଗ୍ରେସର ବିଧାନସଭା ଘେରାଉବେଳେ ଲୋୟର ପିଏମଜି ପାଲଟିଛି … Read More

ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ବର : ଏଣିକି ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ । … Read More

ବର୍ଷ ଶେଷ ସୁଦ୍ଧା ସ୍ୱୟଂଚାଳିତ ଡ୍ରାଇଭିଂ ଟେଷ୍ଟ୍ ଟ୍ରାକ୍ ସାରିବା ପାଇଁ ଓଡ଼ିଶା ସରକାର ଲକ୍ଷ୍ୟ ରଖିଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାର ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟବ୍ୟାପୀ ସ୍ୱୟଂଚାଳିତ ଡ୍ରାଇଭିଂ ଟେଷ୍ଟ୍ ଟ୍ରାକ୍ ନିର୍ମାଣ କାର୍ଯ୍ୟ ସାରିବା ପାଇଁ କାର୍ଯ୍ୟ କରୁଛନ୍ତି` ବିଭିନ୍ନ ସ୍ଥାନରେ ପ୍ରକଳ୍ପ କାର୍ଯ୍ୟ ଚାଲିଛି ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ବାଣିଜ୍ୟ ଏବଂ ପରିବହନ … Read More

୩ ଦିନ ପରେ ଅସମ୍ଭାଳ ତାତି, ୫ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ଚେତାବନୀ

ଭୁବନେଶ୍ବର: ରାଜ୍ୟରେ ଟାଇଁଟାଇଁ ଖରା ସହ ବୃଦ୍ଧି ପାଉଛି ପାରଦର ସ୍ତର। ଆଗାମୀ ତିନି ଦିନ ମଧ୍ୟରେ ୨ ରୁ ୪ ଡିଗ୍ରି ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେବ। ୩ ଦିନ ପରେ … Read More

କମାଣ୍ଡରଙ୍କୁ ନକ୍ସଲଙ୍କ ଚିଠି: ‘କୌଣସି ଠିକଣା ସୁରକ୍ଷିତ ନାହିଁ’

ମାଲକାନଗିରି: ନକ୍ସଲ ସଂଗଠନରେ କିପରି ଆତଙ୍କ ଓ ଭୟ ଖେଳିଯାଇଛି ଏହାର ଏକ ପ୍ରମାଣ ଗତ ବିଜାପୁର ଏନକାଉଣ୍ଟରରେ ଘଟଣାସ୍ଥଳରୁ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ଏକ ଚିଠିରୁ ଜଣାପଡିଛି। ଯବାନ ନକ୍ସଲଙ୍କର ଦୁଇ ଫରଦର ଏକ ଚିଠିକୁ ଜବତ … Read More

କେନ୍ଦୁପତ୍ର ହିତାଧିକାରୀଙ୍କ କଲ୍ୟାଣ ପାଇଁ ‘ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନା’

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର, ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ ଶତକଡା ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବାପାଇଁ ଘୋଷଣା କରିଛନ୍ତି। ୮,୫୯,୪୪୯ ଜଣ … Read More

ପ୍ରତିବାଦର ଆଉ ଏକ ନୂଆ ଉପାୟ ଆପଣାଇଲେ କଂଗ୍ରେସ ବିଧାୟକ, ଚା’ ପିଇ କଲେ ପ୍ରତିବାଦ

ଭୁବନେଶ୍ବର : ଦିନ ତମାମ ଆନ୍ଦୋଳନ ଧସ୍ତାଧସ୍ତି ପରେ ବି ସଂଧ୍ୟାରେ ଆଉ ଏକ ଅଭିନବ ପନ୍ଥା ଆପଣାଇଛନ୍ତି କଂଗ୍ରେସ ବିଧାୟକ । ସମାନ ରଙ୍ଗର ଟି ସାର୍ଟ ପିନ୍ଧି ହୋଟେଲ ମେ ଫେୟାରରେ ଏକତ୍ର ଚା ପିଇଛନ୍ତି । ସାମ୍ନା … Read More

ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଗିରଫ

ଭୁବନେଶ୍ଵର: ଖୋର୍ଦ୍ଧା ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଗିରଫ ହୋଇଛନ୍ତି। ବୁଧବାର ସୂର୍ଯ୍ୟମଣିଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ନିଜସ୍ବ ବାସଭବନ ଓ … Read More

ବିଧାନସଭା ଅଚଳ କରିଦେବାକୁ କଂଗ୍ରେସକୁ ଆସିଛି ନିର୍ଦ୍ଦେଶ: ଆଇନ୍‌ ମନ୍ତ୍ରୀ

ଭୁବନେଶ୍ବର: ବିଧାନସଭା ହେଉଛି ପବିତ୍ର ଗୃହ, ଯେଉଁଠି ରାଜ୍ୟର ବିକାଶ ପାଇଁ ନୀତି ପ୍ରଣୟନ ହେବ କଥା। କିନ୍ତୁ ସେଠି ନିଜର ରାଜନୈତିକ ସ୍ୱାର୍ଥକୁ ଚରିତାର୍ଥ କରିବା ପାଇଁ ଦୀର୍ଘ ଦିନ ହେବ ହାଇ ଡ୍ରାମା କରାଯାଉଛି। ଗତ ୭ ମାର୍ଚ୍ଚ … Read More

ବିରୋଧୀ ଦଳର ବିଧାୟକ ବିଶୃଙ୍ଖଳିତ ଆଚରଣ ଜାରି ରଖିଥିଲେ: ବାଚସ୍ପତି

ଭୁବନେଶ୍ବର: ବିଧାନସଭା ଅଧିବେଶନ ଜାରି ଥିବା ସମୟରେ ବିରୋଧୀ ଦଳର ବିଧାୟକମାନେ କରୁଥିବା ହଙ୍ଗାମା ନେଇ ବାଚସ୍ପତି ସୁରମା ପାଢ଼ୀ ବୁଧବାର ଦିନ ବିବୃତି ରଖିଛନ୍ତି। ସେ କହିଛନ୍ତି, ୭ ତାରିଖ ଗୃହ କାର୍ଯ୍ୟର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭରୁ ବିରୋଧୀ ସଦସ୍ୟ … Read More