ଆମର ଦାବିରୁ ଆମେ କେବେ ଓହରିବୁ ନାହିଁ: ତାରା ପ୍ରସାଦ ବାହିନୀପତି
ଭୁବନେଶ୍ବର: ବିଧାନସଭା ବାହାରେ କଂଗ୍ରେସ କର୍ମୀଙ୍କ ଆନ୍ଦୋଳନ ସମୟରେ ପୁଲିସ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ସେ କହିଛନ୍ତି, ମୁଁ ଏନେଇ ଥାନାରେ ଏତଲା … Read More
