ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲା, ୪ ହତ୍ୟାକାରୀଙ୍କୁ ଆଜୀବନ ଜେଲ
ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ କୋର୍ଟ-୨ । ଆଜି ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି … Read More
