ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ

ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ଯ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍ IPS ବିନୟତୋଷ ମିଶ୍ରଙ୍କୁ ଏହି ଗୁରୁତ୍ୱପୂର୍ଣ ଦାୟିତ୍ବ ଓଡିଶା ସରକାରଙ୍କ ପକ୍ଷରୁ ଦିଆଯାଇଛି। ଆସନ୍ତା ୧୬ ତାରିଖରେ ବର୍ତ୍ତମାନର ଡିଜିପି … Read More

ଓଡ଼ିଶାର ୧୭ ଜଣଙ୍କୁ ମିଳିବ ପୋଲିସ ସେବା ପୁରସ୍କାର

ଭୁବନେଶ୍ୱର : ବିଶିଷ୍ଟ ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା । ଓଡ଼ିଶାର ମୋଟ୍ ୧୭ ଜଣଙ୍କୁ ମିଳିବ ପୋଲିସ ସେବା ପୁରସ୍କାର । ୫ ଜଣଙ୍କୁ ସାହସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ । ୧୦ ଜଣଙ୍କୁ ମିଳିବ ପ୍ରଶଂସନୀୟ ସେବା … Read More

ଉଡ଼ାଣ ବାତିଲ ପରେ ଭୁବନେଶ୍ୱର ଏୟାରପୋର୍ଟରେ କମ୍ପ୍ୟୁଟର ଓ ସ୍କାନର ଭାଙ୍ଗିଲେ ଯାତ୍ରୀ

ଭୁବନେଶ୍ବର: ଏୟାରପୋର୍ଟ ପରିସରରେ ହଙ୍ଗମା। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିସରେ ଯାତ୍ରୀଙ୍କ ହାଇଡ୍ରାମା। ବିମାନ ବାତିଲ ହେଲା ବୋଲି ରଣକ୍ଷେତ୍ର ପାଲଟିଲା ଏୟାରପୋର୍ଟ। ଏପରିକି କମ୍ପ୍ୟୁଟର ଓ ସ୍କାନର ଭାଙ୍ଗିଦେଲେ। ଷ୍ଟାଫ୍ ଙ୍କୁ ଗାଳି ଦେବା ସହ … Read More

ହସ୍ପିଟାଲ ଛାତରୁ ଡେଇଁ ପ୍ରାଣ ହରାଇଲେ ରୋଗୀ

ରାଉରକେଲା: ସହରର ଘରୋଇ ହସ୍ପିଟାଲରେ ଘଟିଛି ବଡ଼ ଅଘଟଣ। ୪ ମହଲାରୁ ଜଣେ ରୋଗୀ ଡେଇଁ ପ୍ରାଣ ହରାଇଛନ୍ତି। ମୄତକ ବାଇକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିଲେ। ଉକ୍ତ ବ୍ୟକ୍ତି କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ ତାହାର କାରଣ ଅସ୍ପଷ୍ଟ ରହିଛି। … Read More

ଲଗାଣ ବର୍ଷା ଯୋଗୁଁ ବଢୁଛି ସାଳନ୍ଦୀ ଓ ଜଳକା ନଦୀର ଜଳସ୍ତର : ଅନେକ ତଳିଆ ଅଞ୍ଚଳ ପ୍ରଭାବିତ

ଭଦ୍ରକ: ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ଜିଲ୍ଲାରେ ହଠାତ୍ ‘ଆକସ୍ମିକ ବନ୍ୟା’ ଆସିବାର ଆଶଙ୍କା ଦେଖାଦେଇଛି। ବୃଦ୍ଧି ପାଉଛି ସାଳନ୍ଦୀ ନଦୀର ଜଳସ୍ତର। ସକାଳ ୭ଟା ସୁଦ୍ଧା ସାଳନ୍ଦୀ ନଦୀ ରାଜଘାଟଠାରେ ବିପଦ ସଂକେତ ୧୭ ଫୁଟ ଥିବା ବେଳେ … Read More

ବୈତରଣୀରେ ପୁଣି ବନ୍ୟା ଆଶଙ୍କା, ସତର୍କ ରହିବାକୁ ପରାମର୍ଶ

ଆଖୁଆପଦା: ରାଜ୍ୟରେ ଜାରି ରହିଛି ବର୍ଷା। ବୈତରଣୀରେ ପୁଣି ବନ୍ୟା ଆଶଙ୍କା। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ୁଛି। ବୈତରଣୀରେ ନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି। ନଦୀର ଉପରମୁଣ୍ଡ ଚମ୍ପୁଆରେ ଗତ ୨୪ ଘଣ୍ଟାରେ … Read More

ଭୁବନେଶ୍ବରରେ ନିର୍ମାଣ ହେବ ‘ସମର୍ପିତ ବସ୍‌ ପଥ’

ଭୁବନେଶ୍ୱର: ଭୁବନେଶ୍ବରରେ ନିର୍ମାଣ ହେବ ’ସମର୍ପିତ ବସ୍‌ ପଥ’ (ଡେଡିକେଟେଡ୍‌ ବସ୍‌ ଲେନ୍‌)। ଏହି ଲେନ୍‌ରେ ସାଧାରଣ ବସ୍ ସହ ସ୍କୁଲ୍ ବସ୍ ଏବଂ ଆମ୍ବୁଲାନ୍‌ସ ଆଦି ଜରୁରୀକାଳୀନ/ଅତ୍ୟାବଶ୍ୟକ ସେବା ଯାନବାହନକୁ ପ୍ରାଥମିକତା ଦିଆଯିବ। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ … Read More

ଲଗାଣ ବର୍ଷାରେ ଧୋଇଗଲା ପୋଲ, ରାସଗୋବିନ୍ଦପୁର- ଅମର୍ଦ୍ଦାକୁ ଯୋଗାଯୋଗ ବିଚ୍ଛିନ୍ନ

ମୋରଡା: ଲଘୁଚାପ ଜନିତ ଲଗାଣ ବର୍ଷା ଗତକାଲି ରାତିଠାରୁ ଜାରି ରହିଛି । ଫଳରେ ମୋରଡା ବ୍ଲକର ବାରିପଦା – ଜଳେଶ୍ୱର ମୁଖ୍ୟ ରାସ୍ତାର ଚିତ୍ରଡା ବନ୍ଧ ଉପରେ ୩ ଫୁଟ ଉପରେ ଜଳ ପ୍ରବାହିତ ଯୋଗୁଁ ଯାତାୟାତ ଠପ୍ ହୋଇଯାଇଛି … Read More

ସିମୁଳିଆରୁ ଟିଏମସି ପୂର୍ବତନ ବିଧାୟକ ଗିରଫ, ଆରଜି କର ମେଡିକାଲ ଘଟଣାରେ ସମ୍ପୃକ୍ତି ସନ୍ଦେହ

ସୋର : ପଶ୍ଚିମବଙ୍ଗ ଟି.ଏମ.ସିର ପୂର୍ବତନ ବିଧାୟକ ନିର୍ମଳ ଘୋଷ ପଶ୍ଚିମବଙ୍ଗ ଖୋର୍ଦ୍ଧା ପୋଲିସ ଦ୍ୱାରା ସିମୁଳିଆ ଥାନାରେ ଅଟକ। ସୂଚନା ଅନୁଯାୟୀ  ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅଞ୍ଚଳରେ ଥିବା ଏକ ହୋଟେଲରୁ ପଶ୍ଚିମବଙ୍ଗ ଟି.ଏମ.ସିର ପୂର୍ବତନ ବିଧାୟକ ନିର୍ମଳ ଘୋଷ … Read More

ଉଦ୍ୟାନ କୃଷି ଅଧିକାରୀଙ୍କ ଉପରେ ବର୍ଷିଲେ ଉପ-ମୁଖ୍ୟମନ୍ତ୍ରୀ, ୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ଉଦ୍ୟାନ କୃଷି ଅଧିକାରୀଙ୍କ ଉପରେ ବର୍ଷିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ।  ରାଜ୍ୟ ସରକାରଙ୍କୁ ଯଦି ଅନ୍ଧାରରେ ରଖିବେ ତାହେଲେ ଆକସନ ହେବ ।  ରାଜ୍ୟ ସରକାର ରବର୍ ଷ୍ଟାମ୍ପ ନୁହନ୍ତି କି ମୁଁ ରବର ଷ୍ଟାମ୍ପ ନୁହେଁ ।  … Read More