ଜମାକାରୀ ଫେରିପାଇବେ ଚିଟଫଣ୍ଡ ଟଙ୍କା

ଭୁବନେଶ୍ବର: ଚିଟଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା । ଯେଉଁ ଯେଉଁମାନେ ଚିଟଫଣ୍ଡ ସଂସ୍ଥାର ଶିକାର ହୋଇ ନିଜର ଟଙ୍କା ହରାଇଛନ୍ତି, ସେମାନେ ଖୁବଶୀଘ୍ର ସେମାନଙ୍କ ଟଙ୍କା ଫେରିପାଇବେ । ଏନେଇ ଆଜି ବିଧାନସଭାରେ ଦମ୍ଭୋକ୍ତି ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । … Read More

ରାଜଧାନୀରୁ ଧରାପଡିଲେ ନକଲି ପୋଲିସ୍

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବି ଚାଲିଥିଲା ନକଲି ପୋଲିସଙ୍କ କାର୍ଣ୍ଣାମା । ଏସଆଇ ଏବଂ କନେଷ୍ଟବଳ ସାଜି ଲୋକଙ୍କ ଆଖିରେ ଦେଇଚାଲିଥିଲେ ଧୂଳି । ଶେଷରେ ନକଲି ପୋଲିସକୁ ଧରିଛି ଅସଲି ପୋଲିସ । ଏଥିସହିତ ସେମାନଙ୍କ ଠାରୁ ପ୍ରାୟ ଲକ୍ଷେ … Read More

ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ

ନୟାଗଡ: ନୟାଗଡରେ ମହାମହିମ । କଣ୍ଟିଲୋ ଯାଇ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ ।  ନୀଳମାଧବଙ୍କୁ ଦର୍ଶନ ପରେ ବିଶ୍ବାବସୁଙ୍କ ଗାଁ କାଳିଆପଲ୍ଲୀ ଯାଇଛନ୍ତି।  କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୂତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ … Read More

୫ ବର୍ଷ ଭିତରେ ବିଦା ହେଲେଣି ୧୫୯ ସରକାରୀ ବାବୁ

ଭୁବନେଶ୍ବର: ଗତ ୫ ବର୍ଷ ଭିତରେ ୧୫୯ ଦୁର୍ନୀତିଖୋର ସରକାରୀ ବାବୁ ବିଦା ହେଲେଣି । ବିଭିନ୍ନ ଦୁର୍ନୀତି ଏବଂ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ ବର୍ଷରେ ୧୫୯ ବାବୁ ବିଦା ହୋଇଥିବା ନେଇ ଆଜି ଗୃହରେ ଉତ୍ତର … Read More

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ତାଙ୍କୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଜ୍ୟପାଳ ଡକ୍ଟର ହରିବାବୁ କାମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଛନ୍ତି। ଏହା ପରେ … Read More

କାଳବୈଶାଖୀ ପ୍ରଭାବରେ ଆଜି ଅନେକ ସ୍ଥାନରେ ଘଡଘଡି ସହ ବର୍ଷା, ୩୦ ରୁ ୪୦ କିମି ବେଗରେ ପବନ ହୋଇପାରେ

ଭୁବନେଶ୍ୱର : ଆଜି ବି ଘଡଘଡି ବର୍ଷା ।  କାଳବୈଶାଖୀ ପ୍ରଭାବରେ ଆଜି ବି ରାଜ୍ୟର ଅନେକ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ ।  ଆଗାମୀ ୨୪ ଘଣ୍ଟାରେ ଗୋଟେ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ହାଲୁକା ବର୍ଷା ହୋଇପାରେ … Read More

ରାଜ୍ୟର ୭୬୪ ପଞ୍ଚାୟତରେ ନାହିଁ ଇଣ୍ଟରନେଟ ସେବା

ଭୁବନେଶ୍ବର: ରାଜ୍ୟରେ ଏବେ ବି ଅନେକ ଗ୍ରାମପଞ୍ଚାୟତ ଇଣ୍ଟରନେଟ ସେବାରୁ ବଞ୍ଚିତ ରହିଛି । ଏବେବି ୭୦୦ରୁ ଅଧିକ ପଞ୍ଚାୟତରେ ଇଣ୍ଟରନେଟ ସେବା ନଥିବା ନେଇ ଗୃହରେ ସୂଚନା ଦେଇଛନ୍ତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ । … Read More

ପଞ୍ଚଭୂତରେ ଲୀନ ହେଲେ ଅୟେଶକାନ୍ତ, ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ ସଂପନ୍ନ

ପୁରୀ : ପଞ୍ଚଭୂତରେ ଲୀନ ହେଲା କଳିଙ୍ଗ ଟିଭିର କଣ୍ଡୁରୀ ଜେଜ ଅୟେଶକାନ୍ତ ସ୍ବାଇଁଙ୍କ ମରଶରୀର  ।  ପୁରୀ ସ୍ବର୍ଗଦ୍ବାରରେ ଶୋକାକୁଳ ପରିବଶର ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି।  ଅୟେଶକାନ୍ତଙ୍କ ପୁଅ ମୁଖାଗ୍ନି ଦେଇଥିଲେ ।  ଶେଷକୃତ୍ୟ ବେଳେ ଉପସ୍ଥିତ ଥିଲେ ପରିବାର … Read More

କମିଶନରେଟ୍ ପୋଲିସର ହେବ ନବକଳେବର, ୨ ଭାଗ ହେବ ଭୁବନେଶ୍ବର ସହରାଞ୍ଚଳ ପୋଲିସ

ଭୁବନେଶ୍ବର: ଭୁବନେଶ୍ବର କମିଶନରେଟ ପୋଲିସର ହେବ ନବକଳେବର। ୨ ଭାଗ ହେବ ଭୁବନେଶ୍ବର ସହରାଞ୍ଚଳ ପୋଲିସ। ଅପରାଧଠୁ ଅଲଗା ହେବ ଆଇନଶୃଙ୍ଖଳା। ରାଜଧାନୀରେ ବଢୁଥିବା ଅପରାଧ ହାର ନିୟନ୍ତ୍ରଣ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରିଛି କମିଶନରେଟ ପୋଲିସ। ଗଠନ ହେବ … Read More

ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଗତ ୨୦ ତାରିଖରେ ବିଜାପୁର ପୁଲିସ ୨୬ ଜଣ ନକ୍ସଲଙ୍କୁ ମାରିବା ପରେ ସଂଗଠନରେ ହଡକମ୍ପ ମଚିଥିଲା। ନକ୍ସଲ ମୃତ୍ୟୁକୁ ଭୟ କରିବା ସହ … Read More