ଆସନ୍ତା ୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରି ବାବୁ କମ୍ଭାମପତି
ଭୁବନେଶ୍ବର: ଜାନୁଆରୀ ୩ ତାରିଖରେ ଶପଥ ଗ୍ରହଣ କରିବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଏନେଇ ଆସନ୍ତାକାଲି ଭୁବନେଶ୍ୱର ଆସିବେ ନୂଆ ରାଜ୍ୟପାଳ । ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ … Read More
