୨୦୨୫ ପାଇଁ ସାହିତ୍ୟ ଭାରତୀ ସମ୍ମାନ ପାଇବେ ସାହିତ୍ୟିକ ଶୈଳଜ ରବି
ଭୁବନେଶ୍ବର : ଚଳିତ ବର୍ଷର ସମ୍ମାନ ଜନକ ସାହିତ୍ୟ ଭାରତୀ ସମ୍ମାନ ପାଇବେ ବିଶିଷ୍ଟ ସାହିତ୍ୟିକ ଶୈଳଜ ରବି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେସନ ପକ୍ଷରୁ ଏହି ଘୋଷଣା କରାଯାଇଛି। ପୁରସ୍କାର ସ୍ୱରୂପ ୧ ଲକ୍ଷ … Read More
