ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ସୁରକ୍ଷା ଦୃଷ୍ଟିରୁ ଟ୍ରାଫିକ କଟକଣା ଜାରି କଲା କମିଶନରେଟ ପୋଲିସ । ୨୪ରେ ଅପରାହ୍ଣ ୫ଟା ୨୫ରୁ ସନ୍ଧ୍ୟା ୬ଟା ୫ … Read More

ରାଜଧାନୀ ଭୁବନେଶ୍ବରରେ କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ମିଳୁଛି ଦେଶୀ ମଦ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ବରରେ ନୂଆ ଉପାୟରେ ଚୋରା ମଦ କାରବାର । କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ଚାଲାଣ । ଘାଟିକିଆରେ ଦେଶୀ ମଦ ଚାଲାଣ ବେଳେ ମାଡ଼ିବସିଲା ଅବକାରୀ ବିଭାଗ । ଏଥିସହିତ ଦୁଇଜଣ ବେପାରୀକୁ ଗିରଫ କରାଯାଇଛି। … Read More

ପାରାଦୀପ ବନ୍ଦରରେ ୨ ଜାହାଜ ଓସିମ ଜାଡେ ଏବଂ ଓସିମ ମୋର୍ଗାନାଇଟ ଗିରଫ

ଜଗତସିଂହପୁର/କଟକ: ପାରାଦୀପ ବନ୍ଦରରେ ୨ ଜାହାଜ ଓସିମ ଜାଡେ ଏବଂ ଓସିମ ମୋର୍ଗାନାଇଟକୁ ଗିରଫ କରିଛି ପୁଲିସ। ଦୁଇ ଜାହାଜକୁ ଗିରଫ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପ୍ରାୟ ୪୨୮ କୋଟି ଟଙ୍କା ପ୍ରାପ୍ୟ ଦାବିରେ ଆଲଫର୍ଡ ମେରାଇନ ଲିମିଟେଡ ପକ୍ଷରୁ … Read More

ଭିଜିଲାନ୍ସ ଜାଲରେ ପିଇଓ, ସରକାରୀ ଟଙ୍କା ହେରଫେର୍ ଅଭିଯୋଗ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ପିଇଓ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଳକ ରାଧା ଦେଇପୁର ପଞ୍ଚାୟତର ପିଇଓ କ୍ଷେତ୍ରମୋହନ ନାୟକଙ୍କୁ ଉଠାଇ ନେଲା ଭିଜିଲାନ୍ସ। ପଞ୍ଚାୟତକୁ ଆସିଥିବା ସରକାରୀ ଟଙ୍କା ହେରଫେର୍ ହୋଇଥିବା ଅଭିଯୋଗ ହୋଇଥିଲା। ସରପଞ୍ଚଙ୍କ ଅଜାଣତରେ ପ୍ରାୟ ୪୩ଲକ୍ଷ ଟଙ୍କା … Read More

ଭତ୍ତା ଅପେକ୍ଷାରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ

ଭୁବନେଶ୍ଵର: ରାଜ୍ୟରେ ଭତ୍ତା ଅପେକ୍ଷାରେ ଅଛନ୍ତି ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ । ଗୃହରେ ବିଧାୟକ ସାରଦା ନାୟକଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେଥିମଧ୍ୟରୁ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି … Read More

ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି

ଭୁବନେଶ୍ୱର : ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ । ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତଃ  ଦେବେନ୍ଦ୍ରଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି । ଏହାପରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱର ବାସଭବନରେ ପହଞ୍ଚିଛନ୍ତି । … Read More

ବିଶ୍ବବିଦ୍ୟାଳୟରେ ଖାଲିପଡିଛି ୧୩୫୩ଟି ଶିକ୍ଷକ ପଦବୀ

ଭୁବନେଶ୍ବର: ରାଜ୍ୟରେ ସରକାରୀ ପରିଚାଳିତ ବିଶ୍ବବିଦ୍ୟାଳୟରେ ହଜାରେରୁ ଅଧିକ ଶିକ୍ଷକ ପଦବୀ ଖାଲିପଡିଛି । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ  । ସରକାରୀ ପରିଚାଳିତ ବିଶ୍ୱବିଦ୍ୟାଳୟଗୁଡ଼ିକରେ ୧୩୫୩ଟି ଶିକ୍ଷକ ଏବଂ ୨୦୮୧ଟି ଅଣଶିକ୍ଷକ ପଦବୀ … Read More

ଅଦିନିଆ ରଥଯାତ୍ରା ବିବାଦ : ତିଥିରେ ରଥ ଓ ସ୍ନାନ ଯାତ୍ରା ପାଇଁ ଇସ୍କନକୁ ପରାମର୍ଶ

ପୁରୀ : ତିଥି ଅନୁସାରେ ରଥଯାତ୍ରା ପାଳିବାକୁ ଇସ୍କନକୁ ପରାମର୍ଶ । ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ବସିଥିବା ବୈଠକରେ ପରାମର୍ଶ ଦିଆଯାଇଛି । ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ … Read More

ବାର୍‌ ଡ୍ୟାନ୍ସ କଟକଣା ମାମଲା: ଅଦାଲତରେ ଜବାବ ରଖିଲେନି ସରକାର

କଟକ: ଓଡ଼ିଶା ଅବକାରୀ ଆଇନ-୨୦୨୪ ଆଧାରରେ ଭୁବନେଶ୍ୱରର ବିଭିନ୍ନ ଠିପିଖୋଲା ବାର୍ ଡ୍ୟାନ୍ସରେ ଲଗାଯାଇଥିବା କଟକଣାକୁ ବିରୋଧ କରି ରୁଜୁ ମାମଲାରେ ରାଜ୍ୟ ସରକାର ଜବାବ ଦାଖଲ କଲେ ନାହିଁ। ଗୁରୁବାର ସଂଧ୍ୟା ସୁଦ୍ଧା ଜବାବ ଦାଖଲ ହୋଇଯିବ ବୋଲି ଅଦାଲତଙ୍କୁ … Read More

ଏଟିଏମ କାର୍ଡରୁ ୯୫ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସାଲେପୁର : ଅଭିନବ ଉପାୟରେ ଏଟିଏମ କାର୍ଡରୁ ୯୫ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଏନେଇ କଟକ ଜଗତପୁର ଥାନାରେ ମାମଲା ରୁଜୁ ହୋଇଛି ।  ଅଭିଯୋଗ ଅନୁଯାୟୀ, ସାଲେପୁର ବ୍ଲକ ପାଟପୁର ଗାଁର ପାରେଶ୍ଵର ରାଉତରାୟ ଗ୍ରୋସରୀ ଦୋକାନ କରି … Read More