ରତ୍ନଭଣ୍ଡାର କମିସନଙ୍କ ରିପୋର୍ଟ: ସ୍ପଷ୍ଟୀକରଣ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଶ୍ରୀମନ୍ଦିର ରତ୍ନଭଣ୍ଡାର କମିସନଙ୍କ ରିପୋର୍ଟ ସାର୍ବଜନୀନ ହେବ କି ନାହିଁ ଏବେବି ଦ୍ଵନ୍ଦ ଜାରି ରହିଛି। ଓଡ଼ିଶା ହାଇକୋର୍ଟରେ ହୋଇଥିବା ଜନସ୍ୱାର୍ଥ ମାମଲାର ଆଜି ଶୁଣାଣି ହୋଇଛି। ରାଜ୍ୟ ସରକାର ଦେଇଥିବା ଦୁଇଟି ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ ହେବ କି … Read More

ଅପ୍ରେଲ୍‌ ୨ରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଅପ୍ରେଲ୍‌ ୨ରୁ ସକାଳୁଆ ପାଠ ପଢ଼ା ହେବ ବୋଲି କହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ … Read More

ରାଜାଙ୍କୁ ତିନିଦିନଆ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ

ବା‌ଲେଶ୍ବର: କେନ୍ଦୁଝର ଜିଲ୍ଲା ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍‌ସି ଆଣ୍ଡ୍‌ ଟ୍ରାନ୍‌ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିମିଟେଡ୍‌ରେ ବହୁ କୋଟି ଟଙ୍କାର ଆର୍ଥିକ ହେରଫେର ମାମଲାରେ ଗିରଫ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜାଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) … Read More

ଓଲଟିଲା ଯାତ୍ରୀବାହୀ ବସ୍, ଚାଲିଗଲା ଜଣଙ୍କ ଜୀବନ

ନବରଙ୍ଗପୁର: ନବରଙ୍ଗପୁର ଥାନା ତାରାଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟିବା ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହାଛଡ଼ା ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଥିବା ଜଣାଯାଇଛି। ବସଟି ଉମରକୋଟରୁ ଜୟପୁର ଅଭିମୁଖେ ଯାଉଥିବାର ସୂଚନା ରହିଛି। ଜୟପୁର … Read More

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପତ୍ନୀ-ଝିଅ-ପୁଅ

ଭୁବନେଶ୍ବର/ଝାରସୁଗୁଡ଼ା : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଗୁମର ଖୋଲିବାର ଆଶା ଦେଖାଯାଉଛି। କ୍ରାଇମ୍‌ ବ୍ରାଞ୍ଚର ସାନି ତଦନ୍ତ ଆରମ୍ଭ ହୋଇଥିବା ବେଳେ ସ୍ବର୍ଗତଃ ନବ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ … Read More

ନିଯୁକ୍ତି ମେଳା: ୫ ବିଭାଗରେ ୮୧୨ ଜଣଙ୍କୁ ନିଯୁକ୍ତି ପତ୍ର

ଭୁବନେଶ୍ୱର: ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ ନିଜକୁ ଜନସାଧାରଣଙ୍କର ସେବକ ଭାବେ ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷାକୁ ପୂରଣ କରିବା ଏବଂ ସେମାନଙ୍କ ସମସ୍ୟା ସମାଧାନ ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ରହିବା ଆବଶ୍ୟକ। … Read More

୫୮୨୨ ଡାକ୍ତରଙ୍କୁ ନିଯୁକ୍ତି ଦେବେ ଓଡିଶା ସରକାର

ଭୁବନେଶ୍ୱର: ରାଜ୍ୟର ଡାକ୍ତରଖାନାଗୁଡ଼ିକରେ ଡାକ୍ତରଙ୍କ ଅଭାବ ମଧ୍ୟରେ ସରକାର ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)କୁ ୫୮୨୨ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ କହିଛନ୍ତି। ମଙ୍ଗଳବାର ଦିନ ରାଜ୍ୟ ବିଧାନସଭାରେ ଏସମ୍ପର୍କରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ … Read More

ତାରିଣୀ ପୀଠ ଘଟଗାଁ ଓ ଆନନ୍ଦପୁରକୁ ରେଳ ସଂଯୋଗ ଦାବି କଲେ ସାଂସଦ

କେନ୍ଦୁଝରଗଡ଼: ସଂସଦରେ ରେଳ ବିଭାଗ ସମ୍ପର୍କିତ ଆଲୋଚନା କାଳରେ କେନ୍ଦୁଝର ଜିଲାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ ଲୋକସଭା ସଦସ୍ୟ ଅନନ୍ତ ନାୟକ ଦାବି ଉପସ୍ଥାପନ କରିଛନ୍ତି। ହାୱଡାରୁ ବଡବିଲ ପର୍ଯ୍ୟନ୍ତ ଚଳାଚଳ କରୁଥିବା ଜନଶତାବ୍ଦୀ ଏକ୍ସପ୍ରେସକୁ ଆବଶ୍ରକତା ଦୃଷ୍ଟିରୁ ତୁରନ୍ତ … Read More

ବାଲେଶ୍ୱରରେ ଫୁଟିଲା ଗୁଳି, ଯୁବକ ଗୁରୁତର

ବାଲେଶ୍ୱର: ବାଲେଶ୍ୱର ଜିଲାର ବସ୍ତା ଥାନା ଅଧୀନ ବାସୁ ଚକୁରାଇରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗୁରୁତର ଆହତ ଜଣକ ହେଲେ ନିମା ଗ୍ରାମର ସୁଧାଂଶୁ ଜେନା । ତାଙ୍କୁ … Read More

ଭୂକମ୍ପରେ ଥରିଲା ନେପାଳ

ନୂଆଦିଲ୍ଲୀ : ପଡୋଶୀ ଦେଶ ନେପାଳରେ ପୁଣି ଥରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ମଙ୍ଗଳବାର ପଶ୍ଚିମ ନେପାଳରେ ୪.୩ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ମାତ୍ର ଏଥିରେ ଧନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ । … Read More