ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ କରିବାକୁ ସରକାରଙ୍କ ନିଷ୍ପତ୍ତି: ମନ୍ତ୍ରୀ

ଭୁବନେଶ୍ୱର: ମହାନଦୀ ଅବବାହିକାରେ ନିର୍ମାଣ ହେବ ୭ଟି ବ୍ୟାରେଜ । ଏନେଇ ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହି ସମ୍ପର୍କରେ ଉଦୟପୁରରେ ହୋଇଥିବା ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଛତିଶଗଡର ଜଳ ସମ୍ପଦ ମନ୍ତ୍ରୀ ଓ କମିଶନର ଉପସ୍ଥିତ … Read More

ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ, ଖୁବ ଶୀଘ୍ର ହେବ ନୂଆ DPR: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର : ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ ତ୍ରିଶୁଳିଆ ପର୍ଯ୍ୟନ୍ତ, ତାହାର କାର୍ଯ୍ୟକ୍ଷମ ନେଇ ସୂଚନା ଦେଇଛନ୍ତି … Read More

ରିମାଣ୍ଡରେ ଯିବେ ରାଜା ଚକ୍ର, କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ

ଭୁବନେଶ୍ୱର: ରିମାଣ୍ଡରେ ଯିବେ ରାଜା ଚକ୍ର। ୫ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଜେଲ୍‌ରେ ଅଛନ୍ତି ବିଜେଡି ନେତା ରାଜା। ରିମାଣ୍ଡରେ ଆଣି ଇଓଡବ୍ଲୁ ଅଧିକ ପଚରାଉଚରା … Read More

ଭୁବନେଶ୍ଵରରେ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର

ଭୁବନେଶ୍ଵର: ଭୁବନେଶ୍ଵରରେ ପହଞ୍ଚିଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର। ସ୍ଵତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ଵରରେ ପହଞ୍ଚିଛି। ବିମାନ ବନ୍ଦରରେ ତାଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ କରାଯାଇଛି। ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ … Read More

୨୦୨୪ ଓଡ଼ିଶା ନିର୍ବାଚନ: ସରକାର ଖର୍ଚ୍ଚ କରିଥିଲେ ୧୧୫ କୋଟି ଟଙ୍କା

ଭୁବନେଶ୍ୱର,୧୭।୩: ୨୦୨୪ ରେ ଓଡ଼ିଶାରେ ଏକକାଳୀନ ଲୋକସଭା ଏବଂ ବିଧାନସଭା ନିର୍ବାଚନ ସମୟରେ ରାଜ୍ୟ ସରକାର ଗାଡ଼ି ଏବଂ ସାଉଣ୍ଡ ସିଷ୍ଟମ ଭଡା ଏବଂ ତମ୍ବୁ ଏବଂ ବ୍ୟାରିକେଡ୍ ଲଗାଇବା ପାଇଁ ୧୧୫ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ … Read More

ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ରମାକାନ୍ତ ରଥଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ: ବିଶିଷ୍ଟ କବି, ଅବସରପ୍ରାପ୍ତ ପ୍ରଶାସକ ରମାକାନ୍ତ ରଥଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି | ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି | ପୁଅ ପିନାକୀ ରଥ ମୁଖାଗ୍ନି ଦେଇଥିବାବେଳେ ଶେଷକୃତ୍ୟରେ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ … Read More

ରାଜ୍ୟରେ ପ୍ରଶାସନିକ ଅଧିକାରୀଙ୍କ ଘୋର ଅଭାବ: ୬୭ ଆଇଏଏସ୍, ୬୯ ଆଇପିଏସ୍, ୨୫୩ ଓଏଏସ୍ ପଦବୀ ଖାଲି

ଭୁବନେଶ୍ବର: ରାଜ୍ୟରେ ପ୍ରଶାସନିକ ସେବା କ୍ଷେତ୍ରରେ ଅନେକ ପ୍ରମୁଖ ଅମଲାତାନ୍ତ୍ରିକ ପଦବୀ ଖାଲି ପଡ଼ିଥିବାରୁ ଓଡ଼ିଶା ସରକାର ଏକ ଗମ୍ଭୀର ପ୍ରଶାସନିକ ସଙ୍କଟରେ ପଡ଼ିଥିବା ପରି ମନେ ହେଉଛି। ଓଡ଼ିଶା ବିଧାନସଭାରେ ଏହି ଚିନ୍ତାଜନକ ପରିସ୍ଥିତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ … Read More

ଏସ୍‌ସିବିରେ ଯୋଡ଼ାହେଲା କଟା ଗୋଡ଼: ଦୁର୍ଘଟଣାରେ ବାଳିକାଙ୍କ ଗୋଡ଼ ଛିଣ୍ଡିଥିଲା, ଦେବଦୂତ ସାଜିଲେ ଆମ୍ବୁଲାନ୍ସ ଚାଳକ

କଟକ : ଦୁର୍ଘଟଣାରେ ଛିଣ୍ଡିଗଲା ନାବାଳିକାଙ୍କ ଗୋଡ଼। ହେଲେ ଜଣେ ଆମ୍ବୁଲାନ୍ସ ଚାଳକ, ବଡ଼ସାହି ବିଧାୟକ ଓ ଏସ୍‌ସିବି ମେଡିକାଲର ଡାକ୍ତରୀଦଳଙ୍କ ଉଦ୍ୟମରୁ ନାବାଳିକା ଜଣକ ନିଜ ଗୋଡ଼ ହରାଇବାରୁ ବର୍ତ୍ତି ଯାଇଛନ୍ତି। ଡାକ୍ତରଖାନାରେ ସଫଳତାର ସହ ତାଙ୍କ କଟା ଗୋଡ଼କୁ … Read More

ଆଗାମୀ ୨ ଦିନ ପାଇଁ ୬ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପୂର୍ବାନୁମାନ: ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆଗାମୀ ଦୁଇ ଦିନ ପାଇଁ ଓଡ଼ିଶାର ୬ଟି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ୬ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଜାରି ରହିବାର ସମ୍ଭାବନା … Read More

ରାଜ୍ୟର ୨,୬୦୩ଟି ଗାଁରେ ମୋବାଇଲ ସଂଯୋଗ ନାହିଁ

ଭୁବନେଶ୍ୱର: ଡିଜିଟାଲ୍ ପ୍ରଯୁକ୍ତିର ପ୍ରସାର ସତ୍ତ୍ୱେ, ଓଡ଼ିଶାର ୨,୬୦୩ ଗାଁରେ ମୋବାଇଲ୍ ସଂଯୋଗ ନାହିଁ ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁକେଶ … Read More