ଏକ ସଙ୍ଗରେ ୧୫ରୁ ଅଧିକ ଛେଳିର ମୃତ୍ୟୁ

ଢେଙ୍କାନାଳ : ଏକ ସଙ୍ଗରେ ୧୫ରୁ ଅଧିକ ଛେଳିର ମୃତ୍ୟୁ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରୁ ଆସିଛି ଅଭିଯୋଗ । ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଅଧିକ ଛେଳିର ଅକସ୍ମାତ … Read More

ହୋଲି ପୂର୍ବରୁ ବଢିଲା ସୁନା ଦର

ଭୁବନେଶ୍ବର: ସର୍ବକାଳୀନ ରେକର୍ଡ ଭାଙ୍ଗୁଛି ସୁନା ଦର । ସେ ଦିଲ୍ଲୀ ହେଉକି ଭୁବନେଶ୍ବର ସବୁଠି ସୁନା ଦରରେ ନିଆଁ । ଗ୍ରାହକଙ୍କ ଚାହିଦା ଯେତେ ବଢୁଛି, ସେତେ ଦର ମଧ୍ୟ ହୁ ହୁ ହୋଇ ବଢିବାରେ ଲାଗିଛି । ଗତକାଲି … Read More

ଫଟୋ ଉଠେଇବା ହେଲା କାଳ, ନଦୀରେ ବୁଡ଼ି ଜଣେ ପର୍ଯ୍ୟଟକ ମୃତ

ରାୟଗଡା: ସୁଦୂର ଆନ୍ଧ୍ରପ୍ରଦେଶରୁ ଓଡିଶା ବୁଲିବାକୁ ଆସିଥିଲେ ପରିବାର ଲୋକେ । ମଜା କରିଥାନ୍ତେ, ଖୁସି ହେଇଥାନ୍ତେ ଆଉ ସେଲଫି ଉଠାଇ ସ୍ମୃତିକୁ ସାଇତି ରଖିଥାନ୍ତେ । ହେଲେ ଏହି ବୁଲା ଯେ ସେମାନଙ୍କ ପାଇଁ ଏକ ଅପୂରଣୀୟ ସ୍ମୃତି ହୋଇଯିବ ତାହା … Read More

ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍ । ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ତେବେ ଜୟଦେବ ବିହାର ଛକରୁ ନନ୍ଦନକାନନ ଯାଏଁ ହେବ ଏଲିଭେଟେଡ୍ ରୋଡ୍ । ଏଥିପାଇଁ ୨୭୦୦ କୋଟି … Read More

ଭକ୍ତଙ୍କ ଗହଣରେ ରଙ୍ଗ ଖେଳିଲେ ମହାପ୍ରଭୁ

ରଙ୍ଗର ପର୍ବ ହୋଲି ପାଇଁ ଚଳ ଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ଆସନ୍ତା କାଲି ହୋଲି ପାଇଁ ପୁରୀରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ହୋଲି ଖେଳି ସମୁଦ୍ରରେ ସ୍ନାନ କରିଥାନ୍ତି ହଜାର … Read More

ଘରେ ପଶି ବ୍ୟବସାୟୀଙ୍କୁ ବେକ କାଟି ହତ୍ୟା

ବାରିପଦା: ଘରେ ପଶି ବ୍ୟବସାୟୀଙ୍କୁ ବେକ କାଟି ହତ୍ୟା । ଫରେଷ୍ଟ କଲୋନୀରେ ବ୍ୟବସାୟୀଙ୍କୁ ହତ୍ୟା କଲେ ଦୁର୍ବୃତ୍ତ । ତୁରନ୍ତ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ହସ୍ପିଟାଲରେ ବ୍ୟବସାୟୀଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ତେବେ … Read More

ଦିନ ୧ଟା ସୁଦ୍ଧା ସରିବ ହୋଲି ଖେଳ, ମଦ ପିଇ ଖେଳିଲେ ଦୃଢ କାର୍ଯ୍ୟାନୁଷ୍ଠାନ: ଡିସିପି

କଟକ/ ଭୁବନେଶ୍ୱର : ରାତି ପାହିଲେ ହୋଲି ମହୋତ୍ସବ । ଏବେଠୁ ଚାରିଆଡେ ଉଡିଲାଣି ଫଗୁ । ଏଥିପାଇଁ ରାଜ୍ୟରେ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏବେ ସଜାଗ ରହିଛି ପୋଲିସ୍ ବାହିନୀ । ଯେଉଁଭଳି କିଛି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହେଉ, ତାହା … Read More

ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଦୁର୍ନୀତି ମାମଲା: ଜେଲ୍ ଗଲେ ରାଜା ଚକ୍ର

ବାଲେଶ୍ବର: ଜେଲ୍ ଗଲେ ରାଜା ଚକ୍ର । ବାଲେଶ୍ବର OPID କୋର୍ଟରେ ହାଜର ହୋଇଥିଲେ ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆର୍ଥିକ ଅନିୟମିତତା ଅଭିଯୋଗରେ ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରକୁ ଗିରଫ … Read More

ରାଜଧାନୀର ସାଲିଆସାହିରେ ବିପୁଳ ପରିମାଣର ଦେଶୀ ମଦ ଏବଂ ପୋଚ ଜବତ

ଭୁବନେଶ୍ୱର: ରାଜଧାନୀର ସାଲିଆସାହିରେ ରେଡ୍। ବେଆଇନ ଦେଶୀ ମଦ ଭାଟି ଉପରେ ଅବକାରୀ ବିଭାଗର ଚଢ଼ାଉ। ଏହି ଚଢ଼ାଉ ବେଳେ ବିପୁଳ ପରିମାଣର ଦେଶୀ ମଦ, ପୋଚ ଜବତ ହୋଇଛି। ଅବକାରୀ ବିଭାଗ ଜବତ ଦେଶୀ ମଦ, ପୋଚକୁ ନଷ୍ଟ କରିଛି। … Read More

ଶାରୀରିକ ଦଣ୍ଡ ପାଇଁ ୧ ଲକ୍ଷ ଟଙ୍କା ଜରିମାନା ଦେବେ ଶିକ୍ଷକ, ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ

କଟକ: ଓଡ଼ିଶା ହାଇକୋର୍ଟ ଜଣେ ସ୍କୁଲ ଶିକ୍ଷକଙ୍କୁ ଶାରୀରିକ ଦଣ୍ଡ ପାଇଁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି । ସର୍ବୋଚ୍ଚ ଅଦାଲତ ପୁନର୍ବାର କହିଛନ୍ତି ଯେ ଶୃଙ୍ଖଳାଗତ ଭାବରେ ଛାତ୍ରଙ୍କୁ ‘ଶାରୀରିକ ଦଣ୍ଡ’ କିଶୋର ନ୍ୟାୟ (ଯତ୍ନ ଏବଂ ସୁରକ୍ଷା) ଆଇନ, ୨୦୧୫ର ଧାରା … Read More