ରାଜଧାନୀରେ ବେଆଇନ କଫ୍ ସିରଫ୍ କାରବାର୍, ୭୧ ପେଟି ଜବତ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବେଆଇନ କଫ ସିରଫ କାରବାରର ପର୍ଦ୍ଦାଫାସ । ଭୁବନେଶ୍ବର ଦେଇ ବାଲେଶ୍ବର ଚାଲାଣ ବେଳେ ଜବତ ହେଲା କଫସିରପ ବୋଝେଇ କଣ୍ଟେନର । ନଖରା ସ୍ଥିତ ଭିଆରଏଲ୍ ଲଜିଷ୍ଟିକ ଷ୍ଟକ୍ ହାଉସରେ ଏସଟିଏଫ ଓ ଡ୍ରଗ କଣ୍ଟ୍ରୋଲର ମିଳିତ … Read More
