ମହିଳା ଦିବସ ୨୦୨୫: ମୋଦୀଙ୍କ ସୋସିଆଲ ମିଡିଆରେ ଭୁବନେଶ୍ଵର ଝିଅ ଏଲିନା ମିଶ୍ର

ନୂଆଦିଲ୍ଲୀ: ମାର୍ଚ୍ଚ ୮ ତାରିଖ, ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ସାମାଜିକ ଗଣମାଧ୍ୟମ ହ୍ୟାଣ୍ଡେଲକୁ ସଫଳ ମହିଳାମାନେ ପରିଚାଳନା କରିଛନ୍ତି । ଓଡ଼ିଆ ଆଣବିକ ବିଜ୍ଞାନୀ ଏଲିନା ମିଶ୍ରଙ୍କୁ ଏହି ସୌଭାଗ୍ୟ ମିଳିଛି । ପ୍ରଧାନମନ୍ତ୍ରୀଙ୍କ ଏକ୍ସ ହ୍ୟାଣ୍ଡେଲରେ ଏଲିନା … Read More

ଢାବାରେ ମଟନ ସହ ଗୋ ମାଂସ ବିକ୍ରି ହେବା ଅଭିଯୋଗ, ଢ଼ାବାକୁ ସିଲ କଲା ଜିଲ୍ଲା ପ୍ରଶାସନ

ପୁରୀ : ପୁରୀରେ ଗୋ ମାଂସ ଚାଲାଣ ଭିଡିଓ ଭାଇରାଲ୍ ପ୍ରସଙ୍ଗରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରତିକ୍ରିୟା ଦେଇଛନ୍ତି । ଭୁବନେଶ୍ୱର -ପୁରୀ NH -216 ସାକ୍ଷୀଗୋପାଳ ନିକଟସ୍ଥ ଜୟା ଢ଼ାବାରେ ମଟନ ସହ ଗୋ ମାଂସ ବିକ୍ରି ହେବା ଅଭିଯୋଗ … Read More

୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରା ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । … Read More

ମାର୍ଚ୍ଚରେ ତାପମାତ୍ରା ୪୦ ଡିଗ୍ରି ଛୁଇଁବ: ୨ ସପ୍ତାହରେ ତାପମାତ୍ରା ୩ ରୁ ୪ ଡିଗ୍ରି ବୃଦ୍ଧି ପାଇବା ପୂର୍ବାନୁମାନ

ଭୁବନେଶ୍ୱର: ମାର୍ଚ୍ଚ ୯ ତାରିଖ ଠାରୁ ତାପମାତ୍ରା ୩ ରୁ ୪ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି। ପାଣିପାଗ ବିଶେଷଜ୍ଞମାନେ ଏହା ମଧ୍ୟ ସତର୍କ କରାଇ ଦେଇଛନ୍ତି ଯେ, ଆଗାମୀ ୨ ସପ୍ତାହ … Read More

ମା’ ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପିର ଅପଚେଷ୍ଟାକୁ ବିରୋଧୀ କରିବାକୁ ନବୀନଙ୍କ ଆହ୍ୱାନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ ଯେ, ମାଆ … Read More

ସାଇବର ଠକେଇ: ୮୭ ଲକ୍ଷ ଟଙ୍କା ଠକିଥିବା ଅଭିଯୋଗରେ ଦିଲ୍ଲୀ ମହିଳା ଗିରଫ

ଭୁବନେଶ୍ୱର : ୮୭ ଲକ୍ଷ ଟଙ୍କାର ଅନଲାଇନ୍ ଠକେଇ ଅଭିଯୋଗରେ ଦିଲ୍ଲୀରୁ ଜଣେ ମହିଳାଙ୍କୁ ଗିରଫ କଲା ଓଡ଼ିଶା କ୍ରାଇମବ୍ରାଞ୍ଚ୍‌ । ଗିରଫ ମହିଳା ଜଣକ ଦକ୍ଷିଣ ଦିଲ୍ଲୀର ବନ୍ଦନା ବାୱା ବୋଲି ଚିହ୍ନଟ କରାଯାଇଛି । ତେବେ ମହିଳାଙ୍କ ନିକଟରୁ ତଦନ୍ତକାରୀ … Read More

ଖାତାକୁ ଆସିଲା ‘ସୁଭଦ୍ରା’ ଦ୍ବିତୀୟ କିସ୍ତି

ବ୍ରହ୍ମପୁର: ଖାତାକୁ ଆସିଲା ‘ସୁଭଦ୍ରା’ ଦ୍ବିତୀୟ କିସ୍ତି ଟଙ୍କା । ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା । ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟର ପ୍ରାୟ ୧କୋଟି ହିତାଧିକାରୀ ପାଇଛନ୍ତି ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା … Read More

ଖରିଫ ଋତୁରେ ୧୫.୬୫ ଲକ୍ଷ ଚାଷୀଙ୍କଠାରୁ ୭୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନରେ ବିଭାଗର ବିଭିନ୍ନ କାର୍ଯ୍ୟକଳାପ ଏବଂ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଏହି ବୈଠକରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ସଞ୍ଜୟ … Read More

ଗୋଷ୍ଠି ସଂଘର୍ଷ, ୫ ଆହତ, ଜଣେ ଗୁରୁତର

ଖୋର୍ଦ୍ଧା: ରଣକ୍ଷେତ୍ର ପାଲଟିଲା ଗୁଣ୍ଡୁରପୁର ଛକ । ଖୋର୍ଦ୍ଧା ଗୁଣ୍ଡୁରପୁର ଛକରେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଗତକାଲି ବିଳମ୍ବିତ ରାତିରେ ଗଣ୍ଡଗୋଳ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଗଣ୍ଡଗୋଳ ବେଳେ ୨ଟି ବାଇକ୍‌ ପୋଡ଼ିଦେବା ସହ … Read More

ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼, ୩ ଆହତ

ବ୍ରହ୍ମପୁର : ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି । ଚଣ୍ଡୀପୀଠ ଗ୍ରାମକୁ ବିବାହ ଉତ୍ସବରେ ଯୋଗଦେବା ଳାଗି … Read More