ସରିଲା ଅନୁଭବ- ଜାଗୃତିଙ୍କ ନିର୍ବନ୍ଧ; ଆସନ୍ତା ୧୧ରେ ପଡିବ ହାତଗଣ୍ଠି !

ଭୁବନେଶ୍ଵର: ଦୀର୍ଘ ଦିନର ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ସରିଲା ନିର୍ବନ୍ଧ ପଡିବ ହାତଗଣ୍ଠି । ଶେଷରେ ଜାଗ୍ରତିଙ୍କ ହାତ ଧରିଲେ ଅନୁଭବ ମହାନ୍ତି । ନିର୍ବନ୍ଧ କଲେ, ମୁଦି ଦିଆନିଆ ହେଲେ। ଆଉ ଦିନ କେଇଟା ପରେ ପଡ଼ିବ ଉଭୟଙ୍କର … Read More

ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ

ବଣାଇ: ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ। ଡାକ୍ତରଖାନାରେ କଟରରେ ଗରାକୁ କାଟି ବାହାର ଗଲା ଶିଶୁରୁ ମୁଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଜାଙ୍ଗଳା ଗାଁରେ ଘଟିଛି ଏପରି ଘଟଣା । ସୂଚନା ଅନୁସାରେ … Read More

ପିଜି ପାଇଁ ମାର୍ଚ୍ଚ ୧୦ରୁ ନାମଲେଖା ଆବେଦନ

ଭୁବନେଶ୍ଵର: ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା । ଏନେଇ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ତାରିଖ ଠାରୁ Common … Read More

ଭୟନାହିଁ ଉପଭୋକ୍ତା ବିଲ୍ ନ ଦେଇ ପାରିଲେ ବି କଟିବନି ବିଦ୍ୟୁତ୍: ମନ୍ତ୍ରୀ

ଭୁବନେଶ୍ବର: ଚଳିତ ଗ୍ରୀଷ୍ମଋତୁରେ ବିଲ୍ ଅନାଦେୟ ଯୋଗୁ କୌଣସି ବିଦ୍ୟୁତ୍ ବିଚ୍ଛିନ୍ନ ହେବ ନାହିଁ ବୋଲି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିଶ୍ରୁତି ଦେଇଛନ୍ତି। ଅଚଳ ନଳକୂପଗୁଡ଼ିକୁ ମରାମତି କରିବା, ପଶୁମାନଙ୍କ ପାଇଁ ଆଶ୍ରୟସ୍ଥଳ ଯୋଗାଇବା ଏବଂ … Read More

ରାଜ୍ୟରେ ହ୍ୱାଟ୍ସଆପ୍-ଭିତ୍ତିକ ନାଗରିକ ସେବା ଆରମ୍ଭ ହେବ: ଓଡ଼ିଶା ସରକାର ଏବଂ ମେଟା ମଧ୍ୟରେ ଚୁକ୍ତି

ଭୁବନେଶ୍ୱର: ଓଡ଼ିଶା ସରକାର ଏବଂ ମେଟା ଏକ ଏକୀକୃତ ହ୍ୱାଟ୍ସଆପ୍ ଚାଟବଟ୍ ଆରମ୍ଭ କରିବାକୁ ଚୁକ୍ତି କରିଛନ୍ତି ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମସ୍ତ ସାର୍ବଜନୀନ ସେବା ପ୍ରଦାନ କରିବାକୁ ସକ୍ଷମ ହେବ। ଏହି ଚାଟବଟ୍ ମାଧ୍ୟମରେ, ନାଗରିକମାନେ … Read More

ବ୍ରହ୍ମପୁରରେ ସୁଭଦ୍ରା ଦ୍ବିତୀୟ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ। ବିବେକ ବିହାରରେ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି … Read More

ମାର୍ଚ୍ଚ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର – ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ … Read More

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୩ ସଙ୍ଗୀତ ଶିକ୍ଷକ ପଦବୀ ଖାଲି ରହିଛି

ଭୁବନେଶ୍ବର: ରାଜ୍ୟର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୩ଟି ସଙ୍ଗୀତ ଶିକ୍ଷକ ପଦବୀ ଖାଲି ରହିଛି। ବିଭିନ୍ନ ନ୍ୟାୟାଳୟରେ ନିଯୁକ୍ତି ପ୍ରକ୍ରିୟା ଉପରେ ମାମଲା ବିଚାରାଧୀନ ଥିବାରୁ ଖାଲିଥିବା ପଦବୀଗୁଡ଼ିକରେ ୨୦୧୯ ମସିହାରୁ ନିଯୁକ୍ତି ପ୍ରକ୍ରିୟା ହୋଇପାରି ନାହିଁ ବୋଲି ଶୁକ୍ରବାର ବିଧାନସଭାରେ … Read More

ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ

ଭୁବନେଶ୍ୱର,୭।୩: ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ। ରାଜ ରାସ୍ଥାରେ ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘ ୧୦ ଦଫା ଦାବିରେ ବିକ୍ଷୋଭ କରିଛନ୍ତି। ଦୈନିକ ୪୫୨ ଟଙ୍କା ହିସାବରେ ମାସିକ ଦରମା ଦେବାକୁ ଦାବି କରିଛନ୍ତି। … Read More

ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ

ଭୁବନେଶ୍ୱର,୭।୩: ବଡ଼ପଣ ଦେଖାଇଲେ ବଡ଼ଚଣା ବିଧାୟକ ଅମର ନାୟକ। ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଳମ୍ବିତ ରାତିରେ ସେ ଭୁବନେଶ୍ୱର ଫେରୁଥିବା ସମୟରେ ଚଣ୍ଡିଖୋଲ ନେଳିଆ ଛକରେ କାଳିଆ ଜଳଖିଆ ଦୋକାନରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ପାଇଥିଲେ। … Read More