ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଲେ ପିସିସି ସଭାପତି

ନୂଆଦିଲ୍ଲୀ/ ଭୁବନେଶ୍ୱର,୭।୩: କଂଗ୍ରେସ ମହା ସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ଶୁକ୍ରବାର ଶନୂଆଦିଲ୍ଲୀ ସ୍ଥିତ ଇନ୍ଦିରା ଭବନରେ ପିସିସି ସଭାପତି ଭକ୍ତ ଚରଣ ଦାସ ସାକ୍ଷାତ କରିଛିନ୍ତି। ଏହି ସମୟରେ ରାଜ୍ୟରେ ମହିଳା ନିର୍ଯ୍ୟାତନା ସମ୍ପର୍କରେ ଆଲୋଚନା କରିଛନ୍ତି । ଅନ୍ୟପକ୍ଷେ ,୧୦ରୁ … Read More

ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ: ମନ୍ତ୍ରୀ

ଭୁବନେଶ୍ବର: ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ନେଇ ଓଡ଼ିଶା ବିଧାନସଭାରେ ପ୍ରଶ୍ନ ଉଠାଇଲେ କଟକ ବିଧାୟିକା ସୋଫିଆ ଫିରଦୋସ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି ଯେ, ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ … Read More

ପୁଲିସ ବିଭାଗର ଆଧୁନିକୀକରଣ ଓ ସଂସ୍କାର ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:: ପୁଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୁଲିସ ଉପରେ ନିର୍ଭର କରେ। ୟୁନିଫର୍ମ ସର୍ଭିସ୍‌କୁ ଗର୍ବ ଏବଂ ଜନସାଧାରଣଙ୍କ ସେବାର ଏକ ମାଧ୍ୟମ ଭାବେ … Read More

ବିଜୁ ପଟ୍ଟନାୟକଙ୍କୁ ବିଜେଡି ନିଜର ପେଟେଣ୍ଟ ବୋଲି ବିଚାର କରୁଛି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର: ଶୁକ୍ରବାର ଦିନ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ସଦସ୍ୟମାନେ ହୋହଲ୍ଲା କରିବାରୁ ଓଡ଼ିଶା ବିଧାନସଭା ଅଚଳ ହୋଇପଡ଼ିଥିଲା। ବିଜୁ ଜନତା ଦଳର ବିଧାୟକମାନେ ପଞ୍ଚାୟତିରାଜ ଦିବସ ପାଳନକୁ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀ … Read More

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ

କଟକ : ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି । ଏବେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ … Read More

ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ । ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍‌ ବି ପରୀକ୍ଷା ସ୍ଥଗିତ କରାଯାଇଛି । ଓପିଆରବି ଦ୍ୱାରା ହେବାକୁ ଥିବା … Read More

ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା

ପିପିଲି: ନିଶାରେ ଅଭ୍ୟସ୍ତଙ୍କୁ ନିଶାରୁ ଦୂରେଇବା ପାଇଁ ଖୋଲା ଯାଇଛି ନିଶା ନିବାରଣ କେନ୍ଦ୍ର । ହେଲେ ସେଠାରେ ନିଶାଗ୍ରସ୍ତଙ୍କୁ ଭଲ କରିବା ବଦଳରେ ଜୀବନ ଯାଉଛି । ପିଟି ପିଟି ଯୁବକକୁ ମାରି ଦେଇଥିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି । … Read More

ତେନ୍ତୁଲି ପଦର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ୩୦ ବଖରା ଧ୍ଵଂସ ସ୍ତୁପରେ ପରିଣତ

ଆଠମଲ୍ଲିକ : ଆଠମଲ୍ଲିକ ବ୍ଲକ ଲୁହାସିଙ୍ଗା ପଞ୍ଚାୟତ ତେନ୍ତୁଲି ପଦର ଗ୍ରାମରେ ଘଟିଯାଇଛି ଭୟାବହ ଅଗ୍ନିକାଣ୍ଡ । ଆଜି ଅପରାହ୍ନ ପ୍ରାୟ ୪ ଟା ବେଳେ ଅଗ୍ନିକାଣ୍ଡ ଘଟିଥିଲା । ୯ ଟି ପରିବାର ସର୍ବସ୍ବାନ୍ତ ହୋଇଥିବାବେଳେ  ୩୦ ବଖରା ଧ୍ଵଂସ ସ୍ତୁପରେ ପରିଣତ … Read More

ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟଙ୍କୁ ବହିଷ୍କାର କଲେ ସରକାର

ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର । ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି । ଏଥିସହିତ ଆୟୋଗର ୫ ଜଣ … Read More

ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୋଲିସକୁ ପୁଣି ମିଳିଛି ଆଉ ଏକ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର କରାଯାଇଛି । ଜବାଗାଟା ଜଙ୍ଗଲ ସୁରକ୍ଷାକର୍ମୀ ମାନେ ସର୍ଚ୍ଚ … Read More