ଆରମ୍ଭ ହେଲା ସୁଭଦ୍ରା ରାଲି, ୧ ଲକ୍ଷ ୭୦ ହଜାର ହିତାଧିକାରୀ ପାଇବେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ବ୍ରହ୍ମପୁର: ବ୍ରହ୍ମପୁରରେ ଆଜି ଆରମ୍ଭ ହୋଇଛି ସୁଭଦ୍ରା ରାଲି। ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି। ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହୋଇଛନ୍ତି। ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ … Read More

ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁବିଧା, ଡୋର ଟୁ ଡୋର ହେବ ସର୍ଭେ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ସେ … Read More

ବିଧାନସଭାରେ ବିଜୁ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ … Read More

ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି, ବିଜେଡିର ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା

ଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି। ଏନେଇ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି। ମାର୍ଚ୍ଚ ୫ ତାରିଖ ପରିବ‌ର୍ତ୍ତେ ଏପ୍ରିଲ୍‌ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର ପ୍ରତିବାଦ କରିଛି … Read More

ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜୟନ୍ତୀ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ଓଡିଆଙ୍କ ଗର୍ବ ଏବଂ ଗୌରବ। ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ … Read More

୫ ତାରିଖରେ ଖୋଲା ରଖିବ ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ଵର: ଆସନ୍ତାକାଲି ଖୋଲା ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ମାର୍ଚ୍ଚ ୫ ତାରିଖ ତଥା ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶ … Read More

ବିଜୁ ଜୟନ୍ତୀରେ ଯୋଗ ଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିରୋଧୀ ଦଳ ନେତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ବିଜୁବାବୁଙ୍କ ଜୟନ୍ତୀରେ ବିଶିଷ୍ଟ ଅତିଥିଭାବେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ।  ଆସନ୍ତାକାଲି ଜୟଦେବ ଭବନରେ ସଂଧ୍ୟା ୭ଟାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜୟନ୍ତୀ ମହାସମାରୋହରେ … Read More

ସରକାରଙ୍କ ନିଷ୍ପତ୍ତି ବଦଳିବ କ୍ୟାପିଟାଲ ହସ୍ପିଟାଲ ରଙ୍ଗ

ଭୁବନେଶ୍ୱର: ରାଜ୍ୟରେ ସରକାର ବଦଳିଛନ୍ତି। ପୂର୍ବରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ରଙ୍ଗ ବଦଳାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏବେ ରାଜ୍ୟର ବିଭିନ୍ନ ମେଡିକାଲର ରଙ୍ଗ ବଦଳିବ । ବିଶେଷକରି କ୍ୟାପିଟାଲ ହସ୍ପିଟାଲ ଏବଂ କଟକ … Read More

ବିଜୁ ବାବୁଙ୍କ ନାଁକୁ ଡରୁଛି ବିଜେପି, କାରଣ ଲୋକ ତାଙ୍କୁ ଭଲ ପାଆନ୍ତି: ପ୍ରମିଳା ମଲ୍ଲିକ

ଭୁବନେଶ୍ଵର: ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ନିଷ୍ପତ୍ତି ପ୍ରସଙ୍ଗ । ବିଜେପିକୁ ଟାର୍ଗେଟ୍‌ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିଜୁ ବାବୁଙ୍କ ନାଁକୁ ଡରୁଛି ବିଜେପି, କାରଣ ଲୋକ ତାଙ୍କୁ ଭଲ ପାଆନ୍ତି । ଏପରି … Read More

ଶାରିରୀକ ପରୀକ୍ଷା ବେଳେ ଚାଲିଗଲା ଦୁଇ ଜୀବନ, ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ସୁନ୍ଦରଗଡ଼: ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ଦେହାନ୍ତ ହୋଇଛି। ଏହି ଘଟଣାରେ … Read More