ପାଟଣେଶ୍ୱରୀ ମନ୍ଦିର ନିକଟରେ ଅଜଣା ବ୍ୟକ୍ତିଙ୍କୁ ହତ୍ୟା

ସମ୍ବଲପୁର: ସମ୍ବଲପୁରରେ ଚାଞ୍ଚଲ୍ୟ । ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ନେଇ ସୂଚନା ମିଳିଛି । ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ମା’ ପାଟଣେଶ୍ୱରୀ ମନ୍ଦିର ପଛ ପଟେ ଜଣେ ବ୍ୟକ୍ତିଙ୍କୁ କେହି ହତ୍ୟା କରିଥିବା ଅଭିଯୋଗ ହୋଇଛି ।  … Read More

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୪୮ ଘଣ୍ଟାରେ ଆହୁରୀ ଘନୀଭୂତ ହେବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ! । ୪୮ ଘଣ୍ଟାରେ ଆହୁରୀ ଘନୀଭୂତ ହେବା ସମ୍ଭାବନା । ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ପ୍ରଭାବରେ ରାଜ୍ୟର ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା … Read More

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ପାସ୍ ହାର ୬୩.୬୪%

କଟକ : ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ପକ୍ଷରୁ ୨୦୨୬ ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା (୨ୟ), ୨୦୨୬ର ଫଳାଫଳ ପ୍ରକାଶ ପାଇଛି ।  ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ ମୋଟ ୫,୭୬୦ ଜଣ ପରୀକ୍ଷା … Read More

ପ୍ରଦୂଷଣ ରୋକିବା ପାଇଁ ପଦକ୍ଷେପ ନେବା ଦାବିରେ କଂଗ୍ରେସର ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ ଡାକରା

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ କୋଇଲା ଏବଂ ଫ୍ଲାଏ ପାଉଁଶର ବ୍ୟାପକ ପରିବହନ ଯୋଗୁଁ ହେଉଥିବା ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନେବା ଦାବିରେ ବୁଧବାର ଦିନ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ୧୨ ଘଣ୍ଟିଆ ବନ୍ଦ ସମୟରେ … Read More

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୪ ମାଓବାଦୀ

ରାଉରକେଲା: ମାଓବାଦୀ ସଂଗଠନକୁ ବଡ଼ ଝଟ୍‌କା। ରାଉରକେଲା-ଚାଇଁବାସା ପୋଲିସ ନିକଟରେ ୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୧୦ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ଜୋନାଲ୍ କମିଟି ସଦସ୍ୟ ସାଲୁକା କାୟମ ଓରଫ ଭୁବନେଶ୍ୱର ଓରଫ ମରୁର … Read More

ମାଛ ଧରିବାକୁ ଯାଇଥିବା ବେଳେ ଚିଲିକାରୁ ନାବାଳକକୁ ଅପହରଣ ପରେ ହତ୍ୟା ଅଭିଯୋଗ

ଛତ୍ରପୁର: ମଝି ଚିଲିକାରୁ କିଡନାପ୍ , ପରେ ହତ୍ୟା । ଚିଲିକା ମଝିରୁ ନାବାଳକକୁ ଅପହରଣ ପରେ ହତ୍ୟା ଅଭିଯୋଗ । ଗତକାଲି କେହି ଦୁର୍ବୃତ୍ତ ନାବାଳକକୁ ମାଡ଼ ମାରି ମାଛ, ଚିଙ୍ଗୁଡ଼ି ଛଡ଼ାଇ ନେବା ସହିତ ଅପହରଣ କରି ନେଇଥିବା ଅଭିଯୋଗ … Read More

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବନ୍ଦ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ଉଡାଣ ବନ୍ଦ। ଗତ ଜୁଲାଇ ମାସରୁ ଠପ ହୋଇଛି ଅନ୍ତର୍ଜାତୀୟ ବିମାନ ଚଳାଚଳ ସେବା। ଆବୁ ଧାବି,ବ୍ୟାଙ୍କକ ,ଦୁବାଇ ଓ ସିଙ୍ଗାପୁର ଭଳି ସ୍ଥାନକୁ ବିମାନ ଚଳାଚଳ ବନ୍ଦ ରହିଛି। ଏନେଇ ନିର୍ଦିଷ୍ଟ କାରଣ … Read More

ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି, ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୨ ଟାରୁ ସନ୍ଧ୍ୟା ୭ ଟା ଯାଏଁ ମିନିଟ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ୫ … Read More

ଡମପଡ଼ା ବ୍ଲକରେ ୧୬୩ ଧାରା, ରାଜନୈତିକ ହିଂସାକାଣ୍ଡକୁ ନେଇ କଟକଣା

ବାଙ୍କୀ : ବ୍ଲକ କାର୍ଯ୍ୟାଳୟରେ ୧୬୩ ଧାରା ଲାଗୁ । ରାଜନୈତିକ ହିଂସାକାଣ୍ଡକୁ ନଜରରେ ରଖି କଟକ ଜିଲ୍ଲା ଡମପଡ଼ା ବ୍ଲକ କାର୍ଯ୍ୟାଳୟରେ କଟକଣା ଲାଗୁ । ସକାଳ ୭ରୁ ରାତି ୮ଟା ପର୍ଯ୍ୟନ୍ତ କଟକଣା ଲାଗୁ ହୋଇଛି । ବାଙ୍କୀ ବିଧାୟକଙ୍କ … Read More

ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କ ଘରେ ED ରେଡ୍, କୋଟିଏରୁ ଊର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ଠାବ

ଭୁବନେଶ୍ୱର : ଅଡ଼ୁଆରେ ବିଶାଖାପାଟନମର ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦ। ବହୁ ସ୍ଥାବର ଓ ଅସ୍ଥାବର ସମ୍ପତି ଠାବ କରିଛି ED । ଚିଟଫଣ୍ଡ ଦୁର୍ନୀତି ମାମଲାରେ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ ସହ ନାମୀ କାର ବି ମିଳିଛି … Read More