ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
ରାଉରକେଲା: ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ଚାନ୍ଦିପୋଷ ଷ୍ଟେସନ ନିକଟ ପରିତ୍ୟକ୍ତ କ୍ୟାବିନରେ ୭ ବର୍ଷର ନାବାଳିକାଙ୍କୁ ବସ ହେଲ୍ପର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପରିବାର ସଦସ୍ୟଙ୍କ ଲିଖିତ ଏତଲା ଆଧାରରେ ଚାନ୍ଦିପୋଷ ପୋଲିସ ମାମଲା … Read More
