ଆସନ୍ତା ୨ରେ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମାର୍ଚ୍ଚ ୨ରେ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ମୟୂରଭଞ୍ଜ ଜିଲ୍ଲାକୁ ୨ ଦିନ ପାଇଁ ଯାଇ ସେଠାରେ କାର୍ଯ୍ୟକ୍ରମ ସାରି ୨ ତାରିଖ ସକାଳ ୧୦ଟା ୧୦ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ … Read More

ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ

ଭୁବନେଶ୍ୱର : ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ ।   ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍‌ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି ।   ଦହିବରା ଆଳୁଦମ୍‌ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ । ଦହିବରା.. ନାମ ଯେମିତି ସ୍ବାଦ … Read More

ସହିଦନଗର ସ୍ଥାୟୀ ହାଟ ପାଇଁ ମିଳିଲା ଜମି; ଉପକୃତ ହେବେ ପ୍ରାୟ ୫୦୦ ଦୋକାନୀ

ଭୁବନେଶ୍ବର: ଦୀର୍ଘଦିନର ଅପେକ୍ଷା ପରେ ସହିଦନଗର ବ୍ୟବସାୟୀମାନଙ୍କ ପାଇଁ ଉଦଭବ ହାଟ ଜମି ଜନିତ ସମସ୍ୟାର ସମାଧାନ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ ନଗର ଉନ୍ନୟନ ବିଭାଗକୁ ୨ଏକର ଜମି ସହିଦନଗର ସ୍ଥାୟୀ ହାଟ ଉଦ୍ଦେଶ୍ୟରେ ପ୍ରଦାନ … Read More

ଆଜିଠୁ ଖୋଲିବ ‘ରାସନ’ ପୋର୍ଟାଲ, ଆବେଦନ କରିପାରିବେ ନୂଆ ହିତାଧିକାରୀ

ଭୁବନେଶ୍ୱର : ନୂଆ ରାସନକାର୍ଡ ପାଇଁ ଆଜିଠୁ ଖୋଲିବ ପୋର୍ଟାଲ, ବାଦ ପଡିଥିବା ହିତାଧିକାରୀ କରିପାରିବେ ଆବେଦନ । ଶୁକ୍ରବାର ଖାଦ୍ୟ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସମ୍ବଲପୁର ଗସ୍ତ ସମୟରେ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି । ମାର୍ଚ୍ଚ ୩୧ ତାରିଖ … Read More

୩ ମାସ କଲବଲ କରିବ ଖରା, ରାତିରେ ମଧ୍ୟ ଗରମରୁ ମିଳିବନି ତ୍ରାହି

ଭୁବନେଶ୍ୱର: ଏଥର ରାଜ୍ୟରେ ପୁଣି କଲବଲ କରିବ ତାତି। ପ୍ରଚଣ୍ଡ ଗରମରୁ ମିଳିବନି ତ୍ରାହି। ଦେଶରେ ସ୍ବାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। କେବଳ ଦିନ ନୁହେଁ ରାତିରେ ମଧ୍ୟ ଗରମରୁ ମିଳିବନି … Read More

ଦୁଇ IAS ଅଧିକାରୀ ମାନସୀ ନିମ୍ଭାଲ ଓ ସମର୍ଥ ବର୍ମାଙ୍କୁ ମିଳିଲା ନୂଆ ଦାୟିତ୍ବ

ଦୁଇ ଆଇଏଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ବ ମିଳିଲା । ମାନସୀ ନିମ୍ଭାଲ ହେଲେ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ । ରାଜ୍ୟ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ମାନସୀ ନିମ୍ଭାଲଙ୍କୁ ନିଯୁକ୍ତି ମିଳିଛି । ଷ୍ଟଡି ଲିଭରୁ ଫେରିବା ପରେ ତାଙ୍କୁ ଏହି … Read More

ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘର ଓ ଅଫିସରେ ଇଡି ରେଡ୍

ଭବାନୀପାଟଣା: ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘର ଓ ଅଫିସରେ ଇଡି ରେଡ୍। କଳାହାଣ୍ଡି ଜିଲ୍ଲା ଜୟପାଟଣା ଫରେଷ୍ଟ ରେଞ୍ଜ ଅଫିସର ଅଶୋକ ସାହୁଙ୍କ ଘରେ ଭୁବନେଶ୍ବର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ରେଡ୍ କରିଛି। ବେନାମୀ ଆକାଉଣ୍ଟ କାରବାର ନେଇ ରେଡ ହୋଇଥିବା ସୂଚନା … Read More

ବୈଠକ ଚାଲିଥିବାବେଳେ ଚେୟାର ମାଡ଼, ଫାଟିଲା ସରପଞ୍ଚଙ୍କ ମୁଣ୍ତ

ବୈଠକ ଚାଲିଥିବାବେଳେ ହଠାତ ହୋହାଲ୍ଲା ହେଲା । ଯୁକ୍ତି ତର୍କରେ କମ୍ପିଲା ବ୍ଲକ ପରିସର । ଏହି ସମୟରେ ହଠାତ ସରପଞ୍ଚଙ୍କ ମୁଣ୍ଡରେ ଚେୟାର ମାଡ଼ ହେଲା । ଧାର ଧାର ହୋଇ ବହିଗଲା ରକ୍ତ । ସଙ୍ଗେ ସଙ୍ଗେ ତାଙ୍କୁ … Read More

ପାଚିକା ଓ ସହାୟିକାଙ୍କ ପାରିତୋଷିକ ୩ ହଜାରକୁ ବୃଦ୍ଧି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ। … Read More

ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ, ଦୀପାଳି ଓ ବିଶାଳଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ

ଝାରସୁଗୁଡ଼ା: ୨୦୨୩ ମସିହା ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ପୁଣି କ୍ରାଇମବ୍ରାଞ୍ଚ ତନାଘନା ତଦନ୍ତ । ନବ ଦାସଙ୍କ ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ହାଜର ହେବା ପାଇଁ ନୋଟିସ୍ କରିଛି କ୍ରାଇମବ୍ରାଞ୍ଚ । ମାର୍ଚ୍ଚ ପ୍ରଥମ ସପ୍ତାହରେ … Read More