ପଞ୍ଚଭୂତରେ ଲୀନ ହେଲା ଉତ୍ତମଙ୍କ ପାର୍ଥିବ ଶରୀର

ଭୁବନେଶ୍ବର: ଓଲିଉଡ୍‌ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ପଞ୍ଚଭୂତରେ ବିଲୀନ ହୋଇଛନ୍ତି ।  ଅଶ୍ରୁଳ ଓ ଶୋକାକୁଳ ପରିବେଶ ମଧ୍ୟରେ ଆଜି ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ବାସଭବନରୁ ସତ୍ୟନଗର ଶ୍ମଶାନକୁ ନିଆଯାଇଥିଲା । ଆଜି ଅପରାହ୍‌ଣରେ ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ … Read More

୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ, ୩ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଅବକାରୀ ଟିମ୍‌କୁ ସଫଳତା । ବଲାଙ୍ଗୀର କଦମପଡ଼ା ରେଲଓ୍ବେ ଅଣ୍ଡରବ୍ରିଜ୍‌ ନିକଟରୁ ୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ ହୋଇଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ଟିମ୍ । ଜବତ … Read More

ଆପାର୍ଟମେଣ୍ଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର

କଟକ : କଟକ ବାଦାମବାଡ଼ି ଅଞ୍ଚଳରେ ଚାଞ୍ଚଲ୍ୟ ।   ଆପାର୍ଟମେଣ୍ଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର ।  ବିକାଶଭବନ ନିକଟସ୍ଥ ଏକ ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ବାପାଙ୍କ ମୃତଦେହ ଉଦ୍ଧାର ହୋଇଛି ।  ନିକଟରେ ନାବାଳିକା ଝିଅର ମୃତଦେହ ମିଳିଥିଲା ।  ଆପାର୍ଟମେଣ୍ଟରେ ବାପା … Read More

ଉତ୍ତମଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଉ ନାହାନ୍ତି ସେ ସହରୀ ବାଘ । ପ୍ରିୟଜନ ଏବଂ ପ୍ରଶଂସକଙ୍କୁ ବିଦାୟ ଦେଇ ଆଜି ଚିରନିଦ୍ରାରେ ସୋଇଯାଇଛନ୍ତି ୯୦ ଦଶକର ସରପଞ୍ଚ ବାବୁ ତଥା ଓଲିଉଡ ଦୁନିଆର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି । ଏବେ ତାଙ୍କ ପାର୍ଥିବ … Read More

ବ୍ରହ୍ମପୁରରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି

ଭୁବନେଶ୍ଵର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା । ମାର୍ଚ୍ଚ ୮ ରେ ଏକା ଥରକେ କୋଟିଏ ମହିଳାଙ୍କୁ କରାଯିବ ଆର୍ଥିକ ସ୍ୱାବଲମ୍ବୀ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦ୍ଵୀତିୟ କିସ୍ତି ପ୍ରଦାନ କରାଯିବ । ଆନ୍ତର୍ଜାତିୟ ମହିଳା … Read More

ଅମିତଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କଲା ପୋଲିସ

ଅନ୍ଧ କଲା ପ୍ରେମ । ପ୍ରେମରେ ବାଇଆ ହୋଇ ଅପରାଧ କରି ବସିଲା ପ୍ରେମିକ । ମୋ ପ୍ରେମରେ ଯିଏ କଣ୍ଟା ସାଜିବ ତାକୁ ଜୀବନରୁ ମାରିଦେବି । ଏମିତି କଥା ଭାବି ଭାବି ଶେଷରେ ଜଣଙ୍କ ଜୀବନ ନେଇଗଲା ପ୍ରେମିକ … Read More

ଲାଞ୍ଚ ନେଇ ଧରାପଡ଼ିଲେ ବ୍ରାଞ୍ଚ୍‌ ଇନଚାର୍ଜ୍‌, ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ଲାଞ୍ଚ ନେବାବେଳେ ବ୍ରାଞ୍ଚ୍‌ ଇନଚାର୍ଜ୍‌ଙ୍କୁ ଧରିଲା ଭିଜିଲାନ୍ସ । କୋରାପୁଟ ଜିଲ୍ଲା ସିମିଳିଗୁଡ଼ା ବ୍ଲକ୍‌ କୁନ୍ଦୁଲି LAMPCS ବ୍ରାଞ୍ଚ୍‌ ଇନଚାର୍ଜ୍‌ ସତ୍ୟନାରାୟଣ ଚଲ୍ଲଣଙ୍କୁ ୩୦୦୦ ଟଙ୍କା ଲାଞ୍ଚ ନେବା ପାଇଁ ଅଟକ ରଖିଲା ଭିଜିଲାନ୍ସ । ତାଙ୍କ ପାଖରୁ ସମସ୍ତ … Read More

ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୋକ ପ୍ରକାଶ

ଭୁବନେଶ୍ଵର: ଅଫେରା ରାଇଜରେ ଓଲିଉଡର ମହାନାୟକ । ଆଉ ନାହାନ୍ତି ଏଭରଗ୍ରୀନ୍ ହିରୋ । ଦିଲ୍ଲୀରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି ଉତ୍ତମ ମହାନ୍ତିଙ୍କ ପାର୍ଥିକ ଶରୀର । ପାର୍ଥିବ ଶରୀରକୁ ବିମାନବନ୍ଦରରୁ ସିଧାସଳଖ ଜଗନ୍ନାଥ ବିହାରସ୍ଥିତି ବାସଭବନକୁ ନିଆଯାଇଛି । ସେଠାରେ ଅନ୍ତିମ ଦର୍ଶନ … Read More

୨୫ ଲକ୍ଷ ଟଙ୍କା ନଦେବାରୁ ଥାନା ଅଧିକାରୀଙ୍କ ନାରେ ମିଥ୍ୟା ଆରୋପ ! ଏତଲା ଦେଲେ ସମ୍ପର୍କୀୟ

ଜଗତସିଂହପୁର: କଥାରେ ଅଛି, ପ୍ରେମ ମାନେନା ବନ୍ଧବାଡ଼। ପ୍ରେମରେ ଲୋକେ ସବୁ ସୀମା ପାର୍‌ କରି ଦିଅନ୍ତି । କିନ୍ତୁ କିଛି କାହାଣୀ ଏପରି ହୋଇଥାଏ ଯାହାକୁ ଶୁଣି ଆପଣଙ୍କର ପ୍ରେମ ଉପରୁ ଭରଷା ଉଠିଯିବ । କେତେ ପ୍ରତିଶୃତି କେତେ ସ୍ୱପ୍ନ … Read More

ରାଜ୍ୟରେ ୨ ବର୍ଷ ଭିତରେ ପୂରଣ ହେବ ଡାକ୍ତର ଓ ପାରା ମେଡିକାଲ ପଦବୀ: ମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ ନବମ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦଘାଟିତ ହୋଇଯାଇଛି । ଆଜି ଏହାକୁ ଉଦଘାଟନ କରିଛନ୍ତି ବିଜେପି ରାଷ୍ଟ୍ରଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଏହି ସ୍ବାସ୍ଥ୍ୟ ସମ୍ମିଳନୀ ୨ ଦିନ ଧରି ଚାଲିବ । ଉଦଘାଟନୀ … Read More