ଲିଙ୍ଗରାଜ ମନ୍ଦିରରେ ସେବାୟତ ଖସିପଡିବା ଘଟଣା; ପ୍ରଶାସନକୁ ଦାୟୀ କଲେ ସେବାୟତଙ୍କ ପୁଅ

ଭୁବନେଶ୍ୱର : ମହାଶିବରାତ୍ରୀରେ ବାବା ଲିଙ୍ଗରାଜଙ୍କ ମନ୍ଦିରରେ ମହାଦୀପ ଉଠିବା ସମୟରେ ଘଟିଥିଲା ମହାଅଘଟଣ। ମହାଦୀପ ନେଇ ସେବାୟତ ମନ୍ଦିର ଉପରକୁ ଚଢିବା ବେଳେ ସେବାୟତ ଖସି ପଡିଥିଲେ। ସେବାୟତ ହେଉଛନ୍ତି ଯୋଗେନ୍ଦ୍ର ସମର୍ଥା। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସେବାୟତ … Read More

କିଟ୍‌ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହାଜର

ଭୁବନେଶ୍ୱର : କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହଜାର ହୋଇଛନ୍ତି । ରାଜ୍ୟ ଅତିଥି ଭବନରେ ୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ଜେରା କରାଯିବ । କିଟ୍‌ ଇଣ୍ଟରନାଲ କମିଟି ମୁଖ୍ୟ, … Read More

ଜାଗର ଯାତ୍ରା ଦେଖି ଫେରିବା ବେଳେ ବ୍ରିଜ ତଳକୁ ଖସିଲା ବାଇକ୍‌; ୨ ମୃତ, ଜଣେ ଗୁରୁତ

କୋରାପୁଟ: ଜାଗର ଯାତ୍ରା ଦେଖି ଫେରିବା ବେଳେ ଅଘଟଣ। କୋରାପୁଟ ଅନ୍ଧାରୀଘାଟି ତଳକୁ ଖସିପଡିଲା ବାଇକ୍। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ଶିବରାତ୍ରୀ ଥିବାବେଳେ ଦୁଇ ଜଣ ବ୍ୟକ୍ତି … Read More

ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଲା ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ମହାଦୀପ ଉଠିଥିଲା। ଦୀପ ଉଠିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ଓ ସେବାୟତଙ୍କ ହର ହର ମହାଦେବ ଧ୍ୱନିରେ କମ୍ପି ଉଠିଥିଲା ମନ୍ଦିର … Read More

ପ୍ରେମ ପ୍ରତାରଣା କରି ଗିରଫ ହେଲେ ବ୍ୟବସାୟୀ ଆକାଶ ଅଗ୍ରୱାଲ

ବରଗଡ: ବରଗଡର ଜଣେ ଜଣଶୁଣା ବ୍ୟବସାୟୀ ଆକାଶ ଅଗ୍ରୱାଲଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହିଛି । ନିଜେ ବିବାହିତ ହୋଇଥିଲେ ବି ଅନ୍ୟ ଜଣେ ମହିଳାଙ୍କ ସହ ଦୀର୍ଘ ବର୍ଷ ହେଲା ପ୍ରେମ ସଂପର୍କ ରଖିଥିଲେ । ଶେଷରେ ବିବାହର ପ୍ରତିଶ୍ରୁତି … Read More

ସର୍ଚ୍ଚ ଅପରସନ ବେଳେ ମାଓ ଡମ୍ପରୁ ମେଡିକାଲ ସାମଗ୍ରୀ ଜବତ

ମାଲକାନଗିରି: ଛତିଶଗଡ-ମାଲକାନଗିରି ସୀମାନ୍ତ ସୁକୁମା ଜିଲ୍ଲାର ମିନାଭଟ୍ଟା ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଠାବ ହୋଇଛି ମାଓ ଡମ୍ପ । ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ … Read More

ସୋରରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣା; ଧରାପଡ଼ିଲା ଅଭିଯୁକ୍ତ ପ୍ରେମିକ

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣାର ଅଭିଯୁକ୍ତ ପ୍ରେମିକକୁ ବାସୁଦେବପୁର ଧଳସାହିରୁ ଗିରଫ କରିଛି ପୁଲିସ। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ବିଶ୍ବରଂଜନ ପୁହାଣ ଫେରାର ଥିଲେ। ପୁଲିସ ଚାରୋଟି ଟିମ ଗଠନ କରି … Read More

ମହୁମାଛି ଆକ୍ରମଣରେ ମହିଳା ମୃତ, ୨ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଲା ଥାନା ତିଲଡେଗା ନିକଟରେ ଅଘଟଣ । ଶିବ ମନ୍ଦିର ଯାଉଥିବାବେଳେ ଜଣେ ମହିଳା ଓ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ବାଘୁଆ ମହୁମାଛି । ଏଥିରେ ମହିଳା ଜଣଙ୍କର ମୃତ୍ୟୁ ହୋଇଛି । ଏହା … Read More

ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା

ବଲାଙ୍ଗୀର: ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା । ୧୦୦ ଫୁଟ ଇଲେକ୍ଟ୍ରି ଟାୱାର ଉପରେ ଚଢି ଜୀବନ ହାରିବାକୁ ଧମକ ଦେଲେ ଯୁବକ ।  ବଲାଙ୍ଗୀର ଖମାରମୁଣ୍ଡା ଗାଁରେ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି । ଯୁବକ … Read More

ପୁରୀ ଲୋକନାଥ ମନ୍ଦିରରେ ବାଉନ୍ସର ନିୟୋଜିତ ଘଟଣାରେ ତଦନ୍ତ ଆରମ୍ଭ

ପୁରୀ: ପୁରୀ ଲୋକନାଥ ମନ୍ଦିର ପରିସରରେ ପାଳିଆ ସେବାୟତ କିଛି ବାଉନ୍ସର ମୁତୟନ କରିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଅନ୍ୟ ସେବାୟତ ଓ ଭକ୍ତ ବିରୋଧ କରିବାରୁ ସେମାନଙ୍କୁ ଅଟକ ରଖିଛି ପୋଲିସ। ଏନେଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ … Read More