ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ ସିଜ୍‌ ହେବ ଗାଡି

ଭୁବନେଶ୍ୱର : ଅମାନିଆ ଗାଡି ଚାଳକଙ୍କୁ ଆଉ ତ୍ରାହିଁ ନାହିଁ । ବିନା ଇନସ୍ୟୁରାନ୍ସ, ପଲ୍ୟୁସନ ସାର୍ଟିଫିକେଟ୍‌ ନଥାଇ ଗାଡି ଚଳାଇଲେ ଏଣିକି କଡା କାର୍ଯ୍ୟାନୁଷ୍ଠାନ । ଯେଉଁସବୁ ଗାଡ଼ିର ବୀମା ନଥିବ ଏବଂ ବାରମ୍ବାର ଜରିମାନା ଚାଲାଣ କଟୁଥିବା ସତ୍ତ୍ୱେ ବୀମା … Read More

ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁଁ ଛାତ୍ରୀଙ୍କ ମୃତ୍ୟୁ ଅଭିଯୋଗ

ନୟାଗଡ଼: ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମରୁ ଏକ ମର୍ମନ୍ତୁଦ ଏବଂ ଉତ୍ତେଜନାପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଭୁଲ୍ ଚିକିତ୍ସା ଏବଂ ଭୁଲ୍ ଇଞ୍ଜେକସନ ପ୍ରୟୋଗ ଯୋଗୁଁ ଜଣେ ଯୁକ୍ତ ତିନି … Read More

କେନ୍ଦ୍ର ସରକାର ଆଣିଲେ ସଂଶୋଧିତ ଏମ୍‌ଏମ୍‌ଡିଆର୍‌ ବିଲ୍‌, ଖଣି ଉପରେ ମନଇଚ୍ଛା ଟିକସ ଲଗାଇ ପାରିବେନି ରାଜ୍ୟ !

ଭୁବନେଶ୍ୱର: ଖଣି ଉପରେ କେନ୍ଦ୍ରର ପୂର୍ଣ୍ଣ ନିୟନ୍ତ୍ରଣ ରହିବ କି? ଖଣି ଓ ଖଣିଜ ସମ୍ପଦକୁ ନେଇ କେନ୍ଦ୍ର ସରକାର ଆଣିଛନ୍ତି ସଂଶୋଧିତ ଏମ୍‌ଏମ୍‌ଡିଆର୍‌ ବିଲ୍‌। ସଂସଦର ମୌସୁମୀ ଅଧିବେଶନରେ, କେନ୍ଦ୍ର ସରକାର ଖଣି ଏବଂ ଖଣିଜ ସମ୍ବନ୍ଧୀୟ ନିୟମ ସଂଶୋଧନ … Read More

ଦୁର୍ନୀତି ନିରାକରଣ ଓ ସ୍ୱଚ୍ଛ ଶାସନ ଦିଗରେ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ। ରାଜ୍ୟ ଅତିଥି ଭବନରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଲୋକାୟୁକ୍ତ ଗଠନ ପ୍ରକ୍ରିୟାକୁ ନେଇ ଆଲୋଚନା ହୋଇଥିବା ବେଳେ ଖୁବଶୀଘ୍ର ରାଜ୍ୟରେ ଲୋକାୟୁକ୍ତ ଗଠନ କରାଯିବ। ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ … Read More

ଓଡ଼ିଶା ଡିଜିପି ନିଯୁକ୍ତିକୁ ନେଇ ସୁପ୍ରିମକୋର୍ଟରେ ମାମଲା, ଆସନ୍ତା ୧୨ରେ ଶୁଣାଣି

ନୂଆଦିଲ୍ଲୀ: ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଏକ ଗୁରୁତର ଅଭିଯୋଗ ଉଠିଛି। DGP ନିଯୁକ୍ତି ନେଇ ସର୍ବୋଚ୍ଚ ଅଦାଲତ ପୂର୍ବରୁ ଦେଇଥିବା ନିର୍ଦ୍ଦେଶକୁ ଓଡ଼ିଶା ସରକାର ଏଡ଼ାଇବାକୁ ଚେଷ୍ଟା କରୁଥିବା ଦର୍ଶାଇ ଏକ ଜନସ୍ୱାର୍ଥ … Read More

ନୀଳାଦ୍ରି ବିହାରରେ ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ଭୁବନେଶ୍ୱର: ରାଜଧାନୀରେ ପୁଣି ବୁଲିଲା ବୁଲଡୋଜର। ନୀଳାଦ୍ରି ବିହାର ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଯାହାକୁ ନେଇ ଉତ୍ତେଜନା ଦେଖାଦେଇଛି। ବିଏମସି ଏବଂ ବିଡିଏ ପକ୍ଷରୁ ମିଳିତ ଭାବେ ଏହି ବଡ଼ ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ କରାଯାଇଛି । … Read More

ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ, କଲେଜରେ ସକ୍ରିୟ ହେବ ଆଣ୍ଟି-ରାଗିଂ ସ୍କ୍ୱାଡ୍

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ଏକ ସୁରକ୍ଷିତ କ୍ୟାମ୍ପସ ପରିବେଶ ସୃଷ୍ଟି କରିବା ପାଇଁ ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ରାଜ୍ୟର ସମସ୍ତ ଉଚ୍ଚଶିକ୍ଷା ପ୍ରତିଷ୍ଠାନକୁ ୨୦୨୬-୨୭ ଶିକ୍ଷାବର୍ଷ ଆରମ୍ଭ ହେବା ପୂର୍ବରୁ ବାଧ୍ୟତାମୂଳକ ସୁରକ୍ଷା କମିଟି ଏବଂ ଆଣ୍ଟି-ରାଗିଂ ବ୍ୟବସ୍ଥା ଗଠନ କିମ୍ବା … Read More

ଯୁବ ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ, ଅବସ୍ଥା ଗୁରୁତର

ଜଳେଶ୍ବର : ଯୁବ ଆଇନଜିବୀଙ୍କୁ ମାରଣାଅସ୍ତ୍ରରେ ଆକ୍ରମଣ । ବାଲେଶ୍ବର ଜିଲ୍ଲା ଜଳେଶ୍ବରରେ  ଆଜି ଅପରାହ୍ନରେ ଏଭଳି ଅଭାବନୀୟ ଘଟଣା ସାମନାକୁ ଆସିଛି । ସୁଚନା ମୁତାବକ  ଆଇନଜିବୀ ସିଦ୍ଧାର୍ଥ ଦାସ କୋର୍ଟରୁ କାମ ସାରି ଘରକୁ ଫେରୁଥିଲେ । ଜଳେଶ୍ବର ଥାନା … Read More

ସର୍ପାଘାତରେ ଦୁଇ ମାସର ଶିଶୁ ପୁତ୍ର ମୃତ, ବାପା ଗୁରୁତର

ଦେବଗଡ: ବିଷାକ୍ତ ସାପ କାମୁଡାରେ ଆଜି ଜଣେ ୨ ମାସର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି । ତିଳେଇବଣି ବ୍ଳକ ଝରାଗୋଗୁଆ ପଞ୍ଚାୟତ ଅନ୍ତର୍ଗତ ତିଳେଇମାଳ ଗ୍ରାମରେ ଏଭଳି ଅଘଟଣ ହୋଇଛି । ସେପଟେ ବାପ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକତ୍ସାଳୟରେ … Read More

ବଜ୍ରାଘାତରେ ଚାଲିଗଲା ଦୁଇ ଜୀବନ

ମୟୂରଭଞ୍ଜ: ଆକସ୍ମିକ ବଜ୍ରପାତ ନେଲା ଦୁଇ ଜୀବନ। ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅଧୀନ କାଶିପାଳ ଗ୍ରାମରେ ଆକସ୍ମିକ ବଜ୍ରପାତ ଯୋଗୁଁ ଦୁଇ ଜଣ ମୃତ୍ୟୁବରଣ କରିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ରାଜାବସା ପଞ୍ଚାୟତ କାଶିପାଳ ଗ୍ରାମର ସ୍ବର୍ଗତ ହରି … Read More