ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ, ଆମ୍ବୁଲାନ୍ସ ଛାଡ଼ିଲେନି ଉତ୍ୟକ୍ତ ଲୋକ

କଟକ : ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ ।  ଆଠଗଡ଼ ଖୁଣ୍ଟୁଣୀ ରାଣୀ ବଣିଆ ସ୍ଥିତ ଆଦର୍ଶ କାରାଗାରରେ ଜଣେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି ।  ମୃତକ ଜଣକ ତିଗିରିଆ ଥାନା ଅନ୍ତର୍ଗତ ପଙ୍କାଳ ଗାଁର ତୟାବ ଖାଁ ।  ଗତକିଛି … Read More

ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବଲାଙ୍ଗିର: ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା। ମୁଖ୍ୟ ଅଭିଯୁକ୍ତ ଦେଓଗାଁ ଥାନା ମହଲେଇ ଗାଁର ସୁଶାନ୍ତ ବିଶ୍ବାଳ ଗିରଫ। କଳାହାଣ୍ଡି ଜିଲ୍ଲାର ମୋହନଗିରିରୁ ଗିରଫ କଲା ଦେଓଗାଁ ପୋଲିସ।ପୂର୍ବରୁ ଏହି ଘଟଣାରେ ଜଣେ ନାବାଳକ ସହ ୮ ଜଣ … Read More

ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ଯୋଗୁଁ ନିଲମ୍ୱିତ ହେଲେ ଇନ୍ସପେକ୍ଟର

ଜଗତସିଂହପୁର: କୁଜଙ୍ଗ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ସସପେଣ୍ଡ ।  ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ନେଇ ତାଙ୍କୁ ନିଲମ୍ବନ କରାଯାଇଛି । ଏଥିସହା ତାଙ୍କ … Read More

ଖୁବ୍‌ଶୀଘ୍ର ଭୁବନେଶ୍ୱର ସହ ୧୩ଟି ବିମାନବନ୍ଦରର ହେବ ଘରୋଇକରଣ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୁବ୍‌ଶୀଘ୍ର ଦେଶର ୧୩ ବିମାନବନ୍ଦରର ହେବ ଘରୋଇକରଣ। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଆସେଟ୍‌ ମୁଦ୍ରୀକରଣ ମାଧ୍ୟମରେ ରାଜସ୍ୱ ବଢାଇବା ହେଉଛି ସରକାରଙ୍କ ଲକ୍ଷ୍ୟ। ଏହି କ୍ରମରେ ୧୩ ବିମାନବନ୍ଦରର ଘରୋଇକରଣ ପ୍ରକ୍ରିୟାକୁ … Read More

ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି, ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭଦ୍ରକ : ଆରଡ଼ି ପୀଠକୁ ୧୦ କୋଟି ଟଙ୍କାର ଅନୁଦାନ । ଏ ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ପରିକ୍ରମା ପ୍ରକଳ୍ପକୁ … Read More

ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ପ୍ରବଳ ଭିଡ଼, ୨ ମହିଳା ଭକ୍ତ ଆହତ

ଭୁବନେଶ୍ୱର: ଆଜି ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ । ଓମ୍ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ । ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ । ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ … Read More

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଆଖଣ୍ଡଳମଣୀ ପୀଠ, ଭୋର ୪ ଟା ୩୦ରେ ମନ୍ଦିର ଚୁଡାକୁ ଉଠିବ ମହାଦୀପ

ଭଦ୍ରକ : ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡି ଆଖଣ୍ଡଳମଣୀ ପୀଠ । ଭୋର ୪ଟାରେ ମନ୍ଦିର ପହୁଡ଼ ଖୋଲାଯିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି । ପ୍ରଥମ ମଙ୍ଗଳ ଆଳତି ପରେ କନିକା ରାଜାଙ୍କ ଦ୍ଵାରା ପହିଲି … Read More

ହୋଷ୍ଟେଲ ଛାତ୍ରୀ ମାଆ ହେବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ୱିତ

ମାଲକାନଗିରି: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା … Read More

ଜାଗର ପାଇଁ ସଜେଇ ହୋଇଛି ବାବା ଲୋକନାଥଙ୍କ ପୀଠ, ଭୋର ୩ଟାରେ ଉଠିବ ମହାଦୀପ

ମହା ଶିବରାତ୍ରି ଅବସରରେ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ । ବାବା ଲୋକନାଥଙ୍କୁ ଦର୍ଶନ ଓ ଜଳାଭିଷେକ କରିବା ଲାଗି ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ଭିଡ଼ ଜମିଛି ।  ରାତ୍ର ୧୨ଟା ୩୦ରୁ ପହୁଡ଼ ଓ ଦ୍ବାରଖୋଲା, ରାତ୍ର ୧ … Read More

୧୨୦୦ କୋଟି ଠକେଇର ମାଷ୍ଟରମାଇଣ୍ଡ ଗିରଫ

ସମ୍ବଲପୁର: ୧୨୦୦ କୋଟି ଠକେଇର ମାଷ୍ଟରମାଇଣ୍ଡ ଗିରଫ। ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ଆଚାର୍ଯ୍ୟକୁ ଗିରଫ କଲା ଧନୁପାଲି ଥାନା ପୋଲିସ। ସନ୍ତୋଷକୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଅଧିକ ସୁଧ ଲୋଭ ଦେଖାଇ ୧୨୦୦ କୋଟି ଟଙ୍କା ଠକେଇ କରିଥିଲା … Read More