ମହାଶିବରାତ୍ରୀ: କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି

ଭୁବନେଶ୍ୱର: ଦିନକ ପରେ ମହାଶିବରାତ୍ରୀ। ଏଥିପାଇଁ ପାଇଁ ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଜାରି ହୋଇଛି। ଜାଗର ପାଇଁ ଲିଙ୍ଗରାଜ ମନ୍ଦିରରେ ଭିଡ଼ ଜମିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମହାଶିବରାତ୍ରୀ ନେଇ ଗତ ମଙ୍ଗଳବାର ଦିନ … Read More

ସରିଲା ପଙ୍କୋଦ୍ଧାର, ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଲୋକନାଥ

ପୁରୀ: ବାବା ଲୋକନାଥଙ୍କ ପୀଠରେ ପାଳିତ ହୋଇଛି ପଙ୍କୋଦ୍ଧାର ଏକାଦଶୀ ନୀତି । ଏହି ଅବସରରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଲୋକନାଥ । ବର୍ଷ ତମାମ ଫୁଲ, ବେଲପତ୍ର, କ୍ଷୀର ଓ କଦଳୀରେ ବୁଡି ରହୁଥିବା ଜଳବିହାରୀ ଲୋକନାଥଙ୍କ … Read More

ହାଇକୋର୍ଟରେ ପଦ୍ମଶ୍ରୀ ପୁରସ୍କାର ବିବାଦ, ହାଜର ହେଲେ ଆବେଦନକାରୀ ଡାକ୍ତର ଅନ୍ତର୍ଯ୍ୟାମୀ ମିଶ୍ର

କଟକ : ହାଇକୋର୍ଟରେ ପଦ୍ମଶ୍ରୀ ପୁରସ୍କାର ବିବାଦ । ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ହାଇକୋର୍ଟରେ ହାଜର ହେଲେ ଆବେଦନକାରୀ ଡାକ୍ତର ଅନ୍ତର୍ଯ୍ୟାମୀ ମିଶ୍ର । ଆବେଦନକାରୀ ନିଜର କୃତୀ ହାଇକୋର୍ଟଙ୍କୁ ଦର୍ଶାଇଛନ୍ତି । ୨୯ ଟି ପୁସ୍ତକ ବିଚାରପତିଙ୍କୁ ଦେଖାଇଲେ। ହେଲେ ପ୍ରତିପକ୍ଷ … Read More

ଅଯୋଧ୍ୟାରେ ହେବ ଓଡିଶା ଭବନ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ: ଅଯୋଧ୍ୟାରେ ହେବ ଓଡିଶା ଭବନ । ଉତ୍ତରପ୍ରଦେଶର ଅଯୋଧ୍ୟାଠାରେ ଓଡ଼ିଶା ଭବନ ନିର୍ମାଣ ହେବ । ରାମଲାଲାଙ୍କ ଦର୍ଶନ ଲାଗି ଆସୁଥିବା ଭକ୍ତଙ୍କ ରହିବା ଏବଂ ସେମାନଙ୍କ ପାଇଁ ଓଡ଼ିଶାର ଏକ ଉପସ୍ଥିତି ଦେବା ଲାଗି ଏହି ବ୍ୟବସ୍ଥା କରିବେ … Read More

ଟାଟା ଷ୍ଟିଲ ମେରାମଣ୍ଡଳୀ କାରଖାନାରେ ଦୁର୍ଘଟଣା, ଜଣେ ମୃତ

ଢେଙ୍କାନାଳ: ଢେଙ୍କାନାଳ ଟାଟା ଷ୍ଟିଲ ମେରାମଣ୍ଡଳୀ କାରଖାନା ପରିସରରେ ଦୁର୍ଘଟଣା ।  ଜଣେ ଶ୍ରମିକ ମୃତ ।  ମୃତକ ହେଲେ ଝାଡଖଣ୍ଡ ଜାମତାରା ଜିଲ୍ଲା ନାରାୟଣପୁର ଜିଲ୍ଲାର ଅବଦୁଲ ରାଉପ୍ ।  ସେ TSMର ହଟ୍ ଷ୍ଟ୍ରିପ୍ ମିଲରେ କାର୍ଯ୍ୟରତ ଥିଲେ। ୪୨ … Read More

ଟ୍ବିନ୍ ସିଟି ଜଗିବ ଏଆଇ କ୍ୟାମେରା

ଭୁବନେଶ୍ବର: ଟ୍ବିନ୍ ସିଟି ଜଗିବ ଏଆଇ କ୍ୟାମେରା । ଟ୍ବିନ୍ ସିଟି କଟକ ଏବଂ ଭୁବନେଶ୍ବରରେ ଏଆଇ କ୍ୟାମେରା ଲାଗିବ । ଏନେଇ ସୂଚନା ଦେଇଛନ୍ତି ପୋଲିସ୍ କମିଶନର ସୁରେଶ ଦେବଦତ୍ତ ସିଂ । ଏନେଇ ସେ କହିଛନ୍ତି, ଟ୍ବିନ୍‌ ସିଟି … Read More

କୋଣାର୍କରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ

କୋଣାର୍କ: କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବାରେ ବିଳମ୍ବକୁ ନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ସେ ଆଜି କୋଣାର୍କକୁ ଆସି ସ୍ଥିତି ପରଖିଛନ୍ତି। ବାଲି କାଢ଼ିବାରେ କାହିଁକି ବିଳମ୍ବ ହେଉଛି, … Read More

ପିଏମ କିଷାନରେ ଓଡିଶାରୁ ୩୪ ଲକ୍ଷରୁ ଅଧିକ ଚାଷୀ

ଭୁବନେଶ୍ବର: ଆଜି ପିଏମ୍ କିଷାନ ଟଙ୍କା ଚାଷୀଙ୍କ ଖାତାକୁ ଚଢିଛି । ୯.୮ କୋଟିରୁ ଚାଷୀଙ୍କୁ ଏହି ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତିରେ ସାମିଲ କରାଯାଇଥିବା ବେଳେ ଏଥିରେ ଓଡିଶାରୁ ୩୪ ଲକ୍ଷରୁ ଅଧିକ ଚାଷୀ ରହିଛନ୍ତି । … Read More

କବି ସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ କାଉନସିଲର

ଛତ୍ରପୁର : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷା ଏସ. ଲକ୍ଷ୍ମୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ମେଳି ବାନ୍ଧିଛନ୍ତି ବିଜେଡି କାଉନସିଲର। ଏନେଇ ଆଜି ଏନଏସି ଉପାଧ୍ୟକ୍ଷ ବିକ୍ରାନ୍ତ କୁମାର ସାହୁ ଓ ୧୪ ବିଜେଡି କାଉନସିଲର ଛତ୍ରପୁର ଆସି … Read More

୨୮ରେ ପୋଲାଭରମ ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶରେ ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ‌ ଲାଗି ମାଲକାନଗିରି ଜିଲ୍ଲାର ଏକାଧିକ ଗାଁ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି । ଏହାକୁ ବିରୋଧ କରି ବଡ଼ ଆନ୍ଦୋଳନ କରିବାକୁ ଯାଉଛି ବିଜେଡି । ଆସନ୍ତା ୨୮ ତାରିଖରେ ଏନେଇ ବିଜେଡି ରାଜରାସ୍ତାକୁ … Read More