ବାହାଘର ବେଳେ ବନ୍ଧୁକ ଧରି ପଶିଲେ ୭ ଯୁବକ, ପୋଲିସର ତଦନ୍ତ ଜାରି
ବଲାଙ୍ଗିର : ବାହାଘର ଚାଲିଥିଲା, ବନ୍ଧୁକ ଧରି ପଶିଲେ ମାତାଲ ୭ ଯୁବକ । ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବାବିଯୋର ଗାଁରୁ ଆସିଛି ଅଭିଯୋଗ । ବାହାଘରରେ ପାଟିତୁଣ୍ଡ କରିବା ସହ ବରକୁ ଖୋଜିଥିଲେ । କାହିଁକି ଏପରି କରିଥିଲେ ଜଣା … Read More
