ପୋଲିସ କଣ୍ଟ୍ରୋଲ ରୁମରେ ସଫେଇ କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ
ଭୁବନେଶ୍ୱର : ପୋଲିସ କଣ୍ଟ୍ରୋଲ ରୁମରେ ସଫେଇ କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ । ଡିସିପି ଅଫିସର ଦ୍ୱାରସ୍ଥ ହେଲେ ପୀଡ଼ିତା ସଫେଇ କର୍ମଚାରୀ । ମଞ୍ଚେଶ୍ୱର ପୋଲିସ କଣ୍ଟ୍ରୋଲ ରୁମର ଆସିଷ୍ଟାଣ୍ଟ କମାଣ୍ଡର ଦୀପକ ନାୟକଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପୀଡ଼ିତା … Read More
