୨ ଦଶନ୍ଧିରେ ଓଡ଼ିଶାରେ ଜଙ୍ଗଲ ଜମି ୪ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି ପାଇଛି

ଭୁବନେଶ୍ୱର: ଗତ ୨୦ ବର୍ଷରେ ଓଡ଼ିଶାର ଜଙ୍ଗଲ ଜମିର ପରିମାଣ ଏବଂ ସେହି ସମୟ ମଧ୍ୟରେ ବିକାଶ ଉଦ୍ଦେଶ୍ୟରେ ଏହାକୁ ବ୍ୟବହାର ସମ୍ପର୍କରେ ଆଜି ବିଧାନସଭାରେ ବିଜେପି ବିଧାୟକ ଅମରେନ୍ଦ୍ର ଦାସ ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତର ରଖି ଜଙ୍ଗଲ, … Read More

କିଟ୍‌ ଛାତ୍ରୀ ଆତ୍ମହତ୍ୟା ମାମଲା: ନେପାଳରେ ବିକ୍ଷୋଭ

ଭୁବନେଶ୍ଵର: କିଟ୍‌ ବିଶ୍ଵବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ମାମଲାକୁ ନେଇ ନେପାଳରେ ପ୍ରତିବାଦ କରାଯାଇଛି। କାଠମାଣ୍ଡୁରେ ନେପାଳି କଂଗ୍ରେସ ଛାତ୍ର ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ଆତ୍ମହତ୍ୟା କରିଥିବା ନେପାଳି ଛାତ୍ରୀଙ୍କୁ ନ୍ୟାୟ ଦାବି କରି ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି। ବିଶ୍ଵବିଦ୍ୟାଳୟର ଜଣେ … Read More

୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷର ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଏହିସମୟରେ ମଙ୍ଗଳବାର ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି। ସେ … Read More

ମୋ ବିରୋଧରେ ଅଭିଯୋଗ ନାହିଁ, କାହିଁକି ଚଢାଉ ହେଲା: ଆଇଏଏସ୍ ବିଷ୍ଣୁପଦ ସେଠୀ

ଭୁବନେଶ୍ୱର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଇସ୍ତଫା ଚର୍ଚ୍ଚା ହେଉଛି। ସିବିଆଇ ରେଡ୍ ପ୍ରତିବାଦରେ ଇସ୍ତଫା ଦେଲେ IAS ବିଷ୍ଣୁପଦ ସେଠୀ। ମୁଖ୍ୟ ଶାସନ ସଚିବଙ୍କୁ ପଠାଇଲେ ଇସ୍ତଫା ପତ୍ର। ସେ ତାଙ୍କର ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ … Read More

ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ … Read More

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍

ଭୁବନେଶ୍ଵର: ବଡ ଖବର । ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ୍ । ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ଚାଲିଛି ରେଡ୍‌ । ସକାଳ ୮ଟାରୁ ସିବିଆଇର ୮ ଜଣିଆ ଟିମ୍ ବିଷ୍ଣୁପଦ ସେଠୀଙ୍କ ବାସଭବନରେ ରେଡ୍‌ ଜାରି ରଖିଛନ୍ତି … Read More

କିଟ୍‌ ଛାତ୍ରୀ ମୃତ୍ୟୁ ମାମଲା; ନେପାଳରୁ ଡାକିଆଣି ଦୁର୍ବ୍ୟବହାର କରୁଛି କଲେଜ୍ : ଛାତ୍ରୀଙ୍କ ବାପା

ଭୁବନେଶ୍ଵର: ସାରା ରାଜ୍ୟରେ ଏବେ ଚହଳ ପକାଇଛି କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । ପରିବାର ଲୋକଙ୍କ ଉପସ୍ଥିତିରେ ଭୁବନେଶ୍ଵର ଏମ୍ସରେ ମୃତ ଛାତ୍ରୀଙ୍କ ଶବ ବ୍ୟବଚ୍ଛେଦ ହେଉଥିବା ବେଳେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି ମୃତ ଛାତ୍ରୀଙ୍କ ବାପା । … Read More

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ସମସ୍ତଙ୍କୁ ପ୍ରଭାବିତ କରୁଛି: ନବୀନ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଦ୍ବାରା ଆଜି ବିଧାନସଭାରେ ଉପସ୍ଥାପିତ ବଜେଟ୍‌କୁ ନେଇ ବିରୋଧୀ ଦଳ ପ୍ରତିକ୍ରିୟା ଦେଇଛି। ବିଜେଡି ସୁପ୍ରିମୋ ଏନେଇ କହିଛନ୍ତି ଡବଲ ଇଞ୍ଜିନ ସରକାର ବିପରୀତ ଦିଗରେ ଗତି କରୁଛି। ସେ କହିଛନ୍ତି, ରାଜ୍ୟର ବିଜେପି ସରକାର ଗତ … Read More

ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍ ଉପସ୍ଥାପନ, ୧୬ ଟି ନୂଆ ଯୋଜନାର ବ୍ୟବସ୍ଥା

ଭୁବନେଶ୍ୱର :  ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ସ୍ବପ୍ନ ଦେଖୁଥିବା ମୋହନ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଆଜି ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ବ୍ୟୟବରାଦ ଯେଭଳି ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଏବଂ ସବୁ ବର୍ଗର ଲୋକଙ୍କ ପାଇଁ … Read More

୨୦୨୫-୨୬ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍

ଭୁବନେଶ୍ଵର: ମୋହନ ସରକାର ତାଙ୍କ ଦ୍ବିତୀୟ ବଜେଟ୍ ଆଜି ବିଧାନସଭାରେ ଉପସ୍ଥାପନ କରିଛନ୍ତି । ବିଧାନସଭାରେ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ କରିଛନ୍ତି । ଆସନ୍ତୁ ଜାଣିବା କଣ … Read More