୮ ମାସରେ ୧୮ ହଜାର ମହିଳା ବିରୋଧୀ ଅପରାଧ, ବଢିଛି ଧର୍ତ୍ତବ୍ୟ ଅପରାଧ ହାର

ଭୁବନେଶ୍ବର: ରାଜ୍ୟରେ କମୁନି ମହିଳା ବିରୋଧୀ ଅପରାଧ । ଦିନକୁ ଦିନ ମହିଳା ବିରୋଧୀ ଶୋଷଣ ବଢିଚାଲିଥିବା ବେଳେ ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତ ୮ ମାସରେ ୧୮ ହଜାର ୧ ମହିଳା … Read More

ବାଲିଅନ୍ତାରେ ଆପାର୍ଟମେଣ୍ଟ ଲୁଟେରାର ଏନକାଉଣ୍ଟର କଲା ପୋଲିସ, ଏମ୍ସରେ ଭର୍ତ୍ତି

ଭୁବନେଶ୍ବର: କମିଶନରେଟ ପୋଲିସକୁ ଆଉ ଏକ ସଫଳତା। ରାଜଧାନୀରେ ପୋଲିସର ଏନକାଉଣ୍ଟର। ଏହା ସହିତ ଏକ ଆପାର୍ଟମେଣ୍ଟ ଲୁଟେରାକୁ କାବୁ କରିବାରେ ସଫଳ ହୋଇଛି ପୋଲିସ। ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଏନକାଉଣ୍ଟର ହୋଇଛି। ରାଜ୍ୟ ବାହାରର ଲୁଟେରାକୁ ଏନକାଉଣ୍ଟର … Read More

ମୋ ବସ୍‌ ଦୁର୍ଘଟଣା: ଝିଅ ପରେ ମାଆର ମୃତ୍ୟୁ

ଭୁବନେଶ୍ବର: ପାତ୍ରପଡ଼ା ମୋ ବସ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ । ଝିଅ ପରେ ମୋ ବସ୍ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୋ ବସ୍‌ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ଆଜି ମୃତ୍ୟୁ ଘଟିଛି। ଏମ୍‌ସରେ … Read More

୧୩ଜିଲ୍ଲାରେ ସଭାପତି ଘୋଷଣା କଲା ବିଜେପି

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାର ୧୩ଟି ଜିଲ୍ଲାର ସଭାପତିଙ୍କ ନାଁ ରବିବାର ଘୋଷଣା କରିଛି। ଦଳ ଅନୁଗୁଳ ପାଇଁ ଯଯାତି କେଶରୀ ପଟ୍ଟନାୟକ, ଭଦ୍ରକ ପାଇଁ ଭଗବାନ ପଣ୍ଡା, ଭୁବନେଶ୍ୱର ପାଇଁ ନିରଞ୍ଜନ ମିଶ୍ର, ଗଜପତି ପାଇଁ ନବକିଶୋର … Read More

ସ୍କୁଟି ଚାଳକଙ୍କୁ ଘୋଷାଡ଼ି ନେଲା ‘ମୋ ବସ୍’

ଭୁବନେଶ୍ୱର,୧୬।୨: ରାଜଧାନୀ ଭୁବନେଶ୍ୱର ପାତ୍ରପଡ଼ାରେ ଏକ ମୋ ବସ୍ ସ୍କୁଟି ଉପରେ ମାଡିଯିବା ଦୁର୍ଘଟଣାର ଏକ ଭିଡିଓ ଫୁଟେଜ୍ ସାମ୍ନାକୁ ଆସିଛି। ଯାହା ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ଭିଡିଓ ଫୁଟେଜ୍ ମୋ ବସ୍ ଦ୍ରୁତ ଗତିରେ ଆସି … Read More

ଓଡ଼ିଶାରେ IPL ଟ୍ରଫି: ଶ୍ରୀମନ୍ଦିରରେ ହେଲା ପୂଜା

ପୁରୀ,୧୬।୨: ଶ୍ରୀକ୍ଷେତ୍ର ପୁରୀରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ରବିବାର ଆଗାମୀ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) କ୍ରିକେଟ୍ ମ୍ୟାଚ୍ ର ଟ୍ରଫି ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ନିଆଯାଇଥିଲା। ସେଠାରେ ସେବାୟତମାନେ ଟ୍ରଫିକୁ ପୂଜାର୍ଚ୍ଚନା କରିଥିଲେ। ଟ୍ରଫି ଦେଖିବା ପାଇଁ … Read More

ଋଷିକୁଲ୍ୟା ମୁହାଣରେ ସମୂହ ଅଣ୍ଡାଦାନ କଲେ ଅଲିଭ୍‌ରିଡ୍‌ଲେ

ଗଞ୍ଜାମ : ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀ ମୁହାଣରେ ରବିବାର ଚଳିତବର୍ଷର ପ୍ରଥମ ଥର ପାଇଁ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋର୍‌ ୪ଟାରେ ହଜାର ହଜାର କଇଁଛ ଋଷିକୁଲ୍ୟା ନଦୀ ମୁହାଣରେ ଏକାଠି ହୋଇ ଅଣ୍ଡାଦାନ କରିଥିଲେ। … Read More

ଓଡ଼ିଆ ସାମ୍ବାଦିକଙ୍କ ବୁମ୍‌, ମୋବାଇଲ୍‌ ଛଡ଼ାଇ ନେଲା ଛତିଶଗଡ଼ ପୁଲିସ

ଚନ୍ଦାହାଣ୍ଡି: ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍‌ର ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ପୂର୍ଣଚନ୍ଦ୍ର ଟାକ୍ରୀଙ୍କୁ ଛତିଶଗଡ଼ ରାଜ୍ୟ ଆମଲିପଦର ପୁଲିସ ମାଡ଼ ମାରିବା ସହ ଗୁଳିର ଧମକ ଦେଇ ତାଙ୍କ ଠାରୁ ବୁମ୍‌ ଏବଂ ଦୁଇଟି ମୋବାଇଲ ଫୋନ୍‌ ଛଡ଼ାଇ ନେବା … Read More

ରାଜ୍ୟରେ ସ୍କୁଲ ପରୀକ୍ଷାର ପ୍ରଶ୍ନପତ୍ର ବିକ୍ରି ଅଭିଯୋଗ: ଚାରି ଜଣ ୟୁଟ୍ୟୁବର୍, ସରକାରୀ ଶିକ୍ଷକ ଗିରଫ

ଭୁବନେଶ୍ୱର,୧୬।୨: ଅନଲାଇନ୍ ପ୍ଲାଟଫର୍ମରେ ଓଡ଼ିଶାରେ ସ୍କୁଲ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ରାକେଟକୁ ପୋଲିସ ପର୍ଦାଫାଶ କରିଛି। ଏହି ମାମଲାରେ ଚାରି ଜଣ ୟୁଟ୍ୟୁବର୍ ଏବଂ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ … Read More

ଦୁର୍ଗମ ଅଂଚଳରେ ପୁଲିସ କ୍ୟାମ୍ପ ପ୍ରତିଷ୍ଠା: ପଛକୁ ଯିବାକୁ ବାଧ୍ୟ ହେଲେ ନକ୍ସଲ

ମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାର ଦୁର୍ଗମ ଅସୁର ଥାନା ଅଂଚଳର ପୂଜାରୀକାଂକେର ଠାରେ ନୂତନ ପୁଲିସ କ୍ୟାମ୍ପ ପ୍ରତିଷ୍ଠା କରାଯାଇଛି। ଏହି ଅଂଚଳରେ ନକ୍ସଲ ନିଜର ଅଡ୍ଡା ବନାଇବା ସହ ଲୋକଙ୍କୁ ନିର୍ଯାତନା ଦେଉଥିଲେ। ଦୀର୍ଘ ଦିନ ଧରି ଲୋକେ … Read More