ସୁନା ଦୋକାନୀଙ୍କ ଉପରକୁ ଗୁଳି ମାଡ଼
ସୋର: ଜୁଏଲାରୀ ମାଲିକଙ୍କ ଉପରକୁ ଦୁର୍ବୃତ୍ତଙ୍କ ଗୁଳି ମାଡ଼ । ବାଲେଶ୍ଵର ଜିଲ୍ଲା ଖଇରା ଥାନା କୁପାରୀ ସ୍ଥିତ କୂପେଶ୍ୱର ଜୁଏଲାରି ଦୋକାନ ମାଲିକ ଦୋକାନ ବନ୍ଦ୍ କରି ଘରକୁ ଫେରୁଥିବା ବେଳେ ଗୁଳିମାଡ଼ । ମାଲିକଙ୍କଠାରୁ ଚାବି ବ୍ୟାଗ ନେଇଯାଇଛନ୍ତି ଲୁଟେରା … Read More
