କୋର୍ଟଙ୍କ ଆଦେଶକୁ ଅବମାନନା, ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୪ ଜଣଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରୀ

ମାଲକାନଗିରି, ୩।୨ : ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ବ୍ୟକ୍ତିଗତ ସହାୟକ ମୃତ୍ୟୁ ଘଟଣାରେ ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଓ ଅନ୍ୟ ତିନି ଜଣଙ୍କ ନାମରେ ଜାମିନ ବିହୀନ ଗିରଫ ପର୍-ୱାନା ଜାରି କଲେ ମାଲକାନଗିରି ଏସଡିଜେଏମ … Read More

ସାଧୁସନ୍ଥଙ୍କ ସମାଗମରେ ଚଳଚଞ୍ଚଳ ଖଣ୍ଡଗିରି

ଭୁବନେଶ୍ୱର : ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା। ଏଥିସହ ୫ରୁ ସ୍ଥାନୀୟ ପାନ୍ଥିକାଠାରେ ଐତିହ୍ୟ, ସଂସ୍କୃତିର ଗାଥା ପ୍ରଦର୍ଶନ ସହ ମନୋରଞ୍ଜନ କରିବ ଐରଖାରବେଳ ମହୋତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ … Read More

ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା

ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍‌ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁ ଦୂରଦୃଷ୍ଟି ରଖିଛନ୍ତି ତାହା ଏହି ବଜେଟ୍‌ ମାଧ୍ୟମରେ … Read More

ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ

ଭୁବନେଶ୍ବର: ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କ’ଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା … Read More

ରେଳବଜେଟରେ ଓଡ଼ିଶା ପାଇଁ ୧୦,୫୯୯ କୋଟିର ବ୍ୟୟବରାଦ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ: ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ୧୦ ବର୍ଷ ଭିତରେ ଓଡିଶାରେ ୨ହଜାର୪୬ କିଲୋମିଟର ରେଲୱେ ଟ୍ରାକ୍ … Read More

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବିରୋଧରେ ‘ଠେଙ୍ଗା ଅଭିଯାନ’ ଆରମ୍ଭ କଲେ ବାବୁ ସିଂ

ଭୁବନେଶ୍ୱର: ଏକାମ୍ର ବିଧାୟକ ବାବୁ ସିଂ ଭୁବନେଶ୍ୱରର ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ବିରୋଧରେ ଏକ ‘ଠେଙ୍ଗା ଅଭିଯାନ’ ଆରମ୍ଭ କରିଛନ୍ତି। ଏହି ଅଭିଯାନ ଅନ୍ତର୍ଗତ ସେ ମହିଳାଙ୍କର ସ୍ୱତନ୍ତ୍ର ଦଳ ଗଠନ କରିଛନ୍ତି। ଯାହାକୁ ସେ ‘ଠେଙ୍ଗା ବାହିନୀ’ … Read More

ମଦ ଦୁର୍ନୀତିରେ ବଡ଼େ ମିଆଁ ଏବଂ ଛୋଟେ ମିଆଁ ଉଭୟ ଜେଲ୍ ଗଲେ: ଶାହା

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ସୋମବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିଜୱାସନ ବିଧାନସଭା କ୍ଷେତ୍ରରେ ପହଞ୍ଚିଥିଲେ | ଏହି ସମୟରେ ସେ ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ … Read More

ଯୁବକଙ୍କ ନିଆରା ଉଦ୍ୟମ: ମଣ୍ଡିରେ ଧାନ ବିକ୍ରି କରି ଛାତ୍ରଛାତ୍ରୀମାନଙ୍କୁ ପାଠ୍ୟ ଉପକରଣ ବାଣ୍ଟିଲେ

ଘୁ.ଉଦୟଗିରି: ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ବ୍ଳକ୍‌ର ତଲାରିମାହା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଟାମାହା ଗ୍ରାମରେ ରାଜେଶ କୁମାର ବଗର୍ତ୍ତୀଙ୍କ ଘର। ବର୍ତ୍ତମାନ ସେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗରେ ପିଏଚଡ଼ି ପାଠ୍ୟକ୍ରମ ଉପରେ ଗବେଷଣା କରୁଛନ୍ତି। ଗବେଷଣା କାର୍ଯ୍ୟ କରିବା … Read More

ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଲେ ଓଡ଼ିଆ ଝିଅ କରିଶ୍ମା

ନୂଆଦିଲ୍ଲୀ,୩।୨: ଓଡ଼ିଶାର ରାଇରଙ୍ଗପୁରର ଝିଅ କରିଶ୍ମା ଶର୍ମା କୌନ ବନେଗା କରୋଡ଼ପତି ୧୬ରେ ତାଙ୍କର ପ୍ରଭାବଶାଳୀ ପ୍ରଦର୍ଶନ ଦ୍ୱାରା ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଛନ୍ତି। ଚ୍ୟାଲେଞ୍ଜିଂ ‘ସୁପର ସନ୍ଦୁକ’ ସେଗମେଣ୍ଟରେ ତାଙ୍କର ସଫଳତା ତାଙ୍କୁ କେବଳ ୧୨,୫୦,୦୦୦ ଟଙ୍କା ଦେଇନାହିଁ ବରଂ … Read More

ଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି। ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି … Read More