ବଦଳିବ ବହୁ ରାଜସ୍ବ ନିୟମ: ସୁରେଶ ପୂଜାରୀ

ଝାରସୁଗୁଡ଼ା: ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍‌ ଲ୍ୟାଣ୍ଡ୍‌ ଏନକ୍ରୋଚ୍‌ମେଣ୍ଟ ଆକ୍ଟ ଏବଂ ଓଡ଼ିଶା ଲ୍ୟାଣ୍ଡ୍‌ ସେଟଲମେଣ୍ଟ ଆକ୍ଟରେ ଅନେକ ସଂଶୋଧନ ରହିଛି। ସୋମବାର ଝାରସୁଗୁଡ଼ା ଜିଲ୍ଲା ଗସ୍ତ ସମୟରେ … Read More

ଏପ୍ରିଲ୍ ପ୍ରଥମ ସପ୍ତାହ ସୁଦ୍ଧା ସାଂଗଠନିକ ନିର୍ବାଚନ ଶେଷ ପାଇଁ ବିଜେଡିର ଲକ୍ଷ୍ୟ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ଏପ୍ରିଲ୍ ପ୍ରଥମ ସପ୍ତାହ ସୁଦ୍ଧା ଦଳର ସାଂଗଠନିକ ନିର୍ବାଚନ ଶେଷ କରିବାକୁ ଯାଉଛି ବୋଲି ଦଳର ବରିଷ୍ଠ ନେତା ପ୍ରଦୀପ କୁମାର ଅମାତ କହିଛନ୍ତି। ସୋମବାର ଭୁବନେଶ୍ୱରର ଶଙ୍ଖ ଭବନରେ … Read More

ଠକ ହଂସିତା ଓ ଅନିଲକୁ ଜେରା କରିବ ଆୟକର ବିଭାଗ

ଭୁବନେଶ୍ବର : ରାଜଧାନୀରୁ ଗିରଫ ହାଇପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସା ଓ ଅନିଲକୁ ଜେରା କରିବ ଆୟକର ବିଭାଗ । ସୋମବାର ଝାରପଡ଼ା ଜେଲ୍‌ରେ ଉଭୟଙ୍କୁ ଜେରା କରିବ ଆୟକର  ବିଭାଗ । ଏନେଇ ତଦନ୍ତକାରୀ ଟିମ୍‌କୁ  ୬ଘଣ୍ଟା ପଚରାଉଚରା ପାଇଁ ମିଳିଲା ଅନୁମତି । ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଆୟକର … Read More

ଭୁବନେଶ୍ବରରେ ତାପମାତ୍ରା ୩୪ ଡିଗ୍ରୀ ଟପିଲା

ଭୁବନେଶ୍ୱର : ମାଘରେ ୩୪ ଟପିଲା ଭୁବନେଶ୍ୱର ତାପମାତ୍ରା  । ଦିନ ୨ଟା ସୁଦ୍ଧା ଭୁବନେଶ୍ୱର ପାରଦ ୩୪.୪ ଡିଗ୍ରୀ ରେକର୍ଡ କରାଯାଇଛି  । ପେବୃୟାରୀ ଆରମ୍ଭରୁ ତାତି ଅସମ୍ଭାଳ  ।  ଆଗକୁ କଣ ହେବ ଏଇଥିରୁ ଆଶଙ୍କା କରାଯାଇପାରେ  ।  ଏଥର … Read More

ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ, ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର : ଚଳିତ ବଜେଟ୍‌ରେ ଓଡ଼ିଶା ପ୍ରତି ଅନ୍ୟାୟ ହୋଇଛି । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ ଓଡ଼ିଶା । ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି । … Read More

ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍‌ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ … Read More

ମାଘ ସପ୍ତମୀ ପାଇଁ ପୁରୀରେ ଟ୍ରାଫିକ କଟକଣା

ପୁରୀ : ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ହେବ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ । ଏନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି  । ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ । ୬ ଜଣ … Read More

ମହୁ ମାଛି ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

କଳାହାଣ୍ଡି: ମହୁ ମାଛି ଆକ୍ରମଣରେ ୨୦ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଆହତ ହୋଇ ଥିବା ଜଣାପଡିଛି । ଏଭଳି ଖବର ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଉପକଣ୍ଠ ଦୁଆରଶୁଣି ଗ୍ରାମରୁ । ଏକ ଘରୋଇ ସ୍କୁଲରେ ହଠାତ୍ ଛାତ୍ର ଛାତ୍ରୀ … Read More

ଖେଳିବା ବେଳେ ଫୁଟିଗଲା ମୋବାଇଲ ବ୍ୟାଟେରୀ, ଦୁଇ ଶିଶୁ ଗୁରୁତର

ପାଟଣାଗଡ଼ : ଖେଳିବା ବେଳେ ଫୁଟିଗଲା ମୋବାଇଲ ବ୍ୟାଟେରୀ । ବିସ୍ଫୋରଣରେ ଦୁଇ ଶିଶୁ ଗୁରୁତର । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ପାଢ଼େଲ ଗାଁରେ ଘଟିଛି ଏହି ଅଘଟଣ  । ଦୁଇ ଶିଶୁ ମୋବାଇଲ ବ୍ୟାଟେରୀ ଧରି ଖେଳୁଥବା ବେଳେ ବିସ୍ପୋରଣ … Read More

ବିଶ୍ବବିଦ୍ୟାଳୟର ରେଟିଂ ବଢାଇବାକୁ ଲାଞ୍ଚ ଅଭିଯୋଗ; ୧୦ ଜଣଙ୍କୁ ଗିରଫ କଲା ସିବିଆଇ

ସମ୍ବଲପୁର: ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡେସନ୍‌ କାଉନସିଲ୍‌ (ଏନଏଏସି) ରେଟିଂ ଲାଞ୍ଚ ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ସିବିଆଇ । ଆନ୍ଧ୍ରର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବାକୁ କହି ଲାଞ୍ଚ ଅଭିଯୋଗରେ ଗିରଫ କରିଛି ସିବିଆଇ । ଗିରଫ ଅଭିଯୁକ୍ତଙ୍କ … Read More