ଲୋକଙ୍କ ପାଖରେ ଅଲୋଡ଼ା ହୋଇନି – ପ୍ରଭାତ ତ୍ରିପାଠୀ
ବିଜେଡିର ବରିଷ୍ଠ ନେତା ଆଜି ପ୍ରକାରାନ୍ତରେ ବିଜେଡିକୁ ସମାଲୋଚନା କରିଛନ୍ତି। ଆଜି ଏକ ଉତ୍ସବରେ ଅନେକ ଦଳୀୟ ନେତାଙ୍କ ସହ ଏକାଠି ହେବା ପରେ ଶ୍ରୀ ତ୍ରିପାଠୀ କହିଛନ୍ତି, ସେ ବୟସ ଦୃଷ୍ଟିରୁ ବିଜେଡିର ସଦସ୍ୟତା ନବୀକରଣ କରିନାହାନ୍ତି। ସାମ୍ବାଦିକଙ୍କ ପ୍ରଶ୍ନର … Read More
