ଇସ୍କନରେ ଅଦିନିଆ ରଥଯାତ୍ରା ବିରୋଧରେ ଶ୍ରୀମନ୍ଦିର ପ୍ରଶାସନର ଆଇନଗତ ଚେତାବନୀ

ଭୁବନେଶ୍ୱର : ଅଦିନିଆ ରଥଯାତ୍ରାକୁ ନେଇ ଆଇନଗତ ଚେତାବନୀ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। କିନ୍ତୁ ଇସ୍କନ ବିରୋଧରେ ଆଇନଗତ ପଦକ୍ଷେପ ନେଇପାରିବ କି ଶ୍ରୀମନ୍ଦିର ପ୍ରଶାସନ? ଶ୍ରୀମନ୍ଦିର ପ୍ରଶାସନ ଏବଂ ଗଜପତି ମହାରାଜା ଦିବ୍ୟସିଂହ ଦେବ ବାରମ୍ବାର ଇସ୍କନକୁ ସତର୍କ କରାଇଛନ୍ତି ଯେ … Read More

୩୬ ଦିନ ହେଲା ଧାରଣାରେ ବସିଛନ୍ତି ଗ୍ରାମବାସୀ, ନୈନି କୋଲ ମାଇନ୍ସରୁ କୋଇଲା ପରିବହନ ବନ୍ଦ

ଅନୁଗୁଳ : ୩୬ ଦିନ ଗଣଧାରଣାରେ ଗ୍ରାମବାସୀ। ନୈନି କୋଲ ମାଇନ୍ସରୁ କୋଇଲା ପରିବହନ କରାଇଦେଉନାହାନ୍ତି ଗ୍ରାମବାସୀ । ଅନୁଗୁଳ ଛେଣ୍ଡିପଦା ବ୍ଳକ୍ କୋଶଳା ଗାଁଲୋକ ଚଲାଇଛନ୍ତି ପରିବେଶ ସୁରକ୍ଷା ଗଣଧାରଣା । ୬୩ ନମ୍ବର ରାଜ୍ୟ ରାଜପଥରେ କୋଇଲା ପରିବହନକୁ ବିରୋଧ … Read More

ରାଜଧାନୀରେ ବାଣ ଫୁଟି ୩ ଗୁରୁତର

ଭୁବନେଶ୍ୱର : ରାଜଧାନୀରେ ଅଘଟଣ । ବାଣ ଫୁଟି ତିନି ଗୁରୁତର। ସମସ୍ତ ଗୁରୁତର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି । ବାହାଘର ରୋଷଣୀରେ ପଡ଼ିଥିବା ଅଫୁଟା ବାଣରୁ ନିଆଁ ଲାଗିଥିବା ସୂଚନା। ସୂଚନାନୁଯାୟୀ, ଚଳିତ ବର୍ଷ ଭୋଗି ଉତ୍ସବ ଚାଲିଥିଲାବେଳେ ଅଘଟଣ ଘଟିଥିଲା … Read More

ରାମଲୀଳାବେଳେ ବିଦ୍ୟୁତ ତାର ଲାଗି ଚାଲିଗଲା ନାବାଳକର ଜୀବନ

ବ୍ରହ୍ମଗିରି : ରାମଲୀଳା ଚାଲିଥିବାବେଳେ ଅଘଟଣ। ବିଦ୍ୟୁତ ତାର ଲାଗି ଚାଲିଗଲା ନାବାଳକର ଜୀବନ। ହନୁମାନ ଅଭିନୟ କରୁଥିବା କଳାକାରଙ୍କୁ ଦେଖି ଦୌଡ଼ିବା ବେଳେ ଅଘଟଣ ଘଟିଛି। ମୁକୁଳା ଟ୍ରାନ୍ସଫର୍ମର ଉପରେ ନାବାଳକଙ୍କ ଜୀବନ ଯାଇଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ … Read More

ଦେହରେ ନିଆଁ ଲଗାଇ ଜୀବନ ହାରିଲେ ପିଜି ଛାତ୍ରୀ

ଗଜପତି : ନିଜକୁ ଜାଳିଦେଲେ ପିଜି ଛାତ୍ରୀ । ଦେହରେ ନିଆଁ ଲଗାଇ ଜୀବନ ହାରିଥିବା ଅଭିଯୋଗ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହର ଖଞ୍ଜାସାହି ନୂଆବସ୍ତିରେ ଚାଞ୍ଚଲ୍ୟ । ଛାତ୍ରୀ ଜଣକ ମାନସିକ ଚାପରୁ ନିଜ ଦେହରେ ନିଆଁ ଲଗାଇ ଜୀବନ … Read More

ଓଡ଼ିଶା ଫେରିଲେ ହର୍ମୁଜରେ ଫସିଥିବା ମେରାଇନ ଅଫିସର

ଭୁବନେଶ୍ୱର : ଓଡ଼ିଶା ଫେରିଲେ ହର୍ମୁଜରେ ଫସିଥିବା ମେରାଇନ ଅଫିସର । ଭୁବନେଶ୍ୱରରେ ପହଞ୍ଚିଲେ ଅଶୋକ ଦୀକ୍ଷିତ। ଷ୍ଟ୍ରେଟ ଅଫହର୍ମୁଜ ଠାରେ ପ୍ରାୟ ୩୬ ଦିନ ପର୍ଯ୍ୟନ୍ତ ଅଟକି ରହିଥିଲେ ଅଶୋକ । ଭାରତୀୟ ନୌସେନାର କଡା ସୁରକ୍ଷା ବଳୟ ମଧ୍ୟରେ ସେ … Read More

ରଥ ଖଳା ସୁରକ୍ଷା ପାଇଁ ଲାଗିବ ୧୨ଟି କ୍ୟାମେରା

ପୁରୀ: ଆସନ୍ତା ୨୦ ତାରିଖରେ ଅକ୍ଷୟ ତୃତୀୟା ରହିଥିବାବେଳେ ରଥାନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଏଥର ରଥ ଖଳାରେ ଲାଗିବ ସିସିଟିଭି କ୍ୟାମେରା । ୧୨ଟି ସିସିଟିଭି କ୍ୟାମେରା ଜଗିବେ ସମ୍ପୂର୍ଣ୍ଣ ରଥ ଖଳାକୁ । ରଥ ଖଳାର ସୁରକ୍ଷାକୁ … Read More

ଭୁବନେଶ୍ୱରରେ ପହଞ୍ଚିଲା ୫ କେଜିଆ ଗ୍ୟାସ ସିଲିଣ୍ଡର : କରିବାକୁ ପଡ଼ିବନି ପ୍ରି ବୁକିଂ

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଛି ୫ କେଜିକିଆ ଗ୍ୟାସ ସିଲିଣ୍ଡର ।  ଭିଭିନ୍ନ ଇଣ୍ଡିଆନ ଅୟଲ ଟାଙ୍କି ରେ ଇଣ୍ଡିଆନ ଗ୍ୟାସ ପକ୍ଷରୁ ଏହି ୫ କେଜିକିଆ ସିଲିଣ୍ଡର ଉପଲବ୍ଧ କରାଯାଇଛି ।  ଏଣିକି ଛାତ୍ରଛାତ୍ରୀ ବା ଯେଉଁମାନେ ଶ୍ରମିକ ଅଛନ୍ତି ,ଯେଉଁମାନେ … Read More

ଶେଷ ହେଲା ବାହାର ରତ୍ନଭଣ୍ଡାରର ଗଣତି ମଣତି, ୧୩ରୁ ଭିତର ରତ୍ନଭଣ୍ଡାରର ହେବ ଗଣତି ମଣତି

ପୁରୀ : ଦ୍ଵିତୀୟ ପର୍ଯ୍ୟାୟର ୪ ଦିନ ଧରି ଚାଲିଥିବା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆଜି ଶେଷ ହୋଇଛି । ସମସ୍ତ ସେବାୟତଙ୍କ ସହଯୋଗରେ  ଏହା ସଂପୂର୍ଣ୍ଣ ହୋଇଛି । ୧୩ ତାରିଖରୁ ତୃତୀୟ ପର୍ଯ୍ୟାୟରେ … Read More

କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ ଅରଡେଇ ପୋଲ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଚେଷ୍ଟାରେ କେନ୍ଦୁଝର ସଦର ଅନ୍ତର୍ଗତ ବୋଦାପାଳସା ଗ୍ରାମପଂଚାୟତ ପାଇଲା ନୂତନ ପରିଚୟ। ବହୁଦିନୁ ଏହି ଅଞ୍ଚଳ ସମେତ ଆଖପାଖ ପାଞ୍ଚଟି ପଂଚାୟତର ଲୋକଙ୍କ ଆଶା ଥିବା ଅରଡେଇ ନାଳ ଉପରେ ନିର୍ମାଣ ହୋଇଥିବା ପୋଲକୁ ମୁଖ୍ୟମନ୍ତ୍ରୀ … Read More