ଗଞ୍ଜାମ ଜିଲ୍ଲାରେ ବିଜେପିକୁ ବଡ଼ ଝଟକା, ବିଜେଡିରେ ମିଶିଲେ ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି
ଭୁବନେଶ୍ବର ୧୮।୧: ଗଞ୍ଜାମ ଜିଲ୍ଲାରେ ବିଜେପିକୁ ବଡ଼ ଝଟକା । ବିଜେଡିରେ ମିଶିଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି । ବୁରୁପଡା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ଲୋକ ବିଜେପି ଛାଡ଼ି ବିଜେଡିରେ ସାମିଲ … Read More
