ରାଜଭବନ ଛକରେ ସିରିଜ୍ ଦୁର୍ଘଟଣା: ୨ ବାଇକ୍କୁ ଘୋଷାଡ଼ି ନେଲା କାର୍
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରର ରାଜଭବନ ଛକରେ ଶନିବାର ସନ୍ଧ୍ୟାରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ହୁଣ୍ଡାଇ କାର୍ ରଙ୍ଗ୍ ରୁଟ୍ରେ ଆସି ଦୁଇ ବାଇକକୁ ଧକ୍କା ଦେଇଛି। କାର୍ ବାଇକ୍ ଦୁଇଟିକୁ କିଛି ବାଟ ଘୋଷାଡ଼ି ନେଇ ରାଜଭବନ ଗୋଲେଇ ଛକର … Read More
