ଛତିଶଗଡ଼ରେ ପୁଣି ଆଇଇଡି ବିସ୍ଫୋରଣ, ୨ ଯବାନ ଆହତ

ନାରାୟଣପୁର: ଛତିଶଗଡ଼ରେ ପୁଣି ନକ୍ସଲଙ୍କ ଦ୍ଵାରା ଆଇଇଡି ବିସ୍ଫୋରଣ କରାଯାଇଛି। ଶୁକ୍ରବାର ନାରାୟଣପୁର ଜିଲାରେ ଆଇଇଡି ବିସ୍ଫୋରଣରେ ବିଏସଏଫର ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଆଜି ସକାଳେ ବିଏସ୍ଏଫ୍ ଟିମ୍ ଗାରପା ଗାଁ ନିକଟ କ୍ୟାମ୍ପରୁ ପାଟ୍ରୋଲିଂ … Read More

ବୈକୁଣ୍ଠ ଧାମ ଆଶ୍ରମ ଉପରେ ଚାଲିଲା ବୁଲ୍‌ଡୋଜର୍

ଭୁବନେଶ୍ବର: ମାଟିରେ ମିଶିଲା ବୈକୁଣ୍ଠ ଧାମ ଆଶ୍ରମ । ବିଡିଏ ପକ୍ଷରୁ ନିର୍ଦ୍ଧାରିତ ସମୟ ୧୨ଟାରେ ଆଶ୍ରମ ଉପରେ ଚାଲିଲା ବୁଲ୍‌ଡୋଜର୍ । କଳ୍କୀ ଅବତାରଙ୍କ ପୀଠ କହି ବିବାଦକୁ ଆସିଥିଲା ବୈକୁଣ୍ଠ ଆଶ୍ରମ । ତଦନ୍ତ ପରେ ଏହା ସରକାରୀ … Read More

ହାଇ ପ୍ରୋଫାଇଲ ଠକ ହଂସିତା ଓ ଅନୀଲ ଠକେଇ ମାମଲା, ହଂସିତାଙ୍କୁ କୋର୍ଟରେ ହାଜର କଲା ଇଡି

ଭୁବନେଶ୍ବର : ହାଇପ୍ରୋଫାଇଲ ଠକ ହଂସିତା ଓ ଅନୀଲ ଠକେଇ ମାମଲା  ।  ହଂସିତାଙ୍କୁ କୋର୍ଟରେ ହାଜର କଲା ଇଡି ।  ହାଜର ପରେ ରିମାଣ୍ଡ ଆବେଦନ କଲା ଆୟକର ବିଭାଗ ।  ହଂସିତାଙ୍କ ନାଁରେ ଆଉ ଏକ ମାମଲା ରୁଜୁ କଲା … Read More

ଟ୍ରାଇସିଟିରେ ସାମିଲ ହେବ ପୁରୀ, ବେଆଇନ ନିର୍ମାଣକାରୀଙ୍କ ବିରୁଦ୍ଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ପୁରୀ: ରାଜ୍ୟ ସରକାରଙ୍କ ଟ୍ରାଇସିଟି ଯୋଜନାରେ ସାମିଲ ହେବ ପୁରୀ ସହର। ରାଜ୍ୟର ଦୁଇ ପ୍ରମୁଖ ମହାନଗର ନିଗମ ଭୁବନେଶ୍ବର ଓ କଟକ ସହ ଯୋଡ଼ିହେବ ଐତିହ୍ୟ ସହର ପୁରୀ। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର … Read More

ହାଇକୋର୍ଟରେ ଭିସୁଟ୍ ଛାତ୍ରୀଙ୍କ ମୃତ୍ୟୁ ମାମଲା, ଏସପିଙ୍କ ତତ୍ତ୍ବାବଧାନରେ ଯଥାଶୀଘ୍ର ତଦନ୍ତ ‌ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ

କଟକ: ୨୦୨୩ରେ ଭିସୁଟ୍‌ ଛାତ୍ରୀ ଚିନ୍ମୟୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଥିବା ବେଳେ ଏହି ଘଟଣାର ଯଥା ଶୀଘ୍ର ତଦନ୍ତ ସଂପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଚିନ୍ମୟୀଙ୍କ ମୃତ୍ୟୁ ଘଟଣାର ସିବିଆଇ ବା କ୍ରାଇମବ୍ରାଞ୍ଚକୁ … Read More

ଗଞ୍ଜାମରେ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଛତ୍ରପୁର: ଅଦିନିଆ ବର୍ଷାରେ ରାଜ୍ୟରେ ସବୁଠୁ ଅଧିକ ଫସଲ କ୍ଷତି ଗଞ୍ଜାମ ଜିଲ୍ଲାରେ ହୋଇଛି। ଏନେଇ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଫସଲ … Read More

ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ୍

ସମ୍ବଲପୁର: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ୍। ସକାଳୁ ସକାଳୁ ତାଙ୍କ ଘରେ ପଶିଛି ଆୟକର ବିଭାଗ। ସୁପର୍‌କ୍ଲାସ ଠିକାଦାର ବ୍ରଜ କିଶୋର ଦାସଙ୍କ ଘରେ ଆଇଟି ଚଢଉ କରିଥିବା ସୂଚନା ମିଳିଛି। ଭୁବନେଶ୍ବର ଓ … Read More

ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ଯୋଜନା, ଅଧିକାରୀ ଓ କର୍ମଚାରୀ ଦାଖଲ କରିବେ ନିଜର ସମ୍ପତ୍ତି ତାଲିକା

ପୁରୀ : ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ କାର୍ଯ୍ୟାବଳୀ ।  ଡ୍ଯୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ ।  ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ … Read More

ଘନ କୁହୁଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଶୀତର ଲହରୀ ଜାରି ରହିଛି। ଘନ କୁହୁଡ଼ି ପାଇଁ ଆଜି ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ଘନକୁହୁଡ଼ି ଅନୁଭୂତ ହେବ। ୧୦ ଡିଗ୍ରୀ ତଳକୁ ଖସିପାରେ ରାତି ତାପମାତ୍ରା। କଳାହାଣ୍ଡି, କନ୍ଧମାଳ ଓ … Read More

ସିମେଣ୍ଟ ପ୍ଲାଣ୍ଟରେ ଅଘଟଣ: କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଆଶଙ୍କା

ରାଜଗାଙ୍ଗପୁର: ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି। ଏକାଧିକ … Read More