ଶିମିଳିପାଳ ଜଗିବ ପୁଲିସ

ବାରିପଦା: ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ … Read More

ପୁଣି ପାଣ୍ଡିଆନ ସକ୍ରିୟ! ଶଙ୍ଖ ଭବନରେ ଚାଲିଛି ବଡ଼ ପ୍ଲାନ

ଭୁବନେଶ୍ୱର,୧୬।୧: ପୁଣି ସକ୍ରିୟ ହୋଇ ଉଠିଲେଣି କାର୍ତ୍ତିକ ପାଣ୍ଡିଆନ। ଏବେ ନବୀନ ନିବାସରେ ଚାଲୁନି ନବୀନ ଦରବାର। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ସେ ଏବେ ନେମାଙ୍କ ସହ ଆଲୋଚନା କରୁଛନ୍ତି। ତେବେ ଏସବୁ … Read More

ସରୋଜ ମୋ ସ୍ବାମୀ, ତାଙ୍କ ଦେଖାଶୁଣା ପାଇଁ ଜାମିନ ଜରୁରୀ: ହଂସିତା

ଭୁବନେଶ୍ୱର: ମୋ ସ୍ୱାମୀ ସରୋଜ ସାହୁ। ତାଙ୍କ ଦେହ ଖରାପ ଅଛି। ମୁଁ ତାଙ୍କର ଦେଖାଶୁଣା କରିବି। ତେଣୁ ମତେ ଜାମିନ ମିଳୁ। ଏଭଳି ଲେଖି ଅନ୍ତରୀଣ ଜାମିନ ପାଇଁ ହଂସିତା ଅଭିଲିପ୍ସାଙ୍କ ଓକିଲଙ୍କ ପକ୍ଷରୁ ଆବେଦନ କରାଯାଇଛି। ଅତିରିକ୍ତ ଜିଲ୍ଲା … Read More

ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ଖୁସିଖବର: ବଢିବ ଦରମା !

ଭୁବନେଶ୍ବର : ରାଜ୍ୟରେ କାର୍ଯ୍ୟରତ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି ପାଇବା ସମ୍ଭାବନା ରହିଛି। ରାଜସ୍ଥାନର ଉଦୟପୁରଠାରେ ଆୟୋଜିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଓଡିଶା ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ର ସରକାରଙ୍କୁ ପରାମର୍ଶ … Read More

ସନାତନ ଧର୍ମର ପ୍ରଚାର ପାଇଁ ସାଇକେଲରେ ମାଲକାନଗିରିରୁ ପ୍ରୟାଗରାଜ ଯାତ୍ରା

ମାଲକାନଗିରି: ସନାତନ ଧର୍ମର ପ୍ରଚାର ପାଇଁ ଏକ ପ୍ରୟାସ କରୁଛନ୍ତି ମାଲକାନଗିରି ସହରର ସମାଜସେବୀ ଦିନେଶ ପଟ୍ଟନାୟକ। ସନାତନ ଧର୍ମର ପ୍ରଚାର ପ୍ରସାର ଏବଂ ହିନ୍ଦୁ ଧର୍ମର ନୀତି ଆଦର୍ଶକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସେ ମାଲକାନଗିରିରୁ ପ୍ରୟାଗରାଜକୁ ସାଇକେଲରେ … Read More

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସହ ହିମାଚଳ ପ୍ରଦେଶର ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା

ଭୁବନେଶ୍ୱର : ଆଜି ହିମାଚଳ ପ୍ରଦେଶର ବୈଷୟିକ ଶିକ୍ଷା ମନ୍ତ୍ରୀ ରାଜେଶ ଧର୍ମାନୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଲୋକସେବା ଭବନସ୍ଥ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଉତ୍ତରୀୟ ଓ କୋଣାର୍କଚକ୍ରର ସ୍ମାରକ ପ୍ରଦାନ … Read More

ରାଜଧାନୀରେ ବିଭତ୍ସ ଦୃଶ୍ୟ: ଶିଶୁପୁତ୍ରର ମୃତଦେହ ଝୁଣି ଖାଇଲା କୁକୁର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଏକ ଅଭାବନୀୟ ଘଟଣା ଘଟିଛି । ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇବା ଘଟଣା ଘଟିଛି। ମାନବିକତା ହରାଇଥିବା କେହି ଜଣେ ମଣିଷ ନବଜାତ ଶିଶୁର ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଥିବା କୁହାଯାଉଛି । ଶିଶୁପୁତ୍ରର ମୃତଦେହକୁ … Read More

ବନ୍ଦ ହେବ କଟକରେ ଥିବା ୨ଟି ମାଇନର କମ୍ପୋଷ୍ଟ ସେଣ୍ଟର, CMCକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ୧୬।୧: ମନଇଚ୍ଛା କମ୍ପୋଷ୍ଟ ସେଣ୍ଟର ତିଆରି କରି ଅକଳରେ ପଡିଛି ସିଏମସି ପ୍ରଶାସନ । କଟକ ସହରରେ ଥିବା ୧୩ଟି ମାଇନର କମ୍ପୋଷ୍ଟ ସେଣ୍ଟର (MCC) ମଧ୍ୟରୁ ୨ଟି ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେଲେଙ୍ଗା ବଜାର ସ୍ଥିତ ରଘୁନାଥଜୀଉ ମନ୍ଦିର … Read More

୧୮ରେ ଚିଲିକାରେ ହେବ ପକ୍ଷୀ ଗଣନା, ୩ ଦିନ ଡଲଫିନ୍ ଗଣନା

ଟାଙ୍ଗୀ ୧୬।୧: ଚିଲିକାରେ ହେବ ପକ୍ଷୀ ଓ ଡଲଫିନ୍ ଗଣନା । ପ୍ରତିବର୍ଷ ଭଳି ଚଳିତ ବର୍ଷ ଏହି ଗଣନା କାର୍ଯ୍ୟ ହେବ । ଗୋଟିଏ ଦିନରେ ସରିବ ପକ୍ଷୀ ଗଣନା । କିନ୍ତୁ ୩ ଦିନ ଧରି ହେବ ଡଲଫିନ୍ … Read More

ଆତ୍ମସମର୍ପଣ କଲେ ମହିଳା ନକ୍ସଲ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦି କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଛତିଶଗଡର କେରଲାପାଲ ଏରିଆ କମିଟିର ସଦସ୍ୟା କାଲୁମୁ ପାଇକି(୨୮) ଆତ୍ମସମର୍ପଣ କରିଛନ୍ତି। କାଲୁମୁ ପାଇକିଙ୍କ ଘର ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ପୁଲବାଗେଡ ଗ୍ରାମରେ। ଜିଲ୍ଲା … Read More