ଜୋତା ବଣ୍ଟା ବିବାଦକୁ ନେଇ ପ୍ରବେଶ ବର୍ମାଙ୍କ ବିରୋଧରେ ଏଫଆଇଆର ପାଇଁ ନିର୍ଦ୍ଦେଶ, ଏସଏଚଓଙ୍କୁ ଚିଠି ଲେଖିଲେ ନିର୍ବାଚନ ଅଧିକାରୀ
ନୂଆଦିଲ୍ଲୀ: ବିଜେପି ନେତା ତଥା ନୂଆଦିଲ୍ଲୀ ସିଟ୍ରୁ ପ୍ରାର୍ଥୀ ହୋଇଥିବା ପ୍ରବେଶ ବର୍ମାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ। ନିର୍ବାଚନ ଅଧିକାରୀ ଏସଏଚଓଙ୍କୁ ଚିଠି ଲେଖି ବର୍ମାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ ମାମଲାରେ ଏଫଆଇଆର … Read More
