ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ

କଟକ : ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା । ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ। ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାର … Read More

ମାର୍ଚ୍ଚ ସୁଦ୍ଧା ସରିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ମାର୍ଚ୍ଚ ସୁଦ୍ଧା ସରିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଏବେ ମହାପ୍ରଭୁଙ୍କ ମକର ନୀତିକାନ୍ତି ପାଇଁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିଥିବା ବେଳେ ଏହା ପୁଣି ଆସନ୍ତା ୧୭ରୁ ଆରମ୍ଭ ହେବ । ମାର୍ଚ୍ଚ ପୂର୍ବରୁ ରତ୍ନଭଣ୍ଡାର … Read More

ଚୋରା ବାଲି ଗାଡ଼ି ଧରି ପୋଲିସ ଜିମା ଦେଲେ ଖଣି ମନ୍ତ୍ରୀ

ନୟାଗଡ: ଖଣ୍ଡପଡ଼ା ବ୍ଲକ ବେଣାଗାଡ଼ିଆ ପଞ୍ଚାୟତ ଅଧୀନ ବରକୋଳି ଛକରେ ଚୋରା ବାଲି ଗାଡ଼ି ଜବତ କରି ପୋଲିସ ଜିମା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଘଟଣାରେ ପୋଲିସ ନିଷ୍କ୍ରିୟତାକୁ ନେଇ ମନ୍ତ୍ରୀ ବର୍ଷିଥିବା ବେଳେ ଘଟଣା ଚର୍ଚ୍ଚାର … Read More

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବଙ୍କୁ କଲେ ପୂଜାର୍ଚ୍ଚନା

କେନ୍ଦୁଝର: ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ । କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ବୈତରଣୀରେ ନଦୀରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଡ଼ ପକାଇବା ପରେ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି ।  ମୁଖ୍ୟମନ୍ତ୍ରୀଙ୍କୁ … Read More

ଜାନୁଆରୀ ୨୦ରୁ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଧାଡ଼ିରେ ଯିବେ ଭକ୍ତ

ପୁରୀ: ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଶୃଙ୍ଖଳିତ ଦର୍ଶନ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ । … Read More

ଗହୀରମଥା ଗୁଳିକାଣ୍ଡ, ୮ ଗିରଫ

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ରାଜନଗର ଗହୀରମଥା ସମୁଦ୍ର ଗୁଳିକାଣ୍ଡ ଘଟଣା । ୮ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ତାଳଚୁଆ ସାମୁଦ୍ରିକ ଥାନା ପୋଲିସ୍ । ଗିରଫ ପରେ ଏମାନଙ୍କୁ କୋର୍ଟ ଚାଲାଣ କରିଛି । ଗତକାଲି ଗିରଫ ହୋଇଥିଲେ ଟ୍ରଲର ମାଲିକ । … Read More

ଠକ ଯୋଡ଼ି ହଂସିତା-ଅନୀଲ ମାମଲା: ଘୁଞ୍ଚିଲା ଜାମିନ ଆବେଦନ , ୧୬ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର : ଖୋଲୁଛି ଠକ ହଂସିଲା-ଅନିଲଙ୍କ ଗୁମର । ବେଦାନ୍ତଠୁ ୧୮ କୋଟି ଟଙ୍କା ଠକିଛନ୍ତି ଏହି ଠକ ଯୋଡ଼ି । ଏହାସହ ଝାଡ଼ଖଣ୍ଡର ଏକ ଟ୍ରେଡିଂ କମ୍ପାନୀ ସହ ୩୦୦ କୋଟି ଟଙ୍କାର କାରବାର କରିଥିବା ତଦନ୍ତକାରୀ ଅଧିକାରୀଙ୍କୁ ପ୍ରମାଣ … Read More

ଏଣିକି ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର : ମନ୍ତ୍ରୀ

ଭୁବନେଶ୍ୱର: ଏଣିକି ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦେଇଛନ୍ତି ସୂଚନା। ୨୦୦ ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ରହିଛି ଯୋଜାନ। ୨୯ଟି ସ୍କୁଲରେ ୧୧୮୪ … Read More

ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା । ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର । ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ନିରନ୍ତର ଚିକିତ୍ସା ସୁବିଧା ମିଳିବ । ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକଙ୍କୁ … Read More

ମକର ସଂକ୍ରାନ୍ତି ପାଇଁ ଅଟ୍ରିର ହଟକେଶ୍ୱର ଦେବଙ୍କ ପୀଠରେ ଭକ୍ତଙ୍କ ଭିଡ

ଖୋର୍ଦ୍ଧା : ଆଜି ପବିତ୍ର ମକର ସଂକ୍ରାନ୍ତି । ବେଶ ଚଳଚଞ୍ଚଳ ଖୋର୍ଦ୍ଧା ବେଗୁନିଆ ବ୍ଲକର ଅଟ୍ରି । ଏଠିକାର ପ୍ରସିଦ୍ଧ ବାବା ହାଟକେଶ୍ୱର ମହାଦେବଙ୍କ ଏହି ମକର ସଂକ୍ରାନ୍ତି ଅବସରରେ ରହିଛି ଅଲୌକିକ ମାହାତ୍ମ୍ୟ । ପ୍ରବାଦ ରହିଛି ଏହି ମକର … Read More